Home

ହାତ ମିଳାଇବାକୁ ଅଫର ଦେଲେ ମୋଦି, ଜବାବରେ ଶରଦ ପାଓ୍ବାର କହିଲେ…

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏନସିପି (ଏସପି) ନେତା ଶରଦ ପାୱାର ଦେଇଥିବା ବୟାନକୁ ଟାର୍ଗେଟ କରି ତାଙ୍କୁ ଭାଜପା ସହ ହାତ ମିଳାଇବାକୁ ପ୍ରସ୍ତାବ ଦେଇଥିଲେ। ବର୍ତ୍ତମାନ ଶରଦ ପାୱାର ପ୍ରଧାନମନ୍ତ୍ରୀଙ୍କ ଏହି ଅପମାନର ଜବାବ ଦେଇ କହିଛନ୍ତି…

ଅବଦୁ ରୋଜିକଙ୍କର ହେଲା ଏନଗେଜମେଣ୍ଟ, ପ୍ରଶଂସକଙ୍କୁ ଦେଖାଇଲେ ଭାବି ସ୍ତ୍ରୀଙ୍କ ଫଟୋ

ଦଶାନବେ: ବିଗ ବସ ୧୬ର ଷ୍ଟାର ଅବଦୁ ରୋଜିକ ଏହି ଶୋ’କୁ ଆସିବା ପରେ ତାଙ୍କର ଲୋକପ୍ରିୟତା ବହୁତ ବୃଦ୍ଧି ପାଇଛି। ସେ ଏହି ଶୋ’କୁ ଆସି ପ୍ରାଧାନ୍ୟ ବିସ୍ତାର କରିଥିଲେ। ସମସ୍ତେ ତାଙ୍କ କ୍ୟୁଟନେସ ଓ ନିଷ୍ପାପ ମନକୁ ଦେଖି…

ଅକ୍ଷୟତୃତୀୟା କାରବାର ଉତ୍ସାହଜନକ

ଭୁବନେଶ୍ୱର,୧୧।୫ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ମଧ୍ୟ ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ସର୍ବଭାରତୀୟ ସ୍ତରରେ ସୁନା କାରବାର ୧୫ରୁ ୨୦% ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ପକ୍ଷରୁ ଆକଳନ…

ମାର୍ଚ୍ଚରେ ଖସିଲା ଆଇଆଇପି ଅଭିବୃଦ୍ଧି

ଭୁବନେଶ୍ୱର,୧୧।୫ (ଅନୁରାଧା ମହାରଣା): ଦେଶରେ ଶିଳ୍ପ ଉତ୍ପାଦନର ଗତି ମନ୍ଥର ହୋଇଯାଇଛି। ଇଣ୍ଡେକ୍ସ ଅଫ୍‌ ଇଣ୍ଡଷ୍ଟ୍ରିଆଲ ପ୍ରଡକ୍ସନ (ଆଇଆଇପି)ର ତଥ୍ୟ ଅନୁଯାୟୀ, ୨୦୨୪ ମାର୍ଚ୍ଚରେ ଶିଳ୍ପ ଉତ୍ପାଦନର ଅଭିବୃଦ୍ଧି ହାର ୪.୯ ପ୍ରତିଶତ ହୋଇଛି। ଫେବୃଆରୀରେ ଏହି ଅଭିବୃଦ୍ଧି ହାର ୫.୭ ପ୍ରତିଶତ…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୧୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ନୂତନ ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ଏପରିକି ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ଼ ଜିଲା ଅଧୀନ ଜାମକାନି, ଗିରିସମା, ମୁଣ୍ଡେରଖେଟ, ଝାରପଲମ ଏବଂ…

ସମନ୍ବୟ-ସହଯୋଗିତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଆନୁଆଲ ବିଜନେସ୍‌ ଆସୋସିଏଟ୍‌ ମିଟ୍‌ ଭୁବନେଶ୍ୱରର ଏମ୍‌ଡିସି ବରମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର ବିଭିନ୍ନ…

ପୱନଙ୍କୁ ଅଲ୍ଲୁ ଅର୍ଜୁନଙ୍କ ସମର୍ଥନ

ଅମରାବତୀ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଏବେ ନିଜ ଫିଲ୍ମ ‘ପୁଷ୍ପା ଦି ରୁଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ସେ ଏହି ହାଇ ବଜେଟ ଫିଲ୍ମକୁ ନେଇ କ୍ରମାଗତ ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି। ଆସନ୍ତା ୧୩ରେ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ…

ଚଳନ୍ତା ବିମାନରେ ମାରପିଟ

ସାନ୍‌ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍‌ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ ହୋଇଥିବାରୁ ଏହି ସବୁ ଭିଡିଓ ଅଳ୍ପ କିଛି ସମୟ ମଧ୍ୟରେ ଇଣ୍ଟରନେଟରେ ଭାଇରାଲ ହେବାକୁ…

ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ ଧନ୍ୟବାଦ ଜଣାଇବା ସହ ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ପାଇଁ ଜନସାଧାରଣଙ୍କ ସମର୍ଥନ ଲୋଡ଼ିଛନ୍ତି। ଲୋକ…

କାନାଡ଼ାରେ ଗୁପ୍ତଚର ବୃତ୍ତିରେ ସାମିଲ ଥିଲା ଭାରତ

ଅଟାଓ୍ବା, ୧୧।୫: ଭାରତ କାନାଡ଼ାର ବିଭିନ୍ନ ଗୁପ୍ତଚର କାର୍ଯ୍ୟକଳାପରେ ସାମିଲ ଥିବା ନେଇ କାନାଡ଼ାର ଗୋଇନ୍ଦା ଏଜେନ୍ସି ‘କାନାଡ଼ିଆନ ସୁରକ୍ଷା ଗୁପ୍ତଚର ସେବା(ସିଏସ୍‌ଆଇଏସ୍‌)’ ଦାବି କରିଛି। ଏନେଇ ସିଏସ୍‌ଆଇଏସ୍‌ ପକ୍ଷରୁ ଏକ ସାର୍ବଜନୀନ ରିପୋର୍ଟ ପ୍ରକାଶ କରାଯାଇଛି। ଏହି ରିପୋର୍ଟରେ ଭାରତ ସହ…

ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍‌ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଉ। ଏଥିପାଇଁ ଇସିଆଇଙ୍କୁ ନିର୍ଦ୍ଦେଶ ଦେବା…

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସକାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri