ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ଚଢ଼ାଉ
ନୂଆଦିଲ୍ଲୀ,୮ା୫: ଝାଡ଼ଖଣ୍ଡର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ରେଡ୍ କରିଛି। ଗିରଫ ଅଭିଯୁକ୍ତ ସଞ୍ଜୀବ ଲାଲଙ୍କ ସହ ଇଡି ପ୍ରୋଜେକ୍ଟ ଭବନରେ ବୁଧବାର ପହଞ୍ଚିଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ନିଜେ ପ୍ରକଳ୍ପ ନିର୍ମାଣରେ ରହିଛି। ଅଭିଯୁକ୍ତ ସଞ୍ଜୀବ ଲାଲ୍ ଝାଡ଼ଖଣ୍ଡ ଗ୍ରାମ୍ୟ…
ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା
ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର…
ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ
ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି। ଏନ୍ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା ଗ୍ରାମର ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ତାଙ୍କ ସମର୍ଥକଙ୍କ ସହ…
ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ ବୁଦାମୂଳେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି । ଖବର ପାଇ ଖୁଣ୍ଟୁଣୀ ଥାନା ପୋଲିସ ଓ…
ପିଟ୍ରୋଡାଙ୍କ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ କଳା ରଙ୍ଗ କହି ଆକ୍ଷେପ କଲେ…
ନୂଆଦିଲ୍ଲୀ,୮।୫: ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ‘ଦି ଷ୍ଟେଟମ୍ୟାନ’କୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସାମ ପିଟ୍ରୋଡା ଭାରତୀୟଙ୍କ ରଙ୍ଗ ଓ ରୂପକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ସେ ଭାରତକୁ…
ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ
ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ…
ପୁଣି ବିବାଦୀୟ ବୟାନ ଦେଲେ ସାମ ପିଟ୍ରୋଡା, ଭାରତୀୟଙ୍କୁ କହିଲେ କଳା-ଗୋରା
ନୂଆଦିଲ୍ଲୀ,୮।୫: ପୁଣି ବିବାଦରେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା। ନିକଟରେ ଅମେରିକାର ଉତ୍ତରାଧିକାରୀ ଟ୍ୟାକ୍ସକୁ ନେଇ ବୟାନ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ତାଙ୍କ ବୟାନକୁ ନେଇ ବିବାଦ ଉପୁଜିଥିଲା। ଶାସକ ଦଳ ଭାଜପା ଏହାକୁ ନେଇ କଂଗ୍ରେସକୁ ଟାର୍ଗେଟ…
ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ ୨୦୨୧ରେ ଟାଉନ୍ସଭିଲେରେ ଜଣେ ୨୦ ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା।…
ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍…
ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି ପ୍ରଶ୍ନ ଆଳରେ କଟାକ୍ଷ କରିଛନ୍ତି ଭି କେ ପାଣ୍ଡିଆନ୍। ବୁଧବାର ଏକ ଖବରଦାତା ସମ୍ମିଳନୀ…
ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ
ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓଡିଶା ଭିତରେ ଅନୁପ୍ରବେଶ…
ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ
ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ମଇଦାନକୁ ଓହ୍ଲାଇଛନ୍ତି। ଆଉ ତା’…
ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ ୭…
Archives


