Home

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ସଫା କରି ପୁଟିନ୍‌ ସବୁ  କ୍ଷମତା ନିଜ ହାତମୁଠାରେ ରଖିଛନ୍ତି। କ୍ରେମ୍‌ଲିନ୍‌ରେ ଶପଥ…

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତେବେ ସେମାନଙ୍କ ମୃତ୍ୟୁ ଓ୍ବେଷ୍ଟ ନାଇଲ୍‌…

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଛି। ପଳାଶୁଣି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଭୁବନେଶ୍ବରରୁ କଟକ…

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏଥର ଓଡ଼ିଶାରେ ପୁଣିଥରେ ନବୀନ ସରକାର କ୍ଷମତାକୁ ଆସିବ ବୋଲି ପାଣ୍ଡିଆନ୍‌ ଦୃଢୋକ୍ତି ପ୍ରକାଶ…

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍‌ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ…

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ ତାଙ୍କର ୮ଜଣ ସହପାଠୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ଥାନା ପୋଲିସ ପୀଡିତାଙ୍କ…

ତିରୁପତି ମନ୍ଦିରରେ ବିବାହକୁ ନେଇ ଏମିତି କହିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଅନେକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଣ୍ଟିବାରେ ସଫଳ ହୋଇଛନ୍ତି। ସେ ଗତ କିଛି ଦିନ ଧରି ତାଙ୍କ ପ୍ରେମିକ ଶିଖର ପହରିୟାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଉଭୟ ବିଭିନ୍ନ…

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ? କିଛି ଉତ୍ତର ଦେଇପାରିବେ ନାହିଁ। ଦମ୍‌ ଅଛି ଯଦି…

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ନାମାଙ୍କନ ସତ୍ୟପାଠରେ ପ୍ରଣବ ଉଲ୍ଲେଖ କରିଥିବା ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ…

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ତାଙ୍କ ବିରୋଧରେ କେତେଜଣ ଅସନ୍ତୁଷ୍ଟ ନେତା ଓ…

ବିଶ୍ୱ ରେଡ୍‌କ୍ରସ ଦିବସ

ପ୍ରତିବର୍ଷ ମେ’ ୮ରେ ବିଶ୍ୱ ରେଡ୍‌କ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡ୍‌କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେ ରଖିବା ପାଇଁ ଏହା ପାଳନ କରାଯାଏ। ବିଶ୍ୱ ରେଡ୍‌କ୍ରସ ଦିବସର ମୂଳ ଉଦ୍ଦେଶ୍ୟ ହେଉଛି ଅସହାୟ ତଥା ଆହତ…

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଆଇପିସିର ଧାରା ୪୯୮ଏ (ଶାଶୂଘରେ ମହିଳାଙ୍କ ପ୍ରତି ନିଷ୍ଠୁରତା)ର ଦୁରୁପଯୋଗ କରାଯାଉଥିବା ନେଇ ସର୍ବୋଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri