Home

ବର୍ଷକରେ ଧ୍ୱଂସସ୍ତୂପ ପାଲଟିଛି ଗାଜା

ତେଲ୍‌ ଆଭିଭ୍‌/ଗାଜା ଷ୍ଟ୍ରିପ୍‌,୮ା୧୦: ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ସୋମବାର ବର୍ଷେ ପୂରିଛି। ଇସ୍ରାଏଲ୍‌ର ଆକ୍ରମଣରେ ଗାଜା ବର୍ଷକ ମଧ୍ୟରେ ଏକପ୍ରକାର ଧ୍ୱଂସସ୍ତୂପରେ ପରିଣତ ହୋଇଥିବା ସାଟେଲାଇଟ୍‌ ଫଟୋରୁ ଦେଖିବାକୁ ମିଳିଛି। ଚାରିଆଡ଼େ ବିଲ୍ଡିଂଗୁଡ଼ିକର ଧ୍ୱଂସାବଶେଷର ପାହାଡ଼ ଛିଡ଼ାହୋଇଛି। ଦୂଷିତ ଜଳ ଯୋଗୁ ରୋଗ…

ଆଜି ହରିୟାଣା, କଶ୍ମୀର ନିର୍ବାଚନ ଫଳାଫଳ: ୮ଟାରୁ ଭୋଟ ଗଣତି

ନୂଆଦିଲ୍ଲୀ,୮ା୧୦: ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଅନୁଷ୍ଠିତ ହୋଇ ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ ଗଣା ସରିବା ପରେ ଇଲେକ୍ଟ୍ରୋନିକ ଭୋଟିଂ…

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଭାରତୀୟ ବାୟୁସେନା

ପ୍ରତିବର୍ଷ ୮ ଅକ୍ଟୋବରରେ ଭାରତୀୟ ବାୟୁସେନା ଦିବସ ପାଳନ କରାଯାଏ। ଚଳିତବର୍ଷ ଭାରତୀୟ ବାୟୁସେନା ଏହାର ୯୨ତମ ବାର୍ଷିକୀ ଉତ୍ସବ ପାଳନ କରିବ। ଏହି ଦିନ ପାଳନ କରିବାର ଉଦ୍ଦେଶ୍ୟ ହେଲା ଭାରତୀୟ ବାୟୁସେନାର ଗୁରୁତ୍ୱ ବିଷୟରେ ଲୋକଙ୍କୁ ଅବଗତ କରାଇବା।…

ସିରିପାଇ ସରପଞ୍ଚଙ୍କୁ ବଡ଼ ଝଟ୍‌କା: ପଦ ଅସିଦ୍ଧ ଘୋଷଣା କଲେ କୋର୍ଟ

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ ସିରିପାଇ ପଞ୍ଚାୟତର ସରପଞ୍ଚ ଇଚ୍ଛାମନ ମାଝିଙ୍କ ପଦ ରଦ୍ଦ ହୋଇଥିବା ଅତିରିକ୍ତ ଜିଲା ଦୌରାଜଜ୍‌ ଘୋଷଣା କରିଛନ୍ତି। ଅତିରିକ୍ତ ଜିଲା ଦୌରାଜଜ୍‌ ରାୟଗଡ଼ା ନିର୍ବାଚନ ଅପିଲ ନମ୍ବର୍‌ ୪/୨୦୨୩ ବିଚାର…

ମୁଖିଆ ହିସାବରେ ୨୩ ବର୍ଷ ପୂରଣ କରିବା ପରେ ମନର କଥା ଖୋଲି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସାର୍ବଜନିକ ପଦବୀରେ ୨୩ ବର୍ଷ ପୂରଣ କରିଛନ୍ତି। ୨୦୦୧ରେ ଏହି ଦିନ ସେ ପ୍ରଥମ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ମାଳଦ୍ୱୀପ ପାଇଁ ଭଣ୍ଡାର ଖୋଲିଦେଲେ ଭାରତ ସରକାର: ଏତିକି କୋଟି ଟଙ୍କା ସହାୟତା ଘୋଷଣା

ନୂଆଦିଲ୍ଲୀ,୭।୧୦: ଭାରତ ଗସ୍ତର ଦ୍ୱିତୀୟ ଦିନରେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସ୍‌ଠାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ୧୦୦ ମିଲିୟନ ଡଲାରର ଟ୍ରେଜରି ବିଲ୍‌ ରୋଲ୍‌ଓଭର ଆକାରରେ ମାଳଦ୍ୱୀପକୁ…

୬ ବର୍ଷର ବାଳିକାଙ୍କୁ ବଳାତ୍କାର କଲେ ୨୧ ବର୍ଷର ଯୁବକ: ଧରିଲା ପୋଲିସ

ଡିଣ୍ଡୋରି,୭ା୧୦:ମଧ୍ୟପ୍ରଦେଶର ଡିଣ୍ଡୋରି ଜିଲାରେ ୬ ବର୍ଷର ବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଜବଲପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୨୧ ବର୍ଷୀୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ପୀଡ଼ିତା ଜଣକ ତାଙ୍କ ଅଜାଘରେ ଥିବାବେଳେ ପାଖ ଘରେ ରହୁଥିବା ଯୁବକ…

ଭବିଷ୍ୟବାଣୀ କଲେ ଅମିତ ଶାହା: ୨୦୨୬ ମାର୍ଚ୍ଚ ସୁଦ୍ଧା …

ନୂଆଦିଲ୍ଲୀ,୭ା୧୦:୨୦୨୬ ମାର୍ଚ୍ଚ ସୁଦ୍ଧା ଭାରତରୁ ମାଓବାଦୀ ସମ୍ପୂର୍ଣ୍ଣ ମୂଳପୋଛ ହେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର କହିଛନ୍ତି। ମାଓବାଦୀ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶାହା…

ଶ୍ରୀଲଙ୍କା କ୍ରିକେଟ୍‌ରେ ବଡ଼ ପରିବର୍ତ୍ତନ: ଏହି କ୍ରିକେଟ୍‌ର ହେଲେ ଫୁଲ୍‌ଟାଇମ କୋଚ୍‌

କଲମ୍ବୋ, ୭ା୧୦: ପୂର୍ବତନ ଅଧିନାୟକ ସନଥ ଜୟସୁରିୟା ସୋମବାର ଶ୍ରୀଲଙ୍କା କ୍ରିକେଟ ଦଳର ଫୁଲ୍‌ଟାଇମ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ଟି୨୦ ବିଶ୍ୱକପ୍‌ ଶେଷ ପର୍ଯ୍ୟନ୍ତ ରହିବ। ପୂର୍ବତନ ବାମହାତୀ ଓପନର ଜୁଲାଇ ଆରମ୍ଭରୁ ଶ୍ରୀଲଙ୍କାର କାମଚଳା…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ମାମଲା: ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ସମ୍ପୃକ୍ତ ବୁଡୁ ସାହୁ ନାମକ ଜଣେ ଯୁବକଙ୍କୁ ସୋମବାର ପୋଲିସ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ…

କେତେବେଳେ ବି ଘଟିପାରେ ବଡ଼ ଅଘଟଣ: ମୃତ୍ୟୁକୁ ଆମନ୍ତ୍ରଣ କରୁଛି ମୁକୁଳା ଟ୍ରାନ୍ସଫର୍ମର

ଥୁଆମୂଳ ରାମପୁର,୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅନେକ ସ୍ଥାନରେ ଲାଗିଥିବା ଟ୍ରାନ୍ସଫର୍ମର ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ବିଦ୍ୟୁତ ବିଭାଗର ଅବହେଳା ପାଇଁ କେତେବେଳେ ଘଟିପାରେ ବଡ଼ ଅଘଟଣ। ମୃତ୍ୟୁକୁ ଆମନ୍ତ୍ରଣ କରୁଛି ବ୍ଲକ ମୁଖ୍ୟ ଫାଟକ…

ଗୌତମ ଗମ୍ଭୀରଙ୍କ ପାଦ ଚାଟିବା ଉଚିତ୍‌ ନୁହେଁ…କାହିଁକି ଏମିତି କହିଲେ ଗାଭାସ୍କର

ନୂଆଦିଲ୍ଲୀ,୭।୧୦: ଗୌତମ ଗମ୍ଭୀରଙ୍କ କୋଚିଂରେ ଟିମ ଇଣ୍ଡିଆ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ ପ୍ରଦର୍ଶନ କରିଛି। ବିଶେଷକରି ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଟିମ ଇଣ୍ଡିଆ ଜବରଦସ୍ତ ଢଙ୍ଗରେ ଜିତିଥିଲା। ଏହି ମ୍ୟାଚରେ ପ୍ରଥମ ତିନି ଦିନ ବର୍ଷା ଦ୍ୱାରା ପ୍ରଭାବିତ ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?