ଜିମ୍ନାଷ୍ଟିକ୍କୁ ବାଏ ବାଏ କହିଲେ ଦୀପା କର୍ମକାର
ନୂଆଦିଲ୍ଲୀ,୭ା୧୦(ପି.ଟି.): ଭାରତର ତାରକା ଜିମ୍ନାଷ୍ଟ ଦୀପା କର୍ମକାର ସୋମବାର ଅବସର ଘୋଷଣ କରିଛନ୍ତି। ପ୍ରଥମ ଭାରତୀୟ ଭାବରେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ବେଳେ ରିଓ ୨୦୧୬ରେ ଅଳ୍ପକେ ବ୍ରୋଞ୍ଜ ପଦକରୁ ସେ ବଞ୍ଚିତ ହୋଇଥିଲେ। ମାତ୍ର ୦.୧୫ ପଏଣ୍ଟ ପଛରେ ରହି…
ଶେଷରେ ମୋଦିଙ୍କ ଆଗରେ ମୁଣ୍ଡ ନୁଆଁଇଲେ ମାଳଦ୍ୱୀପ ରାଷ୍ଟ୍ରପତି
ନୂଆଦିଲ୍ଲୀ,୭।୧୦: ଆଜିକାଲି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ମାଳଦ୍ୱୀପ ପରିଦର୍ଶନ କରିବାକୁ ଆମନ୍ତ୍ରଣ କରିଛନ୍ତି। ବ୍ୟାପକ ଅର୍ଥନୈତିକ ଏବଂ ରଣନୀତିକ…
ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ଘଟଣା: ଚାର୍ଜସିଟ୍ ଦାଖଲ ଗଲା ସିବିଆଇ
କୋଲକାତା,୭।୧୦: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର.ଜି କର ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସଞ୍ଜୟ ରାୟଙ୍କୁ ମୁଖ୍ୟ ଅଭିଯୁକ୍ତ କରାଯାଇଛି। ସୋମବାର ଏହି ମାମଲାର ଚାର୍ଜସିଟ୍ ସିବିଆଇ ଦାଖଲ କରିଛି। ସିବିଆଇ ସୂତ୍ର ଅନୁଯାୟୀ,…
‘ଡେଲିଭରୀ ବଏ’ ସାଜିଲେ ଜୋମାଟୋ ସିଇଓ: ଅର୍ଡର ଡେଲିଭରୀ ପରେ ବଖାଣିଲେ ଦୁଃଖ
ନୂଆଦିଲ୍ଲୀ,୭।୧୦: ଜୋମାଟୋ ସିଇଓ ଦୀପିନ୍ଦର ଗୋୟାଲ ନିକଟରେ ତାଙ୍କ ସ୍ତ୍ରୀ ଗ୍ରେସିଆ ମୁନୋଜଙ୍କ ସହ ଗୋଟିଏ ଦିନ ଫୁଡ୍ ଡେଲିଭରୀ ଏଜେଣ୍ଟ ଭାବରେ କାର୍ଯ୍ୟ କରିଥିଲେ। ଏହି ଅଭିଜ୍ଞତା ପରେ ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ…
କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ
ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ରାଜ୍ୟ ସରକାର…
ଦଳିତ ପରିବାରରେ ସମୟ ବିତାଇଲେ ରାହୁଲ ଗାନ୍ଧୀ: ଶିଖିଲେ ରୋଷେଇ
ନୂଆଦିଲ୍ଲୀ,୭।୧୦: କଂଗ୍ରେସ ଏମ୍ପି ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ସୋମବାର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅଜୟ ତୁକାରାମ ସନାଡେ ଏବଂ ତାଙ୍କ ପତ୍ନୀ ଅଞ୍ଜନା ତୁକାରାମ ସନାଡେଙ୍କ ସହ ଖାଦ୍ୟ ରାନ୍ଧୁଥିବା ଦେଖିବାକୁ ମିଳିଛି। ଏହି…
ଚିକିତ୍ସାରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିବ ପୁରସ୍କାର
ଷ୍ଟକଲାଣ୍ଡ,୭।୧୦: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ଅଧୀନରେ ଆଜି ଫିଜିଓଲୋଜି କିମ୍ବା ମେଡିସିନ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ…
ମୁଇଜୁଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ମୋଦି
ନୂଆଦିଲ୍ଲୀ,୭ା୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ମୁଇଜୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ। ହାଇଦ୍ରାବାଦ ହାଉସରେ ଏହି ସାକ୍ଷାତ ଅନୁଷ୍ଠିତ ହୋଇଥିଲା। ମୋଦି ଏବଂ ମୁଇଜୁ ମାଳଦ୍ୱୀପରେ ହନିମାଧୁ ଅନ୍ତର୍ଜାତୀୟ ବିମାନବନ୍ଦରର ରନୱେକୁ ଉଦ୍ଘାଟନ କରିଥିଲେ। ଏହାସହ…
ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ…
ଅଖରୋଟ୍ ଖାଇଲେ ମିଳେ ଏସବୁ ଫାଇଦା
ଅଖରୋଟ୍ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଯେଉଁମାନେ ପ୍ରତିଦିନ ଅଖରୋଟ୍ ଖାଉଛନ୍ତି। ସେମାନଙ୍କର ହୃଦ୍ଘାତ ଜନିତ ରୋଗ ହେବାର ଆଶଙ୍କା…
ମୋଦିଙ୍କୁ ୭୫ ବର୍ଷ ହେବାକୁ ଅପେକ୍ଷା କରିଛନ୍ତି ଜନତା, ବର୍ଷିଲେ ସିସୋଡିଆ
ନୂଆଦିଲ୍ଲୀ,୭।୧୦: ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏକ ସାମ୍ବାଦିକ ସମ୍ମିଳନୀରେ ଭାଜପା ଉପରେ କଡ଼ା ଆକ୍ରମଣ କରିଥିଲେ। ସେ କହିଛନ୍ତି ଯେ ଭାରତବାସୀ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବିଦାୟ ଦେବାକୁ ଯାଉଛନ୍ତି। ହରିୟାଣାର ଏକଜିଟ ପୋଲ ମଧ୍ୟ ସମାନ…
ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…
ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କଡ଼ା ସମାଲୋଚନା କରିଛନ୍ତି ସମୀର। ସେ କହିଛନ୍ତି, ଆପଣଙ୍କ ଦଳର…

