୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର
ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର ବେହେରା, ଯିଏ ଦୁଇଟି ଲୋକ ସଭା ଏବଂ ଦୁଇଟି ବିଧାନସଭା ଆସନରେ ନାମାଙ୍କନ ପତ୍ର…
ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍ ୧ରେ ଭୋଟ
ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ…
ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି
ଅହମ୍ମଦାବାଦ୍,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ମତଦାନ ବୁଥରୁ ଆସି ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି। ଏହି…
VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି ଭିଡିଓରେ ପ୍ରଧାନମନ୍ତ୍ରୀ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ମାଧ୍ୟମରେ ଏକ ବିରାଟ ସମାବେଶରେ ନାଚୁଥିବା ଦେଖାଯାଇଛି। ଏହି…
ଦେଶବାସୀଙ୍କୁ ଏମିତି ଅପିଲ୍ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ ପର୍ଯ୍ୟାୟର ଭୋଟରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅପିଲ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି,…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ
ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର…
ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ
ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ମୋଦି ସରକାରରେ ଓଡ଼ିଶା କ୍ରମାଗତ ଭାବେ ଅବହେଳିତ ହୋଇଆସୁଛି। ରାଜ୍ୟକୁ…
୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା
ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ବେଳେ ୪୮ଜଣଙ୍କ…
୩ ଘଣ୍ଟାରେ ଫେକ୍ କଣ୍ଟେଣ୍ଟ ହଟାଅ:ରାଜନୈତିକ ଦଳଙ୍କୁ ଇସିଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୭ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପ୍ରଯୁକ୍ତିର ଦୁରୁପଯୋଗ କରାଯାଇ ଡିପ୍ ଫେକ୍ ପ୍ରସ୍ତୁତ କରାଯିବା ଏବଂ ତଥ୍ୟକୁ ବିକୃତ କରାଯାଉଥିବାରୁ ନିର୍ବାଚନ କମିଶନ(ଇସି) ସୋମବାର ରାଜନୈତିକ ଦଳଗୁଡ଼ିକୁ ତାଗିଦ କରିଛନ୍ତି। ୩ ଘଣ୍ଟା ମଧ୍ୟରେ ଏଭଳି ଫେକ୍ କଣ୍ଟେଣ୍ଟଗୁଡ଼ିକୁ…
ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍ଙ୍କ ହେବ ଭାଗ୍ୟ ପରୀକ୍ଷା
ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର…
ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୬।୫: ଟିକେଟ୍ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍ କଟିବା…
ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ
ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ। ଏଥି ସହିତ ଚାଇନା ବର୍ତ୍ତମାନ ମହାମାରୀ ହେତୁ ମୃତ୍ୟୁରୁ ଏକ ଶିକ୍ଷା ଲାଭ କରିଛି।…
Archives


