Home

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ଆଜି ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଗାନ୍ଧୀ ନଗର ଲୋକ ସଭା ଆସନରୁ…

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା ପ୍ରଶାସନରେ ଆତଙ୍କ ଖେଳିଯାଇଥିଲା। ଏ ସମ୍ପର୍କରେ ଡାକ୍ତରଖାନା ପରିଚାଳନା ଏସମ୍ପର୍କରେ ପୋଲିସ ଷ୍ଟେଶନରେ ଏଫଆଇଆର…

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି ରିପୋର୍ଟ…

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ ସ୍ବତନ୍ତ୍ର ଦମ୍ପତିଙ୍କ କାହାଣୀ ପଢିବାକୁ ପଡିବ। ବିହାରର ବୈଶାଳି ଜିଲାର ହାଜିପୁରର କୁଟୁବୁପୁର ବାସିନ୍ଦା…

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ଏହା ସହିତ ଉଭୟ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ମଧ୍ୟ…

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ଘଟଣାହେଲା ପ୍ରତିରକ୍ଷା…

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି। ବିମାନରେ ବ୍ୟବହୃତ ତେଲ କାର୍‌ ଏବଂ ବାଇକ୍‌ରେ ବ୍ୟବହୃତ ପେଟ୍ରୋଲ…

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଶିଶୁ ଆହତ ହୋଇଛନ୍ତି। କୁହାଯାଉଛି ଯେ ପିଲାମାନେ ଖେଳିବା ସମୟରେ ବୋମା ଉଠାଇ…

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।…

ସନ୍ତୁଳିତ ଡାଇବେଟିସ୍‌ ପାଇଁ ଆପଣାନ୍ତୁ ଏହି ଉପାୟ…

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ…

ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ…

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ

ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛି କାରଣ ଦଳର ଖେଳାଳିମାନେ ନିୟମିତ ଭାବେ ଭଲ ପ୍ରଦର୍ଶନ କରୁଛନ୍ତି। କୋଲକାତା ନାଇଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri