ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ…
ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ
ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି ଗୁଜୁରାଟ ବିପକ୍ଷରେ ୨୭ବଲରେ ୪୨ ରନର ଇନିଂସ ଖେଳିଥିଲେ ଏବଂ ଆଇପିଏଲ ୨୦୨୪ରେ ସର୍ବାଧିକ…
ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ…
ନୀତୀଶଙ୍କ ବଡ ଚେତାବନୀ, ବିହାରରେ ବଢିଲା ରାଜନୈତିକ ଉଷ୍ମତା
ପାଟନା,୫।୫: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ନିରନ୍ତର ବୟାନ ବାଜି ଜାରି କରାଯାଉଛି। ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିବୃତ୍ତି ବିହାର ରାଜନୀତିକୁ ସରଗରମ କରିଦେଇଛି। ଏହି…
ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡାଙ୍କ କହିଛନ୍ତି, ଗତ…
ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍
ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା…
ମୋଦିଙ୍କ ଗୃହ ରାଜ୍ୟରେ ୩୫ ମୁସଲମାନ ପାର୍ଥୀ ଲଢୁଛନ୍ତି ନିର୍ବାଚନ, କଂଗ୍ରେସରୁ କେହି ନାହିଁ
ଗାନ୍ଧିନଗର,୫।୫: ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତ ହୋଇଛନ୍ତି। ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । କେତେକ ଜାତି ନାମରେ ଏବଂ କେତେକ ଧର୍ମ ନାମରେ ଭୋଟ ପାଇବାକୁ ଚେଷ୍ଟା କରୁଛନ୍ତି। ଏଥି ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ…
ପେଟିଏମ୍କୁ ଆଉ ଏକ ଝଟ୍କା
ନୂଆଦିଲ୍ଲୀ,୫।୫ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ପରେ ପେଟିଏମକୁ ଆଉ ଏକ ଝଟ୍କା ଲାଗିଛି। କମ୍ପାନୀର ସିଇଓ ତଥା ସଭାପତି ଭବେଶ ଗୁପ୍ତା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଭବେଶ ଆସନ୍ତା…
ନିର୍ବାଚନ କମିଶନଙ୍କ ଅନନ୍ୟ ପଦକ୍ଷେପ, ୨୩ ଦେଶର ୭୫ ପ୍ରତିନିଧୀ ‘ଗଣତନ୍ତ୍ରର ମହାପର୍ବ’ ଦେଖିବାକୁ ଭାରତ ପହଞ୍ଚିଲେ
ନୂଆଦିଲ୍ଲୀ,୫।୫: ୨୩ଟି ଦେଶର ନିର୍ବାଚନ ପରିଚାଳନା ସଂସ୍ଥା ସହିତ ଜଡିତ ୭୫ ଜଣ ଆନ୍ତର୍ଜାତୀୟ ପ୍ରତିନିଧୀ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ‘ଲୋକ ସଭା ନିର୍ବାଚନ’ର ମହାନ ମହୋତ୍ସବର ସାକ୍ଷୀ ହେବା ପାଇଁ ଭାରତରେ ପହଞ୍ଚିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ…
କାନାଡା ପ୍ରଧାନମନ୍ତ୍ରୀଙ୍କୁ ଚେତାବାନୀ ଦେଲେ ଏସ୍. ଜୟଶଙ୍କର
ନୂଆଦିଲ୍ଲୀ/କଟକ,୫।୫: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜଷ୍ଟିନ ଟ୍ରୁଡୋଙ୍କ ନେତୃତ୍ୱାଧୀନ କାନାଡା ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂଗଠିତ ଅପରାଧ ସହ ଜଡିତ ଲୋକଙ୍କୁ କାନାଡା ଭିସା ପ୍ରଦାନ ବିଷୟରେ ସେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଅଭିବ୍ୟକ୍ତିର ସ୍ବାଧୀନତା ନାମରେ…
ସାଥ୍ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍ ବି ଫେଲ୍
ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଟସ ହାରିଛନ୍ତି। ୧୧ଟି ମ୍ୟାଚରେ ଦଶମ ଥର ସେ ଟସ୍ ହାରିଛନ୍ତି।…
ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ
ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ। ସେ କହିଛନ୍ତି ଯେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ ରାହୁଲ ଗାନ୍ଧୀଙ୍କ…
Archives


