Home

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ଅଷ୍ଟ୍ରେଲିଆ ଅଧିନାୟକ: ନା କରିବା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୫: ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ୟାଟ କମିନ୍ସଙ୍କ ଅଧିନାୟକ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ତେବେ ଏହି ପରାଜୟ ସତ୍ତ୍ୱେ ସନ୍ରାଇଜର୍ସ ହାଇଦ୍ରାବାଦ ପ୍ଲେ ଅଫ ପାଇଁ ଏକ ଶକ୍ତିଶାଳୀ…

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଦଳ ଛାଡିଛନ୍ତି। ଦଳ ଛାଡିବା ପରେ ବାଲେଶ୍ୱରରେ ଏମପି…

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଶିଶୁଙ୍କ ଶରୀରରେ ଘିମିରି ସଦୃଶ୍ୟ ହୋଇ ଥଣ୍ଡା,…

ରାହୁଲଙ୍କୁ କେତେ ଟଙ୍କା ଦେଇଛନ୍ତି ଅମ୍ବାନୀ-ଆଦାନୀ, ମୋଦି କହିଲେ…

ନୂଆଦିଲ୍ଲୀ,୮।୫: ତେଲଙ୍ଗାନାର କରିମନଗରର ଏକ ନିର୍ବାଚନ ରାଲିରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଉପରେ ବର୍ଷିଛନ୍ତି। ଏହାରି ଭିତରେ ମୋଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି,…

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୫: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହୋଇଥିଲେ। ୨୦୨୪ରେ ରାଷ୍ଟ୍ରପତି ହେବା ପରେ ପୁଟିନ ୨୦୩୦ ପର୍ଯ୍ୟନ୍ତ…

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ ଦେବା ପରେ ଓଡିଶା ରାଜନୀତି ଉଷ୍ମ ହୋଇଛି। ତେବେ ବୁଧବାର ରାତି ନ ପାହୁଣୁ…

ସାରା ବିଶ୍ୱରୁ କରୋନା ଭ୍ୟାକ୍ସିନ ପ୍ରତ୍ୟାହାର କଲା ଆଷ୍ଟ୍ରାଜେନେକା

ଲଣ୍ଡନ,୮।୫: ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ଆଷ୍ଟ୍ରାଜେନେକା କରୋନା ଭ୍ୟାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ସାରା ବିଶ୍ୱରେ ଉତ୍ତେଜନା ପ୍ରକାଶ ପାଇବା ପରେ କମ୍ପାନୀ ଏହାର କରୋନା ଟିକାକୁ ବିଶ୍ୱବ୍ୟାପୀ ପ୍ରତ୍ୟାହାର କରିବାକୁ ପଦକ୍ଷେପ ନେଇଛି। ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ସ୍ବୀକାର କରିଛି,…

ଲାଇଭ୍‌ ମ୍ୟାଚ୍‌ରେ ସଞ୍ଜୁଙ୍କ ସହ ହେଲା ଧୋକା!ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୮।୫: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଏକ ଚମତ୍କାର ଇନିଂସ ଖେଳିଥିଲେ। ତେବେ ସଞ୍ଜୁ ରାଜସ୍ଥାନକୁ ନିଜ ଇନିଂସ ସହ ବିଜୟ ଦେଇ ପାରି ନ ଥିଲେ। ଆଇପିଏଲ ୨୦୨୪ର ୫୬ତମ ମ୍ୟାଚରେ…

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି। ଛୁଟିର କାରଣ ଅସୁସ୍ଥ ବୋଲି କୁହାଯାଇଛି। ମଙ୍ଗଳବାର ରାତିରୁ…

ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କ ଗଳାଚିପି ଦେଲେ ସ୍ବାମୀ: ଜାଣନ୍ତୁ ପଛରେ ରହିଛି କ’ଣ କାରଣ

ଓ୍ବାଶିଂଟନ,୮ା୫:ଆମେରିକାର ମିସୌରୀ ରାଜ୍ୟର କାନ୍‌ସାସ ସିଟିରେ ଜଣେ ୭୫ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମେଡିକାଲ ବିଲ୍‌ ପୈଠ କରି ନ ପାରି ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କୁ ଗଳାଚିପି ମାରିଦେଇଛନ୍ତି। ମହିଳା ଜଣକ ନିଦାନର ନୂଆ ପଦ୍ଧତି ଆପଣାଇବା ପାଇଁ ହସ୍ପିଟାଲ…

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ୩୫.୨୩ କୋଟି ଟଙ୍କା ଜବତ କରିଥିଲା। ଏହି ମାମଲାରେ ସଞ୍ଜୀବ ଏବଂ ଜାହାଙ୍ଗୀରଙ୍କୁ ଇଡି…

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ସଫା କରି ପୁଟିନ୍‌ ସବୁ  କ୍ଷମତା ନିଜ ହାତମୁଠାରେ ରଖିଛନ୍ତି। କ୍ରେମ୍‌ଲିନ୍‌ରେ ଶପଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri