Home

ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍‌ଓଙ୍କୁ ଜେରା କଲେ ଏସ୍‌ଡିପିଓ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍‌ଓଙ୍କ ସଂପୃକ୍ତି ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ ପ୍ରିୟଙ୍କା ସୁବୁଦ୍ଧି ଓ ଭାଇ…

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଖେଳ ସମୟରେ ଅଲରାଉଣ୍ଡର ଜୈଦା ଜେମ୍ସଙ୍କ ମୁହଁରେ ଗଭୀର ଆଘାତ ଲାଗିଥିଲା।…

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର ଓଡ଼ିଶାରେ ପରିଚିତ ରାଜ୍‌ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଚଳିତ ବର୍ଷର ଦୁର୍ଗାପୂଜା, ଦୀପାବଳି ଏବଂ…

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ ଯୁଗର ରାଣୀ ବା ମହିଳାମାନଙ୍କୁ ସମ୍ମାନ ଜଣାଇ ଏହି କଲେକ୍ସନର ଶୁଭାରମ୍ଭ କରାଯାଇଛି। ନିର୍ଭୀକ…

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ୫୦ରୁ ଅଧିକ ବ୍ରାଣ୍ଡ କଲରପ୍ଲସ୍‌,…

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା (ଭୁବନେଶ୍ୱର)ରେ କିସ୍ନାର ପ୍ରଥମ ଶୋ’ରୁମ୍‌ ହୋଇଥିଲାବେଳେ ଦେଶର ଏହା ୪୧ତମ ଆଉଟ୍‌ଲେଟ୍‌ ବୋଲି ହରିକ୍ରିଷ୍ଣା…

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲାବେଳେ ରୁପା ମଧ୍ୟ ରେକର୍ଡ ସ୍ତରରେ କାରବାର ହେଉଛି। ସେହିଭଳି ଅନ୍ୟାନ୍ୟ ମୂଲ୍ୟବାନ୍‌…

ନିଆଁ ଲଗାଇ କ୍ଷମା ମାଗିଲେ ମନ୍ତ୍ରୀ

ହାଇଦ୍ରାବାଦ: ତେଲଙ୍ଗାନାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କୋଣ୍ଡା ସୁରେଖା ବୁଧବାର ଅଭିନେତ୍ରୀ ସାମନ୍ଥା ଓ ଅଭିନେତା ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦକୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଭାରତ ରାଷ୍ଟ୍ର ସମିତି(ବିଆର୍‌ଏସ୍‌)ର କାର୍ଯ୍ୟକାରୀ ସଭାପତି କେ.ଟି. ରାମାରାଓଙ୍କୁ ଟାର୍ଗେଟ…

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଅଭିଯାନ ଅଧୀନରେ କମ୍ପାନୀ ସର୍ବନିମ୍ନ ୪୯,୯୯୯ ଟଙ୍କା ମୂଲ୍ୟରେ ବ୍ରାଣ୍ଡ୍‌ର ଏସ୍‌୧…

ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ ଏକ ବଡ଼ ଉତ୍ସାହ ଦେଖିବାକୁ ମିଳିଛି। କନ୍‌ଫେଡେରେଶନ ଅଫ୍‌ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି)ର…

ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି

ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା ସହିତ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ହତ୍ୟା ଧମକ ଦେବା ଅଭିଯୋଗ…

ଇଣ୍ଡିଆ ପୋଷ୍ଟ ସହ ଆମାଜନ୍‌ର ବୁଝାମଣା

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆ ପୋଷ୍ଟ ଏବଂ ଆମାଜନ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଆମାଜନ୍‌ ଟ୍ରାନ୍ସପୋର୍ଟେଶନ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ଡିପାର୍ଟମେଣ୍ଟ ଅଫ୍‌ ପୋଷ୍ଟ୍‌ସ ପକ୍ଷରୁ ଦେଶବ୍ୟାପୀ ସେମାନଙ୍କର ଲଜିଷ୍ଟିକ୍ସ ପାର୍ଟନରଶିପକୁ ମଜଭୁତ କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?