Home

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି ୩୨୭୬ନମ୍ବର୍‌ ବିଶିଷ୍ଟ ହାଇଓ୍ବା ରାସ୍ତା୍‌କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ କରିଛନ୍ତି। କେନ୍ଦ୍ରର ମଡେଲ ଟେନାନ୍ସି ଆକ୍ଟକୁ ଆଧାର କରି ପ୍ରସ୍ତୁତ ଏହି ଚିଠା…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଧ୍ରୁବଙ୍କ ଠେଙ୍ଗାମାଡ଼ରେ ଅର୍ଜୁନଙ୍କ ବାମଗୋଡ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ଓ ଗୁଣାତ୍ମକ ମାନର ସମୀକ୍ଷା କରିବା…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ ଶେଷରେ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ବାଲେଶ୍ୱର ଜିଲା ଖଇରା ଥାନା ଓସ୍ତପାଳ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ ବନ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଥିଲା। ଏନେଇ ଅଭିଯୁକ୍ତ ଜଣଙ୍କ ଜାଣି…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ଧର୍ମଶାଳାରେ ଖେଳାଯାଉଥିବା ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି ଶୋ’ରେ, ସେଜଲ ପୁରୁଷ ମୃତଦେହ ସହିତ ହେରଫେର ବିଷୟରେ କହିଥିଲେ। ସମ୍ବାଦ ସରବରାହ…

ଖୁସି ଖବର: ଖୁବ ଶୀଘ୍ର ଖୋଲିବ ହର୍ମୁଜ; ଇରାନ-ଆମେରିକା ଶାନ୍ତି ଚୁକ୍ତିରେ ଲାଗିଲା ମୋହର? ରିପୋର୍ଟରେ ନୂଆ ଦାବି

ତେହରାନ,୧୩।୬: ଭାରତ ସମେତ ସମଗ୍ର ବିଶ୍ୱ ପାଇଁ ଏକ ଖୁସି ଖବର। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଦ୍ୱାରା ଭାରତ ସମେତ ଅନେକ ଦେଶରେ ଅଶୋଧିତ ତୈଳ ସଙ୍କଟ ସୃଷ୍ଟି ହୋଇଥିଲା, ଯାହା ଫଳରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟରେ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ ବିଷୟରେ କହିଛନ୍ତି। ସେ କହିଛନ୍ତି, ବିଜେଡିର ଓଭର କନ୍‌ଫିଡେନ୍ସରୁ ହାରିଛି। ଆମେ ଭାବିଥିଲୁ…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା ନେଇଛନ୍ତି। ଏହି ଆପାର୍ଟମେଣ୍ଟର ପ୍ରାରମ୍ଭିକ ମାସିକ ଭଡା 18.50 ଲକ୍ଷ। ’ଇନସ୍ପେକ୍ଟର ଜେନେରାଲ…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ ପ୍ରସ୍ତୁତ ହୋଇଗଲେଣି। ବୈଭବଙ୍କ ସାନ ଭାଇ ଆର୍ଶିବାଦ ସମସ୍ତିପୁରରେ ଏକ ସ୍ଥାନୀୟ ଟୁର୍ଣ୍ଣାମେଣ୍ଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri