Home

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି ଗବେଷକମାନେ ଜାଣିବାକୁ ପାଇଛନ୍ତି। ଗୋଟିଏ ଡଲ୍‌ଫିନ ଏହାର ଖେଳସାଥୀ ସହ ଥିବାବେଳେ ପ୍ରାୟ…

ଅସ୍ତିତ୍ୱ ହରାଇବ ଇସ୍ରାଏଲ୍‌

ତେହରାନ/ଜେରୁଜେଲମ୍‌,୫ା୧୦: ଇରାନ ପକ୍ଷରୁ ଇସ୍ରାଏଲ୍‌ ଉପରେ କରାଯାଇଥିବା ସଦ୍ୟ ମିଶାଇଲ ମାଡ଼କୁ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ପ୍ରଶଂସା କରିବା ସହ ଆବଶ୍ୟକ ପଡ଼ିଲେ ପୁଣି ଆକ୍ରମଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏଥିସହ ଇରାନର ଜବାବରେ ଇସ୍ରାଏଲ୍‌ ଅସ୍ତିତ୍ୱ…

ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ

ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି। ଜଷ୍ଟିସ ହୃଷୀକେଶ ରାୟ ଏବଂ ଏସ୍‌.ଭି. ଏନ୍‌ ଭଟ୍ଟିଙ୍କ ଖଣ୍ଡପୀଠ ଏକ ପିଟିଶନ୍‌ର ଶୁଣାଣି…

ଅମେଠିରେ ଦଳିତ ପରିବାରର ୪ ଜଣଙ୍କୁ ହତ୍ୟା

ଆମେଠି,୫ା୧୦(ପି.ଟି.): ଉତ୍ତରପ୍ରଦେଶର ଅମେଠିରେ ଜଣେ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ ଓ ୨ ଝିଅଙ୍କୁ ସେମାନଙ୍କ ଭଡ଼ାଘରେ ଗୁରୁବାର ଗୁଳିକରି ହତ୍ୟା କରାଯାଇଛି। ସେମାନଙ୍କ ପ୍ରତି ଯଦି କୌଣସି କ୍ଷତି ଘଟେ, ତେବେ ରାଏବରେଲିର ଚନ୍ଦନ ବର୍ମା ଏଥିପାଇଁ ଦାୟୀ ରହିବେ…

ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଅଦାଲତଙ୍କ ବିନା ଅନୁମତିରେ ଦେଶରେ କାହାର ଘର ଭଙ୍ଗାଯାଇପାରିବ ନାହିଁ…

ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ଯିବ। ମହାରାଷ୍ଟ୍ରର ଓ୍ବାଶିମ୍‌ଠାରେ ଏକ…

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇ ଯାଇଛି। ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର…

ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଖାଲପାଳ ପଞ୍ଚାୟତ ପାତନା ଗାଁରେ। ହତ୍ୟା ପରେ ଅଭିଯୁକ୍ତ ଦୈତାରୀ…

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଦକ୍ଷିଣ-ପଶ୍ଚିମ ଦିଗରେ ବ୍ୟାପିଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ…

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ…

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ…

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?