Home

ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ

ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ। ସେ କହିଛନ୍ତି ଯେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ ରାହୁଲ ଗାନ୍ଧୀଙ୍କ…

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର ଦୃଶ୍ୟ ରହିଥାଏ। ହେଲେ କ’ଣ ଆପଣ କେବେ ପୋଲିସ ଏବଂ ସେନାରେ କାମ କରୁଥିବା…

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ…

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ ଦେଇଛନ୍ତି। ଗୁଜରାଟ ଏବଂ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ନୁର ଅହମ୍ମଦ କୋହଲିଙ୍କ ଉଇକେଟ…

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ। ଏଣୁ ଏହି ସମ୍ପର୍କ ଆଗକୁ ବଢ଼ି ବିବାହ ରୂପ ନେବ ବୋଲି କୁହାଯାଉଥିଲା। ହେଲେ…

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ ଏରେ ସ୍ଥାନିତ କରାଯାଇଛି। ଏଥିରେ ପାକିସ୍ତାନ, ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡର ଦଳ ମଧ୍ୟ ଅଛନ୍ତି।…

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ ସୋନିପତରେ ଆୟୋଜିତ ନ୍ୟାଶନାଲ ଟ୍ରାଏଲ୍ସ ସମୟରେ ଡୋପ୍‌ ଲାଗି ନମୂନା ଦେଇ ନ ଥିଲେ।…

ମୋଦି ସରକାରଙ୍କ ଉଦ୍ଦେଶ୍ୟ ଉପରେ ପ୍ରଶ୍ନ ଉଠାଇଲେ ପପୁ ଯାଦବ

ନୂଆଦିଲ୍ଲୀ,୫।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ଆତଙ୍କବାଦୀ ଆକ୍ରମଣକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣ ଉପରେ କଂଗ୍ରେସ ନେତା ପପୁ ଯାଦବ ଅତ୍ୟନ୍ତ ବିପଜ୍ଜନକ ଷଡଯନ୍ତ୍ରକୁ ନେଇ ମୋଦି ସରକାରଙ୍କ…

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ ସେ…

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର ସମ୍ଭାବନା…

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି ଆଠମଲ୍ଲିକରେ…

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri