ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର
ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ କଡ଼ରେ ପଥପ୍ରାନ୍ତ ସେବାକେନ୍ଦ୍ର ସ୍ଥାପନ କରିଥିଲେ। ଏହାକୁ ପୂର୍ତ୍ତ ବିଭାଗ ପରିଚାଳନା କରୁଥିବା ବେଳେ…
ବିମାନରୁ ବାହାରିଲା ଧୂଆଁ, ଅଟକିଗଲା ୧୪୮ ଯାତ୍ରୀଙ୍କ ନିଶ୍ୱାସ
ଥିରୁଭାନନ୍ତପୁରମ,୪।୧୦: ଶୁକ୍ରବାର ଥିରୁଭାନନ୍ତପୁରମ ବିମାନବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ (IX- 549) ର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଉଡ଼ାଣ ପରେ ବିମାନରୁ ଧୂଆଁ ବାହାରିବା ଆରମ୍ଭ କଲା। ଏହି ବିମାନଟି ମସ୍କଟକୁ ଯାଉଥିଲା। ବିମାନରେ ୧୪୮ଜଣ ଯାତ୍ରୀ ଥିଲେ। ସୂଚନା…
ତୃତୀୟ ମହଲାରୁ ଡେଇଁଲେ ଉପ ବାଚସ୍ପତି
ମୁମ୍ବାଇ,୪।୧୦: ମହାରାଷ୍ଟ୍ରରେ ଅଜିତ ପାୱାରଙ୍କ ଦଳର ଉପ ବାଚସ୍ପତି ନରହରୀ ଝିରୱଲ ଛାତରୁ ଡେଇଁପଡି ସୁରକ୍ଷା ଜାଲରେ ଫସି ରହିଥିଲେ। ସେ ଏସଟି କୋଟା ଅନ୍ତର୍ଗତ ଧନଗର ସମ୍ପ୍ରଦାୟକୁ ସଂରକ୍ଷଣ ପ୍ରଦାନକୁ ବିରୋଧ କରୁଥିବା ବେଳେ ମନ୍ତ୍ରଣାଳୟର ତୃତୀୟ ମହଲାରୁ ଡେଇଁପଡିଥିଲେ।…
ବେରୁଟ୍ରେ ବସିଥିବା ହେଜବୋଲ୍ଲା କମାଣ୍ଡରଙ୍କ ଉପରେ ଏୟାର ଷ୍ଟ୍ରାଇକ୍
ବେରୁଟ୍,୪।୧୦: ଇସ୍ରାଏଲର ଯୁଦ୍ଧ ବିମାନ ବେରୁଟ୍ର ଦହିଆ ଅଞ୍ଚଳରେ ଏକ ଭୂତଳ ବଙ୍କର ଉପରେ ଆକ୍ରମଣ କରିଛି। କୁହାଯାଉଛି ଯେ ହେଜବୋଲ୍ଲାର ବରିଷ୍ଠ ନେତାମାନେ ଏଠାରେ ଏକାଠି ହୋଇଥିଲେ ଏବଂ ବଙ୍କରରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରେ ହାଶେମ ସଫିଉଦ୍ଦିନ ମଧ୍ୟ…
୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!
ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି, ଏହା ମଧ୍ୟ ଚିନ୍ତାର କାରଣ ହୋଇଛି। ତିନି ବର୍ଷର ବାଳିକା ଶାହରିନଙ୍କ ମୃତ୍ୟକୁ ନେଇୁ…
ଶେଷରେ ଅନଶନ ଭାଙ୍ଗିଲେ ସୋନମ ଓ୍ବାଙ୍ଗଚୁକ୍: କହିଲେ- ଶୀଘ୍ର ପ୍ରଧାନମନ୍ତ୍ରୀ-ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିବେ…
ନୂଆଦିଲ୍ଲୀ,୪।୧୦: କ୍ଲାଇମେଟ୍ ଆକ୍ଟିଭିଷ୍ଟ ସୋନମ ଓ୍ବାଙ୍ଗଚୁକ୍ ନିଜର ଅନଶନ ଭାଙ୍ଗିଛନ୍ତି । ସେ ଲଦାଖର କିଛି ଲୋକଙ୍କ ସହ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ବୁଧବାର ଅପରାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଏନେଇ ସୂଚନା ଦେଇଛନ୍ତି। ଓ୍ବାଙ୍ଗଚୁକ୍ କହିଛନ୍ତି…
ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ
ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ…
୧୬୦ କୋଟିର ଫିଲ୍ମ ରିଲିଜ ହେବା ପୂର୍ବରୁ ଡିସଚାର୍ଜ ହେଲେ ରଜନୀକାନ୍ତ
ମୁମ୍ବାଇ: ବହୁ ପ୍ରତୀକ୍ଷିତ ମୁଭି ‘ବୈତାୟାନ’ର ରିଲିଜ ପୂର୍ବରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଅକ୍ଟୋବର ୩ତାରିଖ ରାତି ପ୍ରାୟ ୧୧ଟା ସମୟରେ ଚେନ୍ନାଇର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ତାଙ୍କ ହୃଦୟର ମୁଖ୍ୟ ରକ୍ତବାହୀ (ଆର୍ଟା) ରେ ଫୁଲା ଦେଖାଗଲା, ଯାହା ଏକ…
ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…
ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଯାଉଛି। ଇଣ୍ଟର୍ନସିପ ବର୍ଷେ ହେବ ଏବଂ ଏଥିରେ ମନୋନୀତ ଯୁବକମାନଙ୍କୁ ପ୍ରତି…
ମା’ ବନଦୁର୍ଗା ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ, ରାଇକିଆ ଉତ୍ସବମୁଖର
ରାଇକିଆ, ୪।୧୦(ପ୍ରଦୀପ ବେହେରା):ରାଇକିଆର ପ୍ରତିଷ୍ଠିତ ଦେବୀ ମା’ ବନଦୁର୍ଗାଙ୍କର ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ ଶୁକ୍ରବାର ଅନୁଷ୍ଠିତ ହେଉଛି । ଏହାକୁ ଅତ୍ୟନ୍ତ ଜାକଜମକରେ ରାଇକିଆବାସୀ ପାଳନ କରୁଛନ୍ତି । ପ୍ରତ୍ୟେକ ବର୍ଷ ଆଶ୍ୱିନ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମା’ଙ୍କ…
ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…
ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ କରି ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ପାସପୋର୍ଟ ଅବଧି ଶେଷ ହୋଇଯାଇଥିବାରୁ…
ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଜଷ୍ଟିସ ବିଆର ଗଭଇଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛି। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ…

