Home

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ…

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’…

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ କମିବାକୁ ଲାଗେ। ତେଣୁ ରାତିରେ ବିଶେଷ କରି ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ…

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ ଗାନ୍ଧୀ ପରିବାର ପାଇଁ ଚାକିରି କରୁନି କି ଦଳ ଠାରୁ କୌଣସି ଦରମା…

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର ଏହା ସ୍ପଷ୍ଟ କରିଛନ୍ତି। ମୟଙ୍କ ତାଙ୍କ ତଳିପେଟ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ମୟଙ୍କ…

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ। ତେବେ…

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଆମେଠିରୁ କେ.ଏଲ ଶର୍ମାଙ୍କୁ ଟିକେଟ ମିଳିବା କଂଗ୍ରେସର ସରପ୍ରାଇଜ…

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ କହିଛନ୍ତି,…

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଶନିବାର ମୁଖ୍ୟ ନିର୍ବାଚନ…

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ୫୬ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଏଥିସହ ଏକ ହଜାରରୁ ଅଧିକ ଲୋକ…

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା ବସ୍ତିବାସିନ୍ଦା ଅଭିଯୋଗ କରିଛନ୍ତି। ଜନବସତି ଅଞ୍ଚଳରେ କୁକୁଡ଼ା ଫାର୍ମ ଚାଲିବା ବିଧେୟ ନୁହେଁ। ଏନେଇ…

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ ଥିଲେ ମଧ୍ୟ ଏଭଳି ସମ୍ପର୍କ ବଳାତ୍କାର ନୁହେଁ। ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri