୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ
ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ ଘରେ କେନ୍ଦ୍ର ଚାଲିଛି। ବିଭାଗୀୟ ସୂଚନା ଅନୁଯାୟୀ, ୨୦୨୪ ମାର୍ଚ୍ଚ ସୁଦ୍ଧା ଜିଲାର…
ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ
ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦ ହେକ୍ଟରରେ ଚାଷ ହୋଇଛି। ଆଖୁ ପାଇଁ ପାଣିର ଅଭାବ ହିଁ ଏହାର କାରଣ ବୋଲି…
ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି। ଆୟୋଜିତ ସମାବେଶରେ ଜିଲାର ଦୁଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ବ୍ରହ୍ମପୁର ଲୋକସଭା…
ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି
ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି ଓ ବାଡ଼ିରେ ପଶି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଏପରି କି…
ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ
ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍ଲେସ୍ ଷ୍ଟିଲ୍ (ଜେଏସ୍ଏଲ୍)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ ଦରମା ନ ଦେଇ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ହେଲେ ଶ୍ରମ ବିଭାଗ…
କୁଶଢିପି ଗାଁରେ ପାଣି ପାଇଁ ହାହାକାର
ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ ଜଳ ସଂଗ୍ରହ କରୁଛନ୍ତି ତ ଆଉ କେଉଁଠି ପାଣି ମିଳିନାହିଁ। ଗାଁରେ ଥିବା ଟ୍ୟାପ୍ରୁ…
ପ୍ରାର୍ଥୀଙ୍କ ଡିଜିଟାଲ ପ୍ରଚାର ସମ୍ପର୍କରେ ତଥ୍ୟ ରଖିବାକୁ ଜିଲାପାଳଙ୍କୁ ଚିଠି
କଟକ,୫ା୫(ଶିଳ୍ପା ପ୍ରିୟଦର୍ଶିନୀ)ନିର୍ବାଚନ ସମ୍ପର୍କୀତ ଡିଜିଟାଲ ପ୍ରଚାର ଖବର ଗତ ୩୦ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ସେହିଦିନ ଓଏସ୍ଡିର ଯୁଗ୍ମ ସମ୍ପାଦକ ରାମଚନ୍ଦ୍ର କିସ୍କୁ ୩୦ ଜିଲାର ଜିଲାପାଳଙ୍କୁ ଚିଠି ନଂ. ୭୪୮୦ ଦ୍ୱାରା ନିର୍ବାଚନ ସମୟରେ ପ୍ରାର୍ଥୀ ଡିଜିଟାଲ ପ୍ରଚାର ମାଧ୍ୟମରେ…
ଆଜି ଆସିବେ ମୋଦି, ନଡ୍ଡା
ଭୁବନେଶ୍ୱର, ୫।୫(ସୁନିତ୍ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦଳୀୟ…
୨୦ ପରେ ସିବିଏସ୍ଇ ପରୀକ୍ଷାଫଳ
ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ନିଜ ଅଫିସିଆଲ ଓ୍ବେବ୍ସାଇଟ୍ cbseresults.nic.in ଏବଂ results.cbse.gov.inରେ…
ଏପଟେ ଧମକ, ସେପଟେ ଆକ୍ରମଣ
ପାଲାମ୍/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍)ର ଜଣେ ଯବାନ ଶହୀଦ ଓ ୪ ଆହତ ହୋଇଛନ୍ତି। ଏହି ଅତର୍କିତ ଆକ୍ରମଣର କିଛି ସମୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର…
ଯୋଗକୁ ଆପଣାଇଲା ପାକିସ୍ତାନ
ଇସ୍ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ଇସ୍ଲାମାବାଦର କ୍ୟାପିଟାଲ ଡେଭେଲପମେଣ୍ଟ ଅଥରିଟି (ସିଡିଏ)ର ଫେସ୍ବୁକ୍ ପେଜ୍ ଅନୁଯାୟୀ…
କଂଗ୍ରେସ ନେତାଙ୍କ ମିଳିଲା ଦଗ୍ଧ ମୃତଦେହ
ଚେନ୍ନାଇ,୫ା୫ତାମିଲନାଡୁର କଂଗ୍ରେସ ନେତା କେ.ପି.କେ. ଜୟକୁମାର ଧନସିଂଙ୍କ ଦଗ୍ଧ ମୃତଦେହ ତିରୁନେଲଭେଲିସ୍ଥିତ ତାଙ୍କ ଫାର୍ମରୁ ଶନିବାର ମିଳିଛି। ତାଙ୍କ ଦୁଇଗୋଡ଼କୁ ତାରରେ ବନ୍ଧାଯାଇଥିବା ଦେଖାଯାଇଛି। ୨ ଦିନ ପୂର୍ବରୁ ସେ ନିଖୋଜ ଥିବା ନେଇ ତାଙ୍କ ପୁଅ ଶୁକ୍ରବାର ପୋଲିସରେ ଏତଲା…
Archives


