ରାଜଧାନୀରୁ ନକଲି ଏନ୍ସିଇଆର୍ଟି ବହି ଜବତ
ଭୁବନେଶ୍ୱର,୫ା୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀ ଭୁବନେଶ୍ୱରରେ ନକଲି ଏନ୍ସିଇଆର୍ଟି ବହି ବିକ୍ରି କରୁଥିବା ବୁକ୍ ଷ୍ଟୋର ଠାବ ହୋଇଛି। ଏନ୍ସିଇଆର୍ଟିର ୨ଜଣିଆ ଟିମ୍ ଭୁବନେଶ୍ୱର ପୋଲିସ ସହାୟତାରେ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦୦ରୁ ଅଧିକ ନକଲି ବହି, ଗୋଟିଏ ଅଟୋରିକ୍ସା ଜବତ…
ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…
ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍ରେ ଭଲ ପ୍ରଦର୍ଶନ କରି ସେ ଜାତୀୟ ଦଳରେ ସାମିଲ ହୋଇଥିଲେ। ହେଲେ ଆଶା ମୁତାବକ…
‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’
ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍ ଖେଳୁଥିବା ଡେଭିଡ୍ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି। ପୁଷ୍ପା ଫିଲ୍ମକୁ ନେଇ ତାଙ୍କୁ ପାଗଳାମୀ ହେଉ ଅଥବା ବଲିଉଡ୍ ଗୀତରେ ରିଲ୍ସ କରିବାକୁ…
‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’
ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍ ସ୍ମିଥ୍। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ…
କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍.ଡି ରେଭନ୍ନା ଗିରଫ
ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍ ବିଧାୟକ ଏଚ୍.ଡି. ରେଭନ୍ନାଙ୍କୁ ଏସ୍ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା ଜଣେ ମହିଳାଙ୍କ ପୁଅ ତାଙ୍କ ବିରୋଧରେ ଅପହରଣ କରିଥିବା ଅଭିଯୋଗ ଆଣିଥିଲେ। କର୍ନାଟକ…
ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍
ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍ମାନେ ମତଦାନ କେନ୍ଦ୍ରରେ ପହଞ୍ଚି ମତଦାନ କରିବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ନିକଟରେ ପ୍ରଶାସନ ପହଞ୍ଚି ତାଙ୍କଠାରୁ ମତଦାନ ଗ୍ରହଣ…
ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ
କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋରାପୁଟ…
ପାଣ୍ଡ୍ୟା-ବୁମ୍ରାଙ୍କୁ ଛାଡ଼ନ୍ତୁ, ଟିମ୍ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…
ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍ରେ ଜୁନ୍ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ। ପ୍ରଥମ ମ୍ୟାଚ୍ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ ଟିମ୍ ଇଣ୍ଡିଆରେ ଚୟନ ହୋଇଥିବା ଖେଳାଳି ଆଇପିଏଲ୍ରେ ବ୍ୟସ୍ତ ଥିବାରୁ ସମସ୍ତେ ଫିଟ୍ ରୁହନ୍ତୁ…
‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’
ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ ଭେଟିଥିଲେ,…
ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା
ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା ଲାଗିଥାଏ। ଆଗରୁ ଦେଖାଯାଇଛି କି, ଏହି ପ୍ରଚାର ସମୟରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ…
ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ
ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା। ଏଥିସହ ତାଙ୍କର ୟୁରିନ ଇନ୍ଫେକ୍ସନ ହୋଇଛି। ତେଣୁ ପ୍ରଚାର କାର୍ଯ୍ୟ ଛାଡ଼ି ଚିକିତ୍ସିତ ହେବାକୁ…
ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ
ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ ଦାଖଲ କରିଥିବା ୩୭ ଜଣ ପ୍ରାର୍ଥୀଙ୍କ ସତ୍ୟପାଠ ଆଧାରରେ ସେମାନଙ୍କ ଚିଠା ଖୋଲିଛି ଏଡିଆର…
Archives


