‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’
ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ ପ୍ରାକୃତିକ…
ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ
ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର…
୧୦ରେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ମୋଦି
ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ ଶୋ’…
ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର
ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍ ଟୁ ବ୍ୟାକ୍ କ୍ୟାମ୍ପେନ କରିଛନ୍ତି। ଶନିବାର କୋରାପୁଟ ପରେ ନବରଙ୍ଗପୁରରେ ମାରାଥନ ପ୍ରଚାର କରିଛନ୍ତି ନବୀନ।…
ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ
ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ସରକାରୀ ଯୋଜନା ବିଷୟରେ ଗୋଟି ଗୋଟି କରି ଜନତାଙ୍କୁ ପଚାରିଛନ୍ତି…
ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ଅନେକ ପ୍ରୟାସ କରାଯାଉଛି। ଏହି ସମୟରେ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର…
ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ
ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଆମେରିକୀୟମାନେ ତିନି ବର୍ଷ ଧରି ଅନେକ ରୋଗୀଙ୍କୁ…
ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା
ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ ସିଂଙ୍କ ଫେସବୁକ ଓ୍ବାଲରେ ଏହି ଭିଡିଓ ମଧ୍ୟ ଭାଇରାଲ ହୋଇଛି। ଶନିବାର କେସରଗଞ୍ଜ ଲୋକ…
ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ
ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ସେ କୋଟି କୋଟି ଟଙ୍କାର ମାଲିକାଣୀ ବୋଲି ଜଣାପଡିଛି।…
ସୁଚରିତା ଟିକେଟ୍ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…
ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା ଜାଣି ସେ ଟିକେଟ୍ ଫରାଇଛନ୍ତି। ପୁରୀରେ ପ୍ରାର୍ଥୀ ବଦଳାଇଥାନ୍ତୁ, ସେ ଆଗରୁ ଜାଣିପାରି ଫେରାଇଛନ୍ତି।…
ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!
ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ ଫିଲ୍ମ ଦି ଆର୍ଚିଜ ମାଧ୍ୟମରେ ବଲିଉଡରେ ଡେବ୍ୟୁ କରିଥିଲେ। ସୁହାନା ଜଣେ ପରିଶ୍ରମୀ ଅଭିନେତ୍ରୀମାନଙ୍କ…
ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି
ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି। ଏସପି ନେତା ଆଇପି ସିଂ କହିଛନ୍ତି ଯେ ଉତ୍ତର ପ୍ରଦେଶର ବାରାଣାସୀ ଲୋକ ସଭା…
Archives


