ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା
ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ ସଫଳ ବିବାହର ଆଧାର ଅଟେ। ଛୋଟ ଜିନିଷକୁ ଗୁରୁତ୍ୱ ଦିଆଯିବା ଉଚିତ ନୁହେଁ। ଜଣେ…
ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ
କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍ ଅନ୍ଦାଜରେ ଆସି ନାମାଙ୍କନ ନାଖଲ କରୁଛନ୍ତି। କିଏ ଦଳବଳ ସହକର୍ମୀଙ୍କ ସହ ଆସି ଶକ୍ତି ପ୍ରଦର୍ଶନ କରୁଛି ତ…
କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍
କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍ପି ଏବଂ ଏମ୍ଏଲ୍ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ…
ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ
ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ସମୟରେ, ମେସେଜିଂ ପ୍ଲାଟଫର୍ମ ମାର୍ଚ୍ଚରେ ସାରା ଦେଶରୁ…
ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଏହି ସବୁ ଜିଲାକୁ କରିବେ ଗସ୍ତ
ଭୁବନେଶ୍ୱର,୪।୫: ରବିବାର ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର…
ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ
ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ ଏହି ପୋଷ୍ଟ ଭାଇରାଲ ହେବା ପରେ ଗ୍ୟାରି କାସପାରୋଭ ସ୍ପଷ୍ଟୀକରଣ ଦେଇଛନ୍ତି ଏବଂ କହିଛନ୍ତି…
ନିର୍ବାଚନ ଲଢିବେ ସାରଦା ପ୍ରଧାନ, ଏହିଠୁ ଲଢିବେ…
ଭୁବନେଶ୍ୱର,୪।୫: ମାହଙ୍ଗାର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ସାରଦା ପ୍ରଧାନ ଚଳିତ ନିର୍ବାଚନ ଲଢିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାହାଙ୍ଗା ବିଧାନସଭା ଆସନରୁ ଲଢିବେ ବୋଲି ଏକ ବିଶାଳ ଜନସଭା କରି ଘୋଷଣା କରିଛନ୍ତି। ମାହାଙ୍ଗାରୁ ଭାଜପା ସୁମନ୍ତ କୁମାର…
ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…
ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ ଲେଖିଛନ୍ତି, ରାହୁଲ ଗାନ୍ଧୀଙ୍କ ମଧ୍ୟରେ ତାଙ୍କ ଜେଜେବାପା ଜବାହରଲାଲ ନେହେରୁଙ୍କ ପରି ସମାଜବାଦୀ ଭାବନା…
ବ୍ରେକ ନେଲେ ଶାହାରୁଖ
ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ ‘ପଠାନ’ ସହିତ କମବ୍ୟାକ କରିଥିଲେ ଏବଂ ଏହାର ବ୍ୟବସାୟ ସହିତ ବକ୍ସ ଅଫିସରେକ୍ରାକ କରିଥିଲେ।…
ରାହୁଲ ଗାନ୍ଧୀଙ୍କର ନାହିଁ ନିଜସ୍ବ ଘର, ଏତେ ଲକ୍ଷ ଟଙ୍କା କରଜରେ କଂଗ୍ରେସ ନେତା
ନୂଆଦିଲ୍ଲୀ,୪।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି କ୍ରମରେ ନିର୍ବାଚନ କମିଶନରଙ୍କ ପାଖରେ ଦାଖଲ କରିଥିବା ସତ୍ୟପାଠନୁସାରେ ରାହୁଲଙ୍କ ପାଖରେ ୨୦ କୋଟି ଟଙ୍କାରୁ ଅଧିକ ଚଳ-ଅଚଳ ସମ୍ପତ୍ତି…
ନିଜର ସମ୍ମାନ ଭୁଲି ଶସ୍ତା କଥା କହୁଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ
ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନନୈତିକ ଦଳ ମଧ୍ୟରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି। ସେପଟେ କଂଗ୍ରେସ ଦଳ ପୁଣି ଥରେ ଏହାର ନେତା ରାହୁଲ ଗାନ୍ଧୀଙ୍କ ପ୍ରତିରକ୍ଷାକୁ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭୟ କର…
ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ
ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ କେହି ସିଜେଆଇ କରିନାହାଁନ୍ତ। ଅବଶ୍ୟ, ଏଥର ଏହାର କାରଣ କୌଣସି ରାୟ ନୁହେଁ, ବରଂ…
Archives


