Home

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ ବିନା ନେଟ୍‌ୱର୍କ ସମସ୍ୟାରେ ସଫଳତାର ସହ ପୂରଣ କରିଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଏପ୍ରିଲ ୩୦ରେ…

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ ଭାବେ ଏକ ଆକ୍ସନ ଡ୍ରାମା ଫିଲ୍ମ ହେବ। ଏଥିରେ ସନ୍ନି ଦେଓଲଙ୍କ ସହ ପ୍ରୀତି…

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ ରାଜ୍ୟରେ ହିଟ୍‌ ୱେଭ ଆକଳନ ଯୋଗୁ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ତେବେ ଯେଉଁଠାରେ…

ସମାନ ନାମଧାରୀ ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେଇ ହେବନି

ନୂଆଦିଲ୍ଲୀ,୪ା୫: କୌଣସି ରାଜନେତାଙ୍କ ନାଁ ଅନ୍ୟ ପ୍ରାର୍ଥୀଙ୍କ ସହ ସମାନ ହୋଇଥିଲେ, ତାହା ତାଙ୍କ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା ଅଧିକାରକୁ ପ୍ରଭାବିତ କରେନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ ଜଣେ ପ୍ରାର୍ଥୀଙ୍କର ଅନ୍ୟ ରାଜନେତାଙ୍କ ସହ ସମାନ ନାଁ ରହିଥିଲେ, ତାଙ୍କୁ ନିର୍ବାଚନରୁ ଓହରିଯିବା…

କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନାଗରିକଙ୍କୁ ସେମାନଙ୍କ ସ୍ବାଧୀନତାରୁ ବଞ୍ଚତ୍ତ କରାଇ ହଇରାଣ କରାଯାଉଥିଲେ, ସେଥିରୁ ସୁରକ୍ଷା ଦେବା…

ଏଚ୍‌.ଡି. ରେଭନ୍ନାଙ୍କ ବିରୋଧରେ ଅପହରଣ, ଅସଦାଚରଣ ଅଭିଯୋଗ

ମହୀଶୂର,୪ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. ରେଭନ୍ନା ତାଙ୍କ ଘରେ ଚାକରାଣୀ ଭାବେ କାମ କରୁଥବା ଜଣେ ମହିଳାଙ୍କୁ ଅପହରଣ କରିନେଇ ଯୌନ ନିର୍ଯାତନା ଦେଇଥିବା ତାଙ୍କ ପୁଅ ଅଭିଯୋଗ ଆଣିଛନ୍ତି। ଅପହରଣରେ ରେଭନ୍ନାଙ୍କର ଜଣେ ପୂର୍ବତନ…

କଂଗ୍ରେସ ଗଡ଼ରେ ବିଗ୍‌ ଫାଇଟ୍‌

ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା। ରାଏବରେଲିରୁ ରାହୁଲ ଗାନ୍ଧୀ ଓ ଅମେଠିରୁ କିଶୋରୀ ଲାଲ୍‌ ଶର୍ମାଙ୍କ ନାମ ଘୋଷଣା ପରେ…

ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର କରିବେ।…

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ ଉଷ୍ମତା ସୃଷ୍ଟି କରିଛି। ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲଗାତାର ୬ଷ୍ଠ…

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ…

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝୀ ଓ ଅଖିଳ ନାଏକ ଶୁକ୍ରବାର ଦିନ ନିଜ ନିଜର ପ୍ରାର୍ଥୀ ପତ୍ର…

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ ଧର୍ମେନ୍ଦ୍ରଜୀ ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri