Home

ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ

ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍‌ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍‌କରୋଭି ନାମକ ଜଣେ ବ୍ୟକ୍ତି ନିଜର ୬୩ ବର୍ଷୀୟ ମା’ଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ। ଏହାପରେ ସେ…

ଗୋଟିଏ ଗଛରେ ଏକାଠି ଝୁଲିପଡ଼ିଲେ ପ୍ରେମୀଯୁଗଳ: ବଢୁଛି ସନ୍ଦେହ

ଅତାବିରା,୨।୧୦(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ବିନ୍ଧ୍ୟବାସିନୀ ପାହାଡର ଏକ ଖଇର ଗଛରେ ପ୍ରେମୀଯୁଗଳଙ୍କ ମୃତଦେହ ଝୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବୁଧବାର ସକାଳୁ ଏହି ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତ ପ୍ରେମୀଯୁଗଳ ଭେଡେନ ବ୍ଲକ…

ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଭାଜପା ରାଜ୍ୟ ସଭାପତି

ତିହିଡି,୨।୧୦:ପବିତ୍ର ଗାନ୍ଧୀ ଜୟନ୍ତୀରେ ତିହିଡି ବ୍ଲକ ଅଧୀନ ପିରହାଟ କାଳିପଡିଆସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମାଲ୍ୟାର୍ପଣ କରିଛନ୍ତି। ଭାଜପା ପକ୍ଷରୁ ପାଳିତ ହେଉଥିବା ସେବା ପକ୍ଷ ଅବସରରେ ସଭାପତି ସାମଲ ବୁଧବାର ସକାଳେ ପିରହାଟ…

ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ

ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ କରୁଥିଲେ। ସେହି ପିଲା ବଡ଼ ହେବା ପରେ ନିଜ ଜନ୍ମ କଲା ମା’ବାପାଙ୍କୁ ପର…

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି। ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ମୁହଁାମୁହିଁ ସ୍ଥିତି…

ବାଣ ଭିଡୁଥିଲାବେଳେ ବିସ୍ଫୋରଣ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ସାଲିପୁର ତଥା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନୀପୁର ଗ୍ରାମର ରବୀନ୍ଦ୍ର ଦଳାଇ ୪୮ ବର୍ଷ ସ୍ଥାନୀୟ ଗ୍ରାମର ପର୍ଶୁରାମ ବେହେରାଙ୍କ ଘରେ ବାଣ ଭିଡୁଥିଲାବେଳେ ବିସ୍ଫୋରଣ ହେବାରୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ଗାନ୍ଧୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ମଣ୍ଡପ ନିକଟରେ ଟ୍ରକ ଠିଆ ହୋଇଥିବାବେଳେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ସ୍କୁଟି ଟ୍ରକ ପଛ ପଟୁ ଧକ୍କା…

ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌

ମୁମ୍ବାଇ,୨ା୧୦:ଚଳିତ ବର୍ଷର ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ସହ ଭାରତର ସର୍ବବୃହତ୍‌ ଓ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ ପକ୍ଷରୁ ଖୁସିର ପର୍ବ ଏବଂ ଶ୍ରେଷ୍ଠ…

ବଦଳିଲା ପିପିଏଫ୍‌ ଆକାଉଣ୍ଟ ସମ୍ପର୍କିତ ନିୟମ

ଭୁବନେଶ୍ୱର,୨।୧୦(ଅନୁରାଧା ମହାରଣା):ପବ୍ଲିକ୍‌ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟ (ପିପିଏଫ୍‌ ଆକାଉଣ୍ଟ) ସହ ଜଡ଼ିତ ନିୟମରେ ପରିବର୍ତ୍ତନ କରାଯାଇଛି। ଅକ୍ଟୋବର ୧ ତାରିଖରୁ ଡାକଘର ମାଧ୍ୟମରେ ଖୋଲାଯାଇଥିବା ଆକାଉଣ୍ଟରେ ନୂତନ ନିୟମ ପ୍ରଯୁଜ୍ୟ ହେବାକୁ ଯାଉଛି। ଏହା ଅଧୀନରେ ଏକରୁ ଅଧିକ ପିପିଏଫ୍‌ ଆକାଉଣ୍ଟ,…

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି ଏଜେଣ୍ଟ ଭରତ କୁମାର ସାହୁ (୩୦) ଗ୍ରାହକ ଗଜାନନଙ୍କୁ ୧.୫ ଲକ୍ଷ ଟଙ୍କା ମୂଲ୍ୟର…

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗଁା,୨ା୧୦(ସଂଗ୍ରାମ ପାଇକରାୟ):ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। କେତେକ ବିଦେଶୀ ପକ୍ଷୀ ଘୂରି ବୁଲୁଥିବା ବେଳେ କିଛି ପକ୍ଷୀ ଚିଲିକା ଜଳରାଶିକୁ ଅବତରଣ କରିଥିବା ଦେଖିବାକୁ ମିଳିଛି। ପ୍ରାୟତଃ ଅକ୍ଟୋବର ଶେଷାର୍ଦ୍ଧରେ ବାୟୁମଣ୍ଡଳକୁ ଶୀତ…

ସ୍କୁଲ ଫି’ ଦେଇ ନ ଥିବା ପିଲାଙ୍କୁ ଖରାରେ ବସାଇଲେ ପ୍ରିନ୍ସିପାଲ

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍‌ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍‌ ବାହାରେ ଖରାରେ ବସାଇଥିଲେ। ପିଲାମାନେ ଖରାରେ ବସିଥିବାର ଭିଡିଓ ପ୍ରସ୍ତୁତ କରି ପ୍ରିନ୍ସିପାଲ ଶୈଳେଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?