Home

୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..

ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ ଏଠାରେ ଗାନ୍ଧୀ ପରିବାର ପକ୍ଷରୁ କୌଣସି ବ୍ୟକ୍ତି ନିର୍ବାଚନ ଲଢିବେ ନାହିଁ। ଶୁକ୍ରବାର ସକାଳେ…

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ ପ୍ରତ୍ୟେକ ପ୍ରସଙ୍ଗରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ମିଳିତ ଜାତିସଂଘରେ ‘ଶାନ୍ତି ସଂସ୍କୃତି’ ପ୍ରସଙ୍ଗରେ ସାଧାରଣ…

ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ଶେଷରେ କାହିଁକି ହଟିଲେ ପ୍ରିୟଙ୍କା ଗାନ୍ଧୀ: ଭାଇଙ୍କ ପାଇଁ ନା ଅନ୍ୟ କିଛି

ନୂଆଦିଲ୍ଲୀ,୩।୫: ରାଏବରେଲି ଏବଂ ଆମେଠିରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ରାଏବରେଲିରୁ ରାହୁଲ ଗାନ୍ଧୀ ଏବଂ ଆମେଠିରୁ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ପ୍ରିୟଙ୍କା ଗାନ୍ଧୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁନାହାଁନ୍ତି। ବର୍ତ୍ତମାନ ଏହି ଘଟଣାର ରାଜନୈତିକ ଅର୍ଥ ଅନୁସନ୍ଧାନ କରାଯାଉଛି। ପାର୍ଟି…

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ ମୁଁ ନିର୍ବାଚନ ଲଢ଼ିବି। ବରୀବାସୀ ମୋ’ ବଳ। ଦଳ ମୋ’ ପାଇଁ ବଡ଼ ନୁହେଁ।…

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ ବୟସରେ ଉଭୟ ଆଖିରେ ଦୃଷ୍ଟିଶକ୍ତି ହରାଇଲେ। ବାବା ଭେଙ୍ଗା ଅଗଷ୍ଟ ୧୯୯୬ରେ ମୃତ୍ୟୁବରଣ କରିଥିଲେ।…

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି ଆସନରୁ ରାହୁଲ ଗାନ୍ଧୀଙ୍କୁ ପ୍ରାର୍ଥୀ କରିଥିବାରୁ ଏହା ଆଶ୍ଚର୍ଯ୍ୟଜନକ ହୋଇଛି। ରାହୁଲ ଆମେଠିରୁ ପ୍ରାର୍ଥୀ…

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ୨୦ ଓଭରରେ ୩ ଉଇକେଟ ହରାଇ ୨୦୧ ରନ୍‌ ସଂଗ୍ରହ କରିଥିଲା।…

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା ଜବତ କରିଛି। ଏହା ସହିତ ଉକ୍ତ ଗାଡ଼ିରେ ଥିବା ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା…

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ ତାଙ୍କର…

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ କରୁଥିବାବେଳେ ହାଇଦ୍ରାବାଦ ୨୦୧ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରାଜସ୍ଥାନ ଦଳ ମାତ୍ର…

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ ଏମିତି ଏକ ସ୍ଥାନ ଅଛି, ଯେର୍ଉଠି ତାପମାତ୍ରା ୭୦ ଡିଗ୍ରୀରେ ସେଲସିୟସରେ ପହଞ୍ଚିଯାଏ। ଦୁନିଆର…

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ ପାଇଁ ବିଜେଡିରୁ ସନ୍ଧ୍ୟାରାଣୀ ଦାସ ତଥା ବିଜେଡିର ସାଂଗଠନିକ ସାଧାରଣ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri