Home

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା ପରେ ତାଙ୍କ ବଦଳି ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସେ କେଉଁଠିକୁ…

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭ ବିଧାୟକଙ୍କ ମଧ୍ୟରୁ ୪ ଜଣଙ୍କୁ ଦଳରୁ ବହିଷ୍କାର କରିଥିବା ବେଳେ ୩୫ ଜଣ ବିଧାୟକଙ୍କ…

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି ଫ୍ଲାସ୍‌ ବ୍ୟାଙ୍ଗ ଫାୟାର କରିବା ସହ ଶତାଧିକ ବିକ୍ଷୋଭକାରୀଙ୍କୁ ଗିରଫ କରିଛନ୍ତି। ଏଥିସହିତ ସେମାନଙ୍କ…

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ ମାତ୍ରାରେ ଅସୁସ୍ଥ ରହିଥାନ୍ତି। ଲାନ୍‌ସେଟ୍‌ ଜନ ସ୍ବାସ୍ଥ୍ୟ ପତ୍ରିକାରେ ଏସମ୍ପର୍କିତ ଏକ ନୂତନ ଅଧ୍ୟୟନ…

୫୪୦୦ କୋଟି ନିବେଶ କରିବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୩।୫ (ଅଭୟ ଦାଶ):ଦେଶର ପ୍ରମୁଖ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ ତଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ମେଲ୍ଟିଂ ଏବଂ ଡାଉନଷ୍ଟ୍ରିମ କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱରେ ଏକ ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ ଉତ୍ପାଦନକାରୀ ଭାବେ ପରିଗଣିତ ହେବାର ଉଦ୍ଦେଶ୍ୟ ନେଇ…

ଲାଲ୍‌ଚାନ୍ଦ୍‌ର ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର

ଭୁବନେଶ୍ୱର,୩।୫:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ରିହାତି ଆଣିଛି। ଏହି…

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ ଚାଲିଛି। ଶନିବାର ନାମାଙ୍କନ ଗ୍ରହଣର ଶେଷ ଦିବସ। ଗତ ୨ଦିନ ହେଲା ଜିଲାରେ ପ୍ରାର୍ଥିଙ୍କ…

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ ଡିଜିଟିଲ୍‌ ଦୁନିଆକୁ ନେତାମାନେ ଆପଣାଇଥିବାବେଳେ ସମର୍ଥକମାନେ ବିଭିନ୍ନ ଆପତ୍ତିଜନକ ପୋଷ୍ଟ କରିବାକୁ ମଧ୍ୟ ପଛାଉନାହାନ୍ତି।…

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଗିରଫଦାରି ଏଡାଇବାକୁ ୩ ସୂଚନା ଅଧିକାର କର୍ମୀ ହାଇକୋର୍ଟରେ ଆଗୁଆ ଜାମିନ…

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିଲା ନାହିଁ। ଫଳରେ ସହରର ଡେଲି ମାର୍କେଟ, କୋଏଲନଗର, ଛେଣ୍ଡ,ପାନପୋଷ,ବାସନ୍ତୀ କଲୋନି ଏବଂ ଉଦିତ୍‌ନଗର,…

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ ନାମାଙ୍କନ ପାଇଁ ଶେଷ ଦିନ ଆଜି ଅର୍ଥାତ୍‌ ଶୁକ୍ରବାର। ଏଭଳି ପରିସ୍ଥିତିରେ ଶେଷ ମୁହୂର୍ତ୍ତରେ…

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ କାମରେ ଲାଗୁନାହିଁ। ୨୦ ବର୍ଷ ପୂର୍ବରୁ ନିର୍ମିତ ଧାମନଗର ପାନ୍ଥଶାଳା ଏଯାଏ କାର୍ଯ୍ୟକ୍ଷମ ହୋଇପାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri