ମାଡ଼ି ଚାଲିଛି ଶିମିଳିପାଳ ନିଆଁ
ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ ଡିଭିଜନରେ ବନାଗ୍ନି ବଢ଼ିବଢ଼ିି ଚାଲିଛି। ଶିମିଳିପାଳ କର୍ତ୍ତୃପକ୍ଷ ଫାୟର ପଏଣ୍ଟକୁ ଯାଇ ନୃା ରୋକିବାକୁ…
ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର
ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହେବା ପରେ ଏକ ପ୍ରକାର…
କେନାଲରେ ଆସିଲା ପାଣି: ଉପକୃତ ହେବେ ଚାଷୀ
ଡେଲାଙ୍ଗ,୩।୫(ରଶ୍ମିରଞ୍ଜନ ପ୍ରଧାନ): କେନାଲ ପାଣି ପାଇଁ ବହୁ ପ୍ରତୀକ୍ଷା ପରେ ଏବେ ତା’ର ଅନ୍ତ ଘଟିଛି। ମାଛପଡ଼ା ମାଇନରରେ କେନାଲ ପାଣି ଛଡ଼ାଯିବାରୁ ତାହା ଶେଷମୁଣ୍ଡରେ ପହଞ୍ଚତ୍ବା ପରେ ସ୍ଥାନୀୟ ବାସିନ୍ଦା ଖୁସିବ୍ୟକ୍ତ କରିଛନ୍ତି। ତେବେ ଏହି କେନାଲ ପାଣି ଦ୍ୱାରା…
ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ
ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ ଆସିଛନ୍ତି କଳହାଣ୍ଡିର ପିଏଚ୍ଡି ଗବେଷଣାରତ ଛାତ୍ର ଅନିରୁଦ୍ଧ ନାଏକ। ୩ଦିନ ଧରି ଅନୁଷ୍ଠିତ ଏହି…
୩ ମାସ ପାଇଁ ବନ୍ଦ ରହିବ ଭିତରକନିକା
ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ରାଜନଗର ବନ ବିଭାଗ ପକ୍ଷରୁ ଚଳିତମାସ ୧ ତାରିଖଠାରୁ ଜୁଲାଇ ୩୧ ଦୀର୍ଘ ୩…
କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ
ଜଗତ୍ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହା ଭିତରେ ଜଗତ୍ସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ଦଳ ପ୍ରାର୍ଥୀ ଘୋଷଣା…
ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା
ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍ ନିକଟବର୍ତ୍ତୀ ଶକ୍ସଗାମ୍ ଉପତ୍ୟକାରେ ସାମରିକ ଭିତ୍ତିଭୂମି ନିର୍ମାଣ କରୁଛି। ଏହା ଭାରତ ପାଇଁ ସାମରିକ ବିପଦ ସୃଷ୍ଟି…
ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ
କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରିକି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ ବିପଦସଙ୍କୁଳ…
ବାଘ, ଭାଲୁଙ୍କ ପାଇଁ କୁଲର
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ରହୁଥିବା ଜୀବମାନଙ୍କୁ…
୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍
ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କେମିତି ଅଛି ତାହାର ଏକ ସରଜମିନ ତଦନ୍ତ କରିବାକୁ ଦଶରଥପୁର…
ବଦଳିଲେ ମିଶନଶକ୍ତି ସଚିବ
ଭୁବନେଶ୍ୱର,୩।୫(ସୁନିତ୍ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ…
ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା
ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି) ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ନିର୍ବାଚନ ଆଇନ ଅନୁଯାୟୀ ଏହା ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ। ଏଭଳି…
Archives


