୧୮ କେଜି ଗଞ୍ଜେଇ ଜବତ, ମଧ୍ୟ ପ୍ରଦେଶର ୨ ଯୁବକ ଗିରଫ
ଲୋଇସିଂହା,୧।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ରେଳ ଷ୍ଟେଶନରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ମଧ୍ୟ ପ୍ରଦେଶ ଅଞ୍ଚଳର ୨ ଜଣ ଯୁବକଙ୍କ ନିକଟରୁ ୧୮.୧୧୫ କେଜି ଗଞ୍ଜେଇ ଜବତ କରିଛି ଲୋଇସିଂହା ପୋଲିସ। ଗଞ୍ଜେଇ ଚାଲାଣ ଅଭିଯୋଗରେ ସମ୍ପୃକ୍ତ ୨ ଯୁବକଙ୍କୁ…
ଗୋବିନ୍ଦାଙ୍କ ଶରୀରରେ କେମିତି ବାଜିଲା ଗୁଳି: ନିଜେ କଲେ ଖୁଲାସା
ବଲିଉଡ ଅଭିନେତା ଗୋବିନ୍ଦାଙ୍କ ଗୋଡରେ ଗୁଳି ବାଜିଛି। ସକାଳେ ନିଜ ପିସ୍ତଲ ରଖୁଥିବାବେଳେ ହଠାତ୍ ଅସାବଧାନତା କାରଣରୁ ତାଙ୍କ ବନ୍ଧୁକରୁ ଗୁଳି ଫୁଟିଥିଲା। ଏହା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଗୋବିନ୍ଦା ବର୍ତ୍ତମାନ ବିପଦମୁକ୍ତ ଅଛନ୍ତି। ତାଙ୍କୁ ୨୪ ଘଣ୍ଟା…
ଅଚାନକ ଟିମ୍ ଇଣ୍ଡିଆରେ ବଡ଼ ପରିବର୍ତ୍ତନ: ଟେଷ୍ଟ ସିରିଜ୍ ଚାଲିଥିବାବେଳେ ୩ ଖେଳାଳିଙ୍କୁ ଦଳରୁ ବିଦା କଲା ବିସିସିଆଇ
ନୂଆଦିଲ୍ଲୀ,୧।୧୦: କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ମ୍ୟାଚର ଚାରି ଦିନ ସମାପ୍ତ ହୋଇଛି ଏବଂ ଆଜି ହେଉଛି ପଞ୍ଚମ ଦିନ। ଟିମ ଇଣ୍ଡିଆ ବିସ୍ଫୋରକ ବ୍ୟାଟିଂ ସହ କାନପୁର ଟେଷ୍ଟକୁ ରୋମାଞ୍ଚକର କରିଛି। ଗୋଟିଏ ପଟେ…
ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୧୦: ଆସନ୍ତାକାଲି ଅର୍ଥାତ୍ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ…
କୋଲକାତା ବଳାତ୍କାର-ହତ୍ୟା ଘଟଣା: ପୁଣିଥରେ ଧର୍ମଘଟକୁ ଓହ୍ଲାଇଲେ ଜୁନିଅର ଡାକ୍ତର
କୋଲକାତା,୧।୧୦: ପଶ୍ଚିମବଙ୍ଗରେ ଜୁନିଅର ଡାକ୍ତରମାନେ ପୁଣି ଥରେ ଧର୍ମଘଟ କରିଛନ୍ତି। ସୁରକ୍ଷା ସୁନିଶ୍ଚିତ କରିବାକୁ ଡାକ୍ତରମାନେ ରାଜ୍ୟ ସରକାରଙ୍କୁ ଦାବି କରିଛନ୍ତି। ସୋମବାର ଆରଜି କର ମେଡିକାଲ କଲେଜ ଏବଂ ହସପିଟାଲରେ ଆଠ ଘଣ୍ଟିଆ ବୈଠକ ପରେ ପଶ୍ଚିମବଙ୍ଗ ଜୁନିଅର ଡାକ୍ତର…
ନେତାନ୍ୟାହୁଙ୍କୁ ମାରିବାକୁ ଚାହୁଁଛି ଇରାନ: ରଚିଲା ଷଡଯନ୍ତ୍ର
ଜେରୁଜେଲମ,୧।୧୦:ଗତ ଏକ ବର୍ଷ ମଧ୍ୟରେ ଇସ୍ରାଏଲ ହମାସ ବିରୋଧରେ ଯୁଦ୍ଧ କରୁଛି। ଏହାସହ ଇସ୍ରାଏଲ ଲେବାନୀୟ ଆତଙ୍କବାଦୀ ଗୋଷ୍ଠୀ ହେଜ୍ବୋଲ୍ଲାର ମଧ୍ୟ ସାମ୍ନା କରିଥିଲେ। ଏହା ସତ୍ତ୍ୱେ ଇସ୍ରାଏଲ ଉଭୟଙ୍କୁ ବହୁତ ଶକ୍ତି ସହିତ ସାମ୍ନା କରି ଶତ୍ରୁମାନଙ୍କ ଉଚିତ୍ ଜବାବ…
ଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତି
ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): ସରକାରଙ୍କ ମାଳମାଳ ଯୋଜନା ସେଥିମଧ୍ୟରୁ କିଛି ପ୍ରକୃତ ହିତାଧିକାରୀ ବାଦ୍ ପଡ଼ିଯାଉଛନ୍ତି। ସରକାରୀ ଯୋଜନା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହେଲା ପରେ ଯୋଜନାକୁ ନ ଚାହିଁ ଭାଗ୍ୟକୁ ଆଦରି ପଡ଼ି ରହୁଛନ୍ତି। ଏଭଳି ଘଟଣା ନିଚ୍ଛକ…
ଚିରାଗ ପାସଓ୍ବାନଙ୍କ ବୟାନକୁ ନେଇ ରାଜନୀତି ସରଗରମ, ମନେ ପଡୁଛି ୨୦୨୦ କଥା
ପାଟନା,୧।୧୦: ପାଟନାରେ ଏକ କାର୍ଯ୍ୟକ୍ରମ ସମୟରେ କେନ୍ଦ୍ର ମନ୍ତ୍ରୀ ତଥା ଏଲଜେପି ରାମ ବିଲାସ ରାଷ୍ଟ୍ରୀୟ ସଭାପତି ଚିରାଗ ପାସୱାନ ଏକ ବଡ଼ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ସେ କହିଛନ୍ତି ଯେ ମୁଁ କେଉଁ…
ବର୍ଷା ଦିନରେ ପାଣି ପାଇଁ କସରତ: ୩ ଶହ ଲୋକଙ୍କ ପାଇଁ ଗୋଟିଏ ନଳକୂପ ଭରସା
ଦାରିଙ୍ଗବାଡି,୧।୧୦ (ଅରୁଣ ସାହୁ):ନା ଅଛି ସବୁଦିନିଆ ରାସ୍ତା ନା ଅଛି ପିଇବା ପାଇଁ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା ନା ଗରିବଶ୍ରେଣୀର ଲୋକଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ। ଏମିତି ଗାଁ ରହିଛି, ଯେଉଁଠି ନିର୍ବାଚନ ଆସିଲେ ଲୋକଙ୍କୁ ମିଳୁଛି ପୁଳାପୁଳା…
କେବଳ ଭାରତରେ ନୁହେଁ, ଏହି ଦେଶରେ ମଧ୍ୟ ବ୍ୟବହୃତ ହୁଏ ହିନ୍ଦୀ ଭାଷା
ନୂଆଦିଲ୍ଲୀ,୧।୧୦: ପୃଥିବୀର ସମସ୍ତ ଦେଶର ସଂସ୍କୃତି, ପରମ୍ପରା, ଭାଷା ଏବଂ ଖାଦ୍ୟ ଅଭ୍ୟାସ ଭିନ୍ନ ଅଟେ। ଯେପରି ଭାରତରେ ଏକ ବଡ଼ ବର୍ଗ ଅଛି, ଯେଉଁଠି ହିନ୍ଦୀ ଭାଷାର ବ୍ୟବହାର ହେଉଛି। କିନ୍ତୁ ଭାରତ ବ୍ୟତୀତ ଦୁନିଆର ଅନେକ ଦେଶରେ ହିନ୍ଦୀ…
ଆମେରିକା-ଚାଇନା ପରେ ୨୦୫୦ ପର୍ଯ୍ୟନ୍ତ ଏହି ଦେଶ ହେବ ଅଧିକ ଶକ୍ତିଶାଳୀ, ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ କହିଲେ ଏହାର ବଡ଼ କାରଣ…
ଲଣ୍ଡନ,୧ା୧୦: ଯଦି ଆମେ ଆଜି ଦୁନିଆର ସୁପରପାଓ୍ବାର ବା ସବୁଠୁ ଶକ୍ତିଶାଳୀ ଦେଶ ବିଷୟରେ କଥା ହେବା, ତେବେ ଆମେରିକା, ରୁଷିଆ, ଚାଇନା, ଫ୍ରାନ୍ସ ଏବଂ ଭାରତ ଭଳି ଦେଶର ନାମ ଆମ ମନକୁ ଆସେ। କିନ୍ତୁ ଦେଶରେ ଦେଖାଯାଉଥିବା ଅର୍ଥନୈତିକ…
ମେଗା ଲିଫ୍ଟ ପ୍ରକଳ୍ପର ସ୍ଥିତି ପରଖିଲେ ବିଧାୟକ
ଅମରପାଲି,୧ା୧୦: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ମେଗା ଲିପ୍ଟ ପଏଣ୍ଟରେ ଥିବା ବିଭିନ୍ନ ସମସ୍ୟା ନେଇ ସୋମବାର ସ୍ଥାନୀୟ ବିଧାୟକ ରଘୁନାଥ ଜଗଦଳା ପ୍ରକଳ୍ପ ସ୍ଥିତି ପରଖି ଚାଷୀ ଏବଂ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ସୂଚନାନୁସାରେ,…

