ଅରେଞ୍ଜ୍ କ୍ୟାପ୍ ଉପରେ କବ୍ଜା କଲେ ଗାଏକ୍ୱାଡ୍: ଏହି କ୍ରିକେଟର୍ଙ୍କ ପାଖରେ ଅଛି ପର୍ପଲ୍ କ୍ୟାପ୍
ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨ ରନ ଖେଳି ଇନିଂସ ଖେଳିଥିଲେ। ଏହି ଇନିଂସ ସହ ସେ ବିରାଟ କୋହଲିଙ୍କୁ ପଛରେ…
ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର ହେଉଛନ୍ତି। ସୂଚନାଯୋଗ୍ୟ, ଜୋ ବାଇଡେନ ଭାରତ, ଚାଇନା, ରୁଷିଆ ଏବଂ ଜାପାନକୁ ଜେନୋଫୋବିକ ଦେଶ…
ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ
ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍ଦାର ହୋ-ହଲ୍ଲା…
ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!
ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି ମନେ ହେଉଛି। ସୂଚନା ଅନୁଯାୟୀ, ମହିଳା କୁସ୍ତି ଯୋଦ୍ଧାଙ୍କୁ ଯୌନ ଶୋଷଣ ଅଭିଯୋଗରେ ବିବାଦରେ…
ଆଇପିଏଲ୍ ପ୍ଲେ ଅଫ୍ ରେସ୍ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…
ନୂଆଦିଲ୍ଲୀ,୨।୫: ଆଇପିଏଲ୍ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ ୭ ଉଇକେଟ ନେଇ ଜିତିଛି। ଏହା ପଞ୍ଜାବର କ୍ରମାଗତ ଦ୍ୱିତୀୟ ବିଜୟ ଥିଲା। ବର୍ତ୍ତମାନ…
ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ ମରୁଛି…
ମାତ୍ର ୨୩ ବର୍ଷରେ ହଠାତ୍ କ୍ରିକେଟ୍କୁ ଅଲବିଦା କହିଲେ ଏହି କ୍ରିକେଟର୍: ଏହା ପଛର କାରଣ କରିବ ଭାବପ୍ରବଣ
ମାତ୍ର ୨୩ ବର୍ଷରେ ହଠାତ୍ କ୍ରିକେଟ୍କୁ ଅଲବିଦା କହିଲେ ଏହି କ୍ରିକେଟର୍: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ ପରେ କ୍ରିକେଟ ଖେଳରୁ ଅବସର ନେଇଥାନ୍ତି। କିନ୍ତୁ ଜଣେ ଇଂଲଣ୍ଡ ଖେଳାଳି ମାତ୍ର ୨୩…
ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…
ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ଇଡି ଏବଂ ସିବିଆଇ ମାମଲାରେ ମନୀଷ ସିସୋଡିଆ ଦିଲ୍ଲୀ ହାଇକୋର୍ଟରେ…
ପୁଣି ଏକ ମାଈ ହାତୀର ଜୀବନ ଗଲା
କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ କରିଥିବା ଡିଏଫ୍ଓ ଧନରାଜ ଏଚ୍ଡି ସୂଚନା ଦେଇଛନ୍ତି। ଗତକାଲି ପୂର୍ବାହ୍ନ ୧୧ ଟାରୁ…
ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍: ହାସଲ କଲେ ବଡ଼ ଉପଲବ୍ଧି
ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ ପଟେ ଏହି ପରାଜୟ ସହିତ ପଞ୍ଜାବ ପ୍ଲେ ଅଫରେ ପହଞ୍ଚିବାର ଆଶା ବଞ୍ଚାଇ ରଖିଥିବା…
ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍ନୀ
ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମେ’ ଆରମ୍ଭରେ ଅତ୍ୟଧିକ ଉତ୍ତାପ ଯୋଗୁଁ ଲୋକମାନଙ୍କ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଯଦି…
ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ
ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର। ହଜାର ହଜାର ସମର୍ଥକଙ୍କ ସହ ବୌଦ୍ଧ ସହରର ରାମେଶ୍ୱର ମନ୍ଦିରରୁ ବିରାଟ ପଟୁଆରରେ…
Archives


