ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ
ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି। ରିପୋର୍ଟ…
ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ପ୍ରଖ୍ୟାତ କମେଡିଆନ
ନୂଆଦିଲ୍ଲୀ,୨।୫: ପ୍ରଖ୍ୟାତ ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲା ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବାରାଣସୀର ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ସେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ସେ…
ହିଟ ଓ୍ବେଭ ପାଇଁ ବଢିଲା ଭୋଟିଂ ଟାଇମ
ନୂଆଦିଲ୍ଲୀ,୨।୫: ଗୋଟିଏ ପଟେ ଦେଶରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଶୀର୍ଷରେ ରହିଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ମଧ୍ୟ ସତର୍କ ଅଛନ୍ତି। ସର୍ବଶେଷ ସୂଚନା ଅନୁଯାୟୀ, ବିହାର ପରେ ଆୟୋଗ ତେଲଙ୍ଗାନାରେ…
ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ
ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା କରିଛନ୍ତି। ଇମରାନ ଖାନ୍ଙ୍କ କ୍ୟାବିନେଟ୍ର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ୍ ହୁସେନ ନିଜର ସୋସିଆଲ…
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ
ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ…
ଇସ୍ରାଏଲ୍କୁ ଝଟ୍କା ଦେଲା ଭାରତ: ପାଲେଷ୍ଟାଇନ୍କୁ ଖୋଲାଖୋଲି ସମର୍ଥନ
ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ ଏବଂ ପାଲେଷ୍ଟାଇନ ପାଇଁ ଦୁଇ ରାଜ୍ୟ ସମାଧାନକୁ ଭାରତ ସମର୍ଥନ କରିଛି। ଜାତିସଂଘର ଏକ…
ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ
କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି, ସୌଭାଗ୍ୟକ୍ରମେ ତାଙ୍କ ସ୍ବାମୀ ରକ୍ଷା ପାଇଯାଇଛନ୍ତି। ମୃତ ମହିଳାଙ୍କ ଘର ଗତିରାଉତ ପାଟଣାରେ ବୋଲି…
ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍ବ ଯାତ୍ରୀ
ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଅନ୍ୟ ଏକ ଗାଡିକୁ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍। ଏହି ବଡ ଦୁର୍ଘଟଣାରୁ…
ଶେଷରେ ବଦଳି ଗଲା କଂଗ୍ରେସର ପତ୍ତା! ଆମେଠି ନୁହେଁ ଏହି ଆସନରୁ ଲଢିପାରନ୍ତି ରାହୁଲ
ନୂଆଦିଲ୍ଲୀ,୨।୫: ଗାନ୍ଧୀ ପରିବାରର ଗଡ଼ ହୋଇ ରହିଥିବା ଉତ୍ତର ପ୍ରଦେଶର ଆମେଠି ଏବଂ ରାଏବରେଲି ଆସନ ସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କାର୍ଡ ଖୋଲିନାହିଁ। ଏହି ସମୟରେ, ଏକ ସୂତ୍ରରୁ ପ୍ରକାଶ ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେଠି ବଦଳରେ ରାଏବରେଲିରୁ…
ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ନିର୍ବାଚନୀ ଗସ୍ତ ବାତିଲ କରି ଦିଲ୍ଲୀ ଫେରିଲେ କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୨।୫: କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ ରାଜମାତା ମାଧବୀ ରାଜେ ସିନ୍ଧିଆ ଗତ କିଛି ଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ହେଲେ ବୁଧବାରଠାରୁ ତାଙ୍କର ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହୋଇଛି। ଏହାକୁ ନେଇ ସେ ନିର୍ବାଚନୀ ଗସ୍ତକୁ…
ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର
ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ଯୋଗୁ ବିଦ୍ୟୁତ ଖୁଣ୍ଟଗୁଡିକ ଉପୁଡି ପଡିବା ସହ ବାଉଁଶୁଳି…
ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦ
ନୂଆଦିଲ୍ଲୀ,୨।୫: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ଝାଡ଼ଖଣ୍ଡ କଂଗ୍ରେସର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଆକାଉଣ୍ଟକୁ ବ୍ୟାନ୍ କରିଦିଆଯାଇଛି। ତେବେ ନକଲି ଭିଡିଓ ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାପରେ ସୋସିଆଲ…
Archives


