ସ୍ଥଳଭାଗ ଯୁଦ୍ଧ ପାଇଁ ପ୍ରସ୍ତୁତ: ହେଜ୍ବୋଲ୍ଲା
ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲା ମୁଖ୍ୟ ହସନ୍ ନସ୍ରଲ୍ଲାଙ୍କ ମୃତ୍ୟୁ ପରେ ସୋମବାର ସଙ୍ଗଠନର ଉପମୁଖ୍ୟ ନଇମ୍ କାସିମ୍ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ଇସ୍ରାଏଲ୍ ସ୍ଥଳଭାଗରେ ଆକ୍ରମଣ କଲେ ଏହା ସହ ଯୁଦ୍ଧ ପାଇଁ ପ୍ରସ୍ତୁତ। ନିହତ କମାଣ୍ଡରମାନଙ୍କ ସ୍ଥାନରେ…
ସିରିଆକୁ ଲକ୍ଷାଧିକ ବିସ୍ଥାପିତଙ୍କ ପଳାୟନ
ବେରୁଟ୍/ଜେରୁଜେଲମ୍,୧।୧୦: ଇସ୍ରାଏଲ୍ର ହେଜ୍ବୋଲ୍ଲା ଦମନ ଅଭିଯାନ ‘ଅପରେଶନ୍ ନ୍ୟୁ ଅର୍ଡର’ ଲେବାନନ୍କୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି। ଆକାଶମାର୍ଗରୁ ଘନ ଘନ ରକେଟ ମାଡ଼ ଯୋଗୁ ବହୁ ଲୋକଙ୍କ ଘରଦ୍ୱାର ଭାଙ୍ଗିଯାଇଛି। ଲୋକେ ପ୍ରାଣ ବିକଳରେ ପଡ଼ୋଶୀ ସିରିଆକୁ ପଳାୟନ କରିବାରେ ଲାଗିଛନ୍ତି। ବର୍ତ୍ତମାନ…
ନେତାନ୍ୟାହୁ ହିଟ୍ଲରଙ୍କ ପରେ ସବୁଠୁ ବଡ଼ ଆତଙ୍କବାଦୀ: ମେହବୁବା
ଲେବାନନ୍ରେ ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲା ମୁଖ୍ୟ ହସନ୍ ନସ୍ରଲ୍ଲା ନିହତ ହେବା ପରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ତୃତୀୟ ଦିନ ଧରି ବିକ୍ଷୋଭ ଜାରି ରହିଛି। ବହୁ ସଂଖ୍ୟକ ମହିଳା, ପୁରୁଷ ଓ ଛୋଟ ପିଲା ରାସ୍ତାକୁ ଓହ୍ଲାଇ କଳା ପତାକା…
କଶ୍ମୀର ନିର୍ବାଚନରେ ହେଜ୍ବୋଲ୍ଲା ତାତି
ଜମ୍ମୁ/ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ମଧ୍ୟରୁ ପ୍ରଥମ ୨ଟି ପର୍ଯ୍ୟାୟରେ ୫୦ ଆସନରେ ନିର୍ବାଚନ ଶେଷ ହୋଇଥିବାବେଳେ ମଙ୍ଗଳବାର ଅବଶିଷ୍ଟ ୪୦ ଆସନରେ ଭୋଟ ଗ୍ରହଣ କରାଯିବ। ରବିବାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହୋଇଥିଲେ ହେଁ ହେଜ୍ବୋଲ୍ଲା ମୁଖ୍ୟ…
ସେବାୟତଙ୍କ ଘର ମାଟିତଳୁ ମିଳିଲା ସୁନା ମୂର୍ତ୍ତି, ଅଳଙ୍କାର
ଅସୁରାଳି,୧ା୧୦(ସନ୍ତୋଷ ପ୍ରଧାନ): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିର ନିକଟ ଜଣେ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସୁନା ମୂର୍ତ୍ତି ସହ ଅଳଙ୍କାର ଉଦ୍ଧାର ହୋଇଛି। ଘଟଣାକୁ ଲୋକଲୋଚନକୁ ନ ଆଣି ଚପାଇ ଦେବାକୁ ଉଦ୍ୟମ ଚାଲୁଥିବା ବେଳେ…
ଭରତପୁର ଥାନା ଘଟଣା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ଅଧିକାରୀ
କଟକ,୧ା୧୦(କାର୍ତ୍ତିକ ସାହୁ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ଘଟିଥିବା ପୋଲିସ ନିର୍ଯାତନା ଘଟଣାରେ ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କୁ ଗିରଫଦାରୀ ଭୟ ଘାରିଛି। ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଯେକୌଣସି ସମୟରେ ନିଲମ୍ବିତ ପୋଲିସ…
ସୁକିନ୍ଦାରେ ଅନରକିଲିଂ
ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିଜୟଲକ୍ଷ୍ମୀ ଓବିସି ଏବଂ ସୁଶୀଲ…
ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ
ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ ପାଇଁ…
ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ
ଡେରାବିଶ,୧ା୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ ଅଭିଯୋଗ…
ବଢୁଛି କଫି କ୍ରେଜ୍
ଦୁନିଆର ସବୁଠାରୁ ଲୋକପ୍ରିୟ ପାନୀୟ ମଧ୍ୟରୁ କଫି ଅନ୍ୟତମ। କଫି ପ୍ରେମୀମାନେ ଦୁନିଆର ପ୍ରତ୍ୟେକ କୋଣରେ ଦେଖିବାକୁ ମିଳେ। ଭାରତ ଭଳି ଦେଶରେ କଫି ଏବଂ ଚା’ ବିନା ସକାଳ ଆରମ୍ଭ ଯେମିତି ହୁଏ ନାହିଁ। ପ୍ରତିବର୍ଷ ଅକ୍ଟୋବର ୧ରେ ଆନ୍ତର୍ଜାତୀୟ…
ରକ୍ତ ଦାନ, ମହତ କାମ: ସ୍ବେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସନ୍ତୁ
ରକ୍ତ ଦାନ ହେଉଛି ଏକ ମହତ କାମ। କାରଣ ରକ୍ତ ଦାନ କରି ଜଣେ ଅନ୍ୟ ଜଣଙ୍କର ଜୀବନ ରକ୍ଷା କରିପାରିବେ। ପ୍ରତିବର୍ଷ ଅକ୍ଟୋବର ୧ରେ ସାରା ଦେଶରେ ‘ଜାତୀୟ ସ୍ବେଚ୍ଛାକୃତ ରକ୍ତ ଦାନ ଦିବସ’ ପାଳନ କରାଯାଏ। ଏହି ଅବସରରେ…
ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ
ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ବିମାନ…

