Home

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ ଲାଗି ଜଙ୍ଗଲ ଜଳିବାରେ ଲାଗିଛି। ବୁଧବାର ପାଟଣା ରେଞ୍ଜର ସୋରାସକୋଲା, ଭିମାପଡ଼ା ବଲାଣିପଶି ଗ୍ରାମ୍ୟ…

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ ମାମଲା ରୁଜୁ କରିବା ସହ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ କଣମଣା ଗ୍ରାମର ଏସ୍‌. କ୍ରିଷ୍ଣା…

ମା’ ଠାକୁରାଣୀଙ୍କ ଯାତ୍ରାରେ ନବମ ଦିନରେ ପ୍ରକମ୍ପିତ ଗୌଡ଼ ସାହି

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମା’ ଠାକୁରାଣୀଙ୍କ ଯାତ୍ରା ୯ମ ଦିନରେ ପହଞ୍ଚିଛି। ଏହି ୯ଦିନ ଧରି ଦାରିଙ୍ଗବାଡ଼ିି ଉତ୍ସବମୁଖର ହୋଇପଡ଼ିଥିବା ବେଳେ ପ୍ରତିଦିନ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଅଷ୍ଟମ ଦିନରେ ମା’ ଠାକୁରାଣୀ…

ନିର୍ବାଚନ ପାଇଁ କଡ଼ା ନଜର ରଖିଛି ପୋଲିସ

ଫୁଲନଖରା,୧ା୫(ସତ୍ୟ ରଞ୍ଜନ ଦାସମହାପାତ୍ର): ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବା ପାଇଁ କଟକ ସଦର ଥାନା ପୋଲିସ ପକ୍ଷରୁ କିଛି ଦିନ ହେବ ଫ୍ଲାଗ୍‌ମାର୍ଚ୍ଚ ଜୋରଦାର୍‌ ଚାଲିଛି। ଏନେଇ ବୁଧବାର କଟକ ସଦର…

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି ଦିବସରେ ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଜନାର୍ଦ୍ଦନ ଦେହୁରୀ ନିଜର…

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା ପଞ୍ଚାୟତର ଲୋକଡେଗା, ଭରତପୁର, ବଡ଼ବଙ୍ଗା, ମୁଣ୍ଡାପଡା, ଛୋଟବଙ୍ଗା, ନାକଡିହି, ଝାରବନ, ମହିକାନି, ଧରୁଆଡିହି, ବୁଦେଲକାନି,…

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ…

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କରନ୍ଦାପଲିର ଏନ୍‌ ସୀମା ଓରଫ…

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ ଦୁଖଃଦ ଘଟଣା ଘଟିଛି ସଂକୁରୁ-ବୁଗୁଡ଼ା ରାସ୍ତାର ବେତାରସିଂ ଗ୍ରାମ ନିକଟରେ। ମୃତକ ହେଲେ ସଂକୁରୁ…

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ…

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ ପାଟି କରୁଛନ୍ତି। ଡବଲ ଇଞ୍ଜିନ୍‌ ସରକାରରେ ସର୍ବନିମ୍ନ ମଜୁରୀ ୩୨୦, ୩୬୦ ଓ ୩୮୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri