ବ୍ରିଜ୍ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ ନିଖୋଜ ଅଛନ୍ତି। ତାଙ୍କୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ପକ୍ଷରୁ ଖୋଜାଖୋଜି…
ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…
ବାପା ହେଲେ ଏହି ବଲିଉଡ୍ ଅଭିନେତା
ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ ଏଯାଏ ସେ ପ୍ରଶଂସକଙ୍କୁ ସେନେଇ ଜଣାଇ ନାହାନ୍ତି। ୨୦୨୨ରେ ତାଙ୍କର ଏକ ପୁଅ ଜନ୍ମ…
ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ
ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ ତଥା ନିର୍ବାଚନ ଅଧିକାରୀ ଅଭିମନ୍ୟୁ ମାଝିଙ୍କଠାରେ ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ସମୟରେ ବରିଷ୍ଠ…
ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ
ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ ରାଜେନ୍ଦ୍ର ନାଏକ। ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ହସ୍ପିଟାଲ ଛକରୁ ରାଜେନ୍ଦ୍ର ଶତାଧିକ ସିପିଆଇ…
ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’
କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି ବାଧ୍ୟ ହୋଇଥାଏ। କେବେ ଝିଅଙ୍କୁ ନିର୍ଯାତନା ଦିଆଯାଉଥିବା ବେଳେ ଅନେକ ଯୌତୁକ ଜୁଇରେ ଜଳିଥାନ୍ତି।…
ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ…
ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା
ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦) ମଙ୍ଗଳବାର ବୁଲିବାକୁ ଯାଇ ଭଣଜା ହାତରେ ମୃତ୍ୟୁବରଣ କରିବା ଚର୍ଚ୍ଚାର ବିଷୟ ସାଜିଛି। ସୁବର୍ଣ୍ଣ…
ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ…
ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା
ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ ବଚସାରୁ ଉତ୍ତ୍ୟେକ୍ତ ହୋଇ ବାପା ପୁଅଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ପୁଅଙ୍କର…
ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ
ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ଜଗତସିଂହପୁର…
ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ସାଇକ୍ରିଷ୍ଣା ପ୍ୟାଲେସ୍ରୁ ଏକ…
Archives


