ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା
ମୁମ୍ବାଇ,୧ା୫: ବି’ ଟାଉନ୍ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଗୁଳିମାଡ଼ କରିଥିବା ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ପୋଲିସ କହିଛି ଯେ, ସଲମାନଙ୍କ ଘର…
ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ
ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ଲୋକମଣ୍ଡପ ପଡିଆରୁ ଏକ ବିଶାଳ…
ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର
ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ ଗୁଳିମାଡ଼ ଯୋଗୁ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ବିଜେଡି ସମର୍ଥକ ରାଜେଶ ପ୍ରଧାନ(୨୬)…
ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ
ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଫିସର…
ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…
ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍ ଭାଙ୍ଗିଯାଇଥିଲା। ଏଣୁ ଟେକ୍ଅପ୍ କରିବାର ୧୦ ମିନିଟ୍ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧ ଜଣ…
‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’
ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ ଏହି ଆସନରେ ଲଢ଼ିପାରନ୍ତି ବୋଲି କୁହାଯାଉଥିଲେ ହେଁ ସେଭଳି କିଛି ସଙ୍କେତ ମିଳିନାହିଁ। ସେ…
ଭାଜପାରେ ସାମିଲ ହେଲେ ‘ଅନୁପମା’
ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ତେବେ ରୁପାଲି ‘ଅନୁପମା’…
ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ
ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ ଏହି ଦୁଇଟି ତ୍ୱଚା ଲାଗି ସବୁଠାରୁ ବଡ଼ ଶତ୍ରୁ। କିନ୍ତୁ ଅଫିସ୍ ଯିବାର ଥିଲେ…
ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ
ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନୟାଗଡ଼ ଜିଲାପାଳ ସ୍ବାଧଦେବ ସିଂ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ସୁମତି…
ଗ୍ରୀଷ୍ମରେ କେମିତି ରହିବେ ଫିଟ୍: ଆପଣାନ୍ତୁ ଏହି ଫିଟ୍
”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ ଜଳୀୟ ଅଂଶ ଭରପୂର ହୋଇ ରହିଥାଏ।“ ବର୍ଷତମାମ ବିଭିନ୍ନ ଋତୁ ମଧ୍ୟରେ ବିଶେଷଭାବରେ ଗ୍ରୀଷ୍ମଋତୁରେ…
ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ
ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା…
ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି
କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କ ସମର୍ଥକଙ୍କ ଗହଣରେ ନାମାଙ୍କନ…
Archives


