ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି
ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ। ଅପ୍ରୀତିକର ପରିସ୍ଥିତିକୁ ରୋକିବା ନେଇ ଅନବରତ ଚଢାଉ କାର୍ଯ୍ୟ ଚାଲିଛି। ନଗଦ ଟଙ୍କା, ମଦ…
ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା
କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି…
ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା
ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର ସକାଳେ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା…
ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା
ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍ କରିଛନ୍ତି ଭାଜପା ଏମ୍ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ଙ୍କ ଉପରେ…
ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର
ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ ରାସ୍ତା ପାଶର୍ବରେ ଜଣେ ଯୁବକର ରକ୍ତାକ୍ତ ମୃତଦେହ ପଡିଥିବାର ସ୍ଥାନୀୟ ଲୋକେ ଦେଖି ବସ୍ତା…
ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍ର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି।…
ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି
ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ ମାର୍କସ ଷ୍ଟୋଇନିସ ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ଜିତିବାରେ ସାହାଯ୍ୟ କରିଥିଲେ। ଷ୍ଟୋଇନିସ…
ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ
କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ ବହୁତ ପ୍ରଶଂସା କରିଛନ୍ତି ଶାହାରୁଖ। ବିରାଟ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ କହି…
ବ୍ରେକ୍ ଫେଲ୍ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଚାଲିଗଲା ଜଣଙ୍କ ଜୀବନ
ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l ଟ୍ରକରେ ଥିବା ହେଲପର ଆହତ ହୋଇଥିବା ସୂଚନା ରହିଥିଲେ ମଧ୍ୟ ତାଙ୍କ ଆବସ୍ଥା ଠିକ…
ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ
ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (ଡିପିଏସ) କୁ ବୋମା ଧମକ ଦିଆଯାଇଛି। ପୂର୍ବ ଦିଲ୍ଲୀର ମୟୂର ବିହାରର…
ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ
ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ପ୍ଲେ…
ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ
ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ ଜଣେ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର…
Archives


