ନିର୍ବାଚନ ବେଳେ ରାଜ ପରିବାରର ସାନ ବୋହୂଙ୍କ ଭିଡିଓ ଭାଇରାଲ
ବଲାଙ୍ଗୀର,୧ା୫(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ରାଜ ପରିବାରର ସାନ ବୋହୂ ଅଦ୍ରିଜା ମଞ୍ଜରୀ ସିଂଙ୍କ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏଥିରେ ସେ ବଲାଙ୍ଗୀରର ନାଗରିକଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇ ସେ ପାରିବାରିକ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ…
ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ
ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ…
ରିପିଟ୍ ହେବେ ନା ପରିବର୍ତ୍ତନ ଆସିବ
ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି ପ୍ରମୁଖ ରାଜନୈତିକ ଦଳ। କଳାହାଣ୍ଡି ଜିଲାର ଜୁନାଗଡ଼ ହେଉଛି ପଶ୍ଚିମ ଓଡ଼ିଶାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ…
ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ
ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା। ମଣିପୁର ପୋଲିସ ଅଧିକାରୀ ସେମାନଙ୍କୁ ନିରାପଦ ସ୍ଥାନରେ ଆଶ୍ରୟ ଦେବା ପରିବର୍ତ୍ତେ କାଙ୍ଗପୋକ୍ସି ଜିଲାର…
ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ
ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ…
ଖୁସି ଖବର: କମିଲା ଏଲ୍ପିଜି ସିଲିଣ୍ଡରର ଦାମ୍
ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ଦ୍ୱିତୀୟ ଥର ପାଇଁ କମର୍ସିଆଲ୍ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି।…
ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ
ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି। କଂଗ୍ରେସ ଛାଡ଼ି ପ୍ରଦୀପ ମାଝି ବିଜେଡିରେ ମିଶିବା ପରେ ଝରିଗାଁ ନିର୍ବାଚନମଣ୍ଡଳୀରେ ଦଳରେ ପୂର୍ବରୁ…
ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା
ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ ସେ ଘଟଗଁାସ୍ଥିତ ମା’ ତାରିଣୀଙ୍କୁ ଦର୍ଶନ କରିବାକୁ ଯିବା ବାଟରେ ୨୦ନଂ. ଜାତୀୟ ରାଜପଥର…
ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩
ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ ହେଲା ଆକାଶରୁ ଅଗ୍ନିବର୍ଷା ହେଉଛି। ସକାଳ ୮ଟାରୁ ଅପରାହ୍ନ ୩ଟା ଯାଏ ରାସ୍ତାଘାଟ ଶୂନଶାନ୍…
‘ଆୟୁଷ୍ମାନ୍ ଭାରତ ଅତି ଦୁର୍ବଳ’
ନୂଆଦିଲ୍ଲୀ,୧ା୫(ପି.ଟି.):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍ ଭାରତ ସ୍ବାସ୍ଥ୍ୟ ଯୋଜନାକୁ ଅତି ଦୁର୍ବଳ ଭାବେ ଗଢ଼ାଯାଇଛି। ଏହାକୁ ଉପଯୁକ୍ତ ପାଣ୍ଠି ମଧ୍ୟ ଯୋଗାଇ ଦିଆଯାଉ ନାହିଁ ବୋଲି ମଙ୍ଗଳବାର ଇଣ୍ଡିଆନ୍ ମେଡିକାଲ୍ ଆସୋସିଏଶନ୍ (ଆଇଏମ୍ଏ) ମୁଖ୍ୟ ଡ. ଆର୍.ଭି. ଅଶୋକନ୍ କହିଛନ୍ତି। ଏପରି କି…
‘ମୁମ୍ବାଇ କ୍ୟାମ୍ପ ଦୁଇ ଫାଳ’
ମୁମ୍ବାଇ,୩୦ା୪: ଆଇପିଏଲ୍ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ଦୁଇ ଭାଗରେ ବିଭକ୍ତ ହୋଇଛି ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ। କ୍ରିକେଟ ଏକ ଟିମ୍ ଗେମ୍ ହୋଇଥିବା ବେଳେ ଏହା ମୁମ୍ବାଇର ପ୍ରଦର୍ଶନକୁ ପ୍ରଭାବିତ କରିଥିବା କହିଛନ୍ତି କ୍ଲାର୍କ।…
ଟି୨୦ ବିଶ୍ୱକପ୍ ପରେ ସନ୍ନ୍ୟାସ ନେବେ ରୋହିତ-କୋହଲି: ରିପୋର୍ଟ
ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜ୍ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ଲାଗି ମଙ୍ଗଳବାର ବିସିସିଆଇ ଟିମ୍ ଇଣ୍ଡିଆର ଘୋଷଣା କରିଛି। ଏଥିରେ ଅଧିନାୟକ ଭାବେ ରୋହିତ ଶର୍ମାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ବିରାଟ କୋହଲି ଦଳରେ ସ୍ଥାନ ପାଇଛନ୍ତି। ତେବେ ଏହା…
Archives


