ଏନ୍କାଉଣ୍ଟରେ ୪ ମାଓବାଦୀ ନିପାତ
ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍ଡିଏଫ୍ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ…
ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ
ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ ଦେଇଛି । ପୋଷ୍ଟରରେ ୟାସିନ ମଲିକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ…
କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ
କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ ଦୁଇଟା ପରେ ପରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଚାଉଳିଆଗଞ୍ଜ, ବକ୍ସିବଜାରର ତିନୋଟି ଦମକଳ ବାହିନୀ…
ସିକ୍ରେଟ ଖୋଲିଲେ ମୋଦି
ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର ଷ୍ଟ୍ରାଇକ ବିଷୟରେ ପାକିସ୍ତାନ ପ୍ରଥମେ ଆନୁଷ୍ଠାନିକ ଭାବେ ସୂଚନା ପାଇଥିବା ନିଶ୍ଚିତ କରିଛି ବୋଲି…
ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ
ଇସଲାମାବାଦ୍,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି, ଭାରତ ଆଜି ଏକ ମହାଶକ୍ତି ହେବାକୁ ଯାଉଛି, ଆମେ ଭିକ ମାଗୁଛୁ ଏବଂ ଦେବାଳିଆ…
କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା
କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି ମହତାବ ଓ କଂଗ୍ରେସ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି। ତେଣୁ ଏଥର ଅଭିଜ୍ଞ ଓ…
‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’
ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର ହେବ। ଓଡ଼ିଶାରେ ସର୍ବାଧିକ ସିଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସପକ୍ଷରେ ଯିବ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ…
ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା
ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ ବ୍ୟକ୍ତିଙ୍କଠାରୁ ଏହି ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ଜଣେ ଦିଲ୍ଲୀରୁ ଆଉ ଜଣେ…
କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି
ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୋମବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଚମ୍ପାଇ…
ରୋହିତ ଶର୍ମାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରିକେଟ୍ କ୍ୟାରିୟର୍ରେ ଅନେକ ରେକର୍ଡ ହାସଲ କରିଥିବା ରୋହିତଙ୍କ ସମ୍ପତ୍ତି ମୂଲ୍ୟ ପ୍ରାୟ ୨୧୪ କୋଟି ଟଙ୍କା। ଦରମା ଏବଂ ମ୍ୟାଚ ଫି’ ବ୍ୟତୀତ ଟିମ…
ଅରେଞ୍ଜ୍ କ୍ୟାପ୍ ରେସ୍ରେ ଏଣ୍ଟ୍ରି ମାରିଲେ ରିଷଭ ପନ୍ତ: ପର୍ପଲ କ୍ୟାପ୍ ରେସ୍ ହେଉଛି ରୋଚକ
କୋଲକାତା,୩୦।୪: କେକେଆର ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୨୭ ରନର ଏକ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ସେ ବର୍ତ୍ତମାନ ଅରେଞ୍ଜ କ୍ୟାପ୍ ରେସ୍ରେ ପ୍ରବେଶ କରିଛନ୍ତି। ସେ ଏହି ରେସ୍ରେ ଚତୁର୍ଥ ସ୍ଥାନରେ…
କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ପାଇଁ ଖରାପ ଖବର! କମ୍ପାନୀ ମାନିଲା ହୋଇପାରେ ବ୍ଲଡ କ୍ଲଟିଂ ଭଳି ସାଇଡ ଇଫେକ୍ଟ
ନୂଆଦିଲ୍ଲୀ,୩୦।୪: କୋଭିଡ ଟିକା କାରଣରୁ ପାର୍ଶ୍ୱ ପ୍ରତିକ୍ରିୟାର ସମସ୍ତ ଦାବି ମଧ୍ୟରେ ଟିକା ଉତ୍ପାଦନକାରୀ କମ୍ପାନୀ ଆଷ୍ଟ୍ରାଜେନେକା ଏକ ବଡ଼ ତଥ୍ୟ ଦେଇଛି। କୋର୍ଟରେ ଉପସ୍ଥାପିତ ଦଲିଲଗୁଡିକରେ କମ୍ପାନୀ ପ୍ରଥମ ଥର ପାଇଁ ସ୍ବୀକାର କରିଛି ଯେ କୋଭିଡ -୧୯ ଟିକା…
Archives


