Home

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ ବିରାଜିତ ମା ’ କନ୍ଧୁଣୀ ଦେବୀଙ୍କୁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଶନିବାର…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ, ଯିଏ ବର୍ତ୍ତମାନ ODI ଏବଂ T20 ଦଳରୁ ବାହାରେ ଅଛନ୍ତି,…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୪୮ରେ ଆଓମୋରିର ପ୍ରଶାନ୍ତ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ ୧.୮.୨୦୨୩ରେ ଇଂରାଜୀ ଅଧ୍ୟାପକ ଭାବେ ଯୋଗ ଦେଇ ସୂଚାରୁ ରୂପେ କାର୍ଯ୍ୟ ତୁଲାଇ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦ ନଗଦ, ଗୋଟିଏ ଲୁହା ରଡ, ଗୋଟିଏ ମୋବାଇଲ ଫୋନ ଏବଂ ଦୁଇଟି କିପ୍ୟାଡ…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ ଗାଜା ଷ୍ଟ୍ରିପରୁ ଇସ୍ରାଏଲୀ ସେନାର ପର୍ଯ୍ୟାୟକ୍ରମେ ପ୍ରତ୍ୟାହାର ସମ୍ପର୍କରେ ଏକ ଐତିହାସିକ ଚୁକ୍ତି…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ। ତଥାପି, ରିପୋର୍ଟଗୁଡ଼ିକ ସୂଚାଇ ଦିଏ ଯେ ଏଥର, CSK ମ୍ୟାନେଜମେଣ୍ଟ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା ଅଜିତ ଡୋଭାଲଙ୍କୁ ପ୍ରତିଷ୍ଠିତ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ଶାହା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ ନଥାନ୍ତା, ତେବେ ବିଶ୍ୱ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପିଛା $135…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ ହଠାତ ସ୍ଥଗିତ ରଖିଲା। ଗୁରୁବାର ମଧ୍ୟରାତ୍ରି ପରେ ରେଜିଷ୍ଟ୍ରାର ଛାତ୍ରମାନଙ୍କୁ ଏକ ଇମେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?