ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍
ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…
ବଜାରରେ ମହିନ୍ଦ୍ରାର ‘ଅଲ୍ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’
ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ମୁମ୍ବାଇଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର…
ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ ଲଗାତର ଡାଲି ଦର ବଢ଼ୁଥିବା ହେତୁ କେନ୍ଦ୍ର ସରକାର ଏପରି ପଦକ୍ଷେପ ନେଇଛନ୍ତି। ସୋମବାର…
ଇଆଇପିଏଲ୍ ସହ ଏଚ୍ଡିଏଫ୍ସି କ୍ୟାପିଟାଲର ସହଭାଗିତା
ଭୁବନେଶ୍ୱର,୩୦।୪: ଏଚ୍ଡିଏଫ୍ସି କ୍ୟାପିଟାଲ ଆଡଭାଇଜର୍ସ ଲିମିଟେଡ ଏବଂ ଏଲଡେକୋ ଇନ୍ଫ୍ରାଷ୍ଟ୍ରକଚର ଆଣ୍ଡ ପ୍ରପର୍ଟିଜ ଲିମିଟେଡ (ଇଆଇପିଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଛି। ଏପରିକି ସାରା ଭାରତରେ ଆବାସିକ ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ ଉଭୟ ସଂସ୍ଥା ଲକ୍ଷ୍ୟ ରଖିଥିବା ବେଳେ…
ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି
ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା ପାଇଁ ଚିନ୍ତା କରିପାରିବେ ନାହିଁ ା କିନ୍ତୁ ଓଡ଼ିଶା ଭାଜପା ସଂସ୍କୃତିକୁ ପ୍ରଥମେ ବୁଝିବା…
ହିଣ୍ଡାଲ୍କୋର ପ୍ରୋଜେକ୍ଟ ‘ଜ୍ଞାନାର୍ଜନ’
ଭୁବନେଶ୍ୱର,୩୦।୪: ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ କମ୍ପାନୀ ହିଣ୍ଡାଲ୍କୋର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଜ୍ଞାନାର୍ଜନ’ ନିକଟରେ ହୀରାକୁଦଠାରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ବିଶେଷ କରି ପଞ୍ଚମ ଓ ଦଶମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଅଗ୍ରଣୀ ଶିକ୍ଷାନୁଷ୍ଠାନଗୁଡିକରେ ପ୍ରବେଶ କରାଇବା…
ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ
ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି ନାହିଁ। ଗାଲୱେ ଡ୍ରାଇଭରେ ଥିବା ଏକ ବାସଭବନରେ ଏହି ଘଟଣା ଘଟିଛି। ଅଧିକାରୀଙ୍କ କହିବାନୁସାରେ,…
ପହିଲାରୁ ଫୁଲ୍ ପଇସା ଭାସୁଲ ସେଲ୍
ଭୁବନେଶ୍ୱର,୩୦।୪: ରିଲାଏନ୍ସ ଗ୍ରୁପର ଅଗ୍ରଣୀ କମ୍ପାନୀ ତଥା ରିଟେଲ ପ୍ଲାଟଫର୍ମ ସ୍ମାର୍ଟ ବଜାର ଓ ଜିଓ ମାର୍ଟର ଲୋକପ୍ରିୟ ଅଫର ‘ଫୁଲ ପଇସା ଭାସୁଲ ସେଲ୍’ର ଶୁଭାରମ୍ଭ ୨୦୨୪ ମେ ୧ରୁ ଆରମ୍ଭ ହେଉଛି। ଏପରିକି ପ୍ଲାଟଫର୍ମର ଏଡିଶନ ୨୦୨୪ ମେ…
ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍ ଆପଣାଇଛନ୍ତି ନେତା
କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା କରାଯାଇଛି।…
ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ
ପୁରୀ,୩୦ା୪(ଅଜିତ୍ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିଲେ। ପରସ୍ପରକୁ ଗାଳିଗୁଲଜ କରିବା ସହ ଧସ୍ତାଧସ୍ତି ସ୍ଥିତି ଉପୁଜିଥିଲା। ଉଭୟ…
ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ
ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ…
୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ
ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୫ ଓ ୬ ତାରିଖ ଦୁଇଦିନ ଗ୍ରୀଷ୍ମ…
Archives


