ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ
ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ସହ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଛି । ଏଥିପାଇଁ ପ୍ରତିବର୍ଷ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପ୍ରୟାସ କରାଯାଉଛି । ଏଥିରେ ଛାତ୍ରୀଛାତ୍ରଙ୍କ ରଚନା ଲିଖନଠାରୁ ଆରମ୍ଭ କରି…
ଦୁଃଖଦ ଘଟଣା: ୪ ଦିବ୍ୟାଙ୍ଗ ଝିଅଙ୍କ ସହ ଆତ୍ମହତ୍ୟା କଲେ ପିତା
ନୂଆଦିଲ୍ଲୀ,୨୮।୯: ରାଜଧାନୀ ଦିଲ୍ଲୀରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ଆତ୍ମହତ୍ୟା କରଛନ୍ତି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତ ଦେହକୁ ଉଦ୍ଧାର କରାଯାଇଛି। ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ,…
ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ
ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ ସେବାଯତ୍ନ କରିବାରେ ଲାଗିଛନ୍ତି। ଏଭଳି ଏକ ପରିବାର କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ମହାଦେଇପାଟଣା…
ଲେବାନନରେ ପୁଣି ଏୟାରଷ୍ଟ୍ରାଇକ୍ କଲା ଇସ୍ରାଏଲ୍: ଟଳିପଡ଼ିଲେ ହେଜ୍ବୋଲ୍ଲା କମାଣ୍ଡର
ବେରୁଟ,୨୮।୯:ଲେବାନନର ରାଜଧାନୀ ବେରୁଟରେ ହେଜ୍ବୋଲ୍ଲାର ମୁଖ୍ୟାଳୟ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଥିଲା। ଏହି ଆକ୍ରମଣ ଏତେ ଦ୍ରୁତ ଗତିରେ ଥିଲା ବେରୁଟରେ ପ୍ରଚଣ୍ଡ ଶବ୍ଦ ଶୁଭିଥିଲା। ଏଥିସହିତ ହେଜ୍ବୋଲ୍ଲାର ମୁଖ୍ୟାଳୟ ନଷ୍ଟ ହୋଇଯାଇଥିଲା। ହେଜ୍ବୋଲ୍ଲା ମୁଖ୍ୟ ହାସନ ନାସରାଲ୍ଲାଙ୍କୁ ଟାର୍ଗେଟ…
ଭଦ୍ରକରେ ଇଣ୍ଟରନେଟ୍ ସେବା ବନ୍ଦ: ୧୦ ଗିରଫ
ଭଦ୍ରକ,୨୮।୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ…
ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ
କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଆୟୋଜିତ ଉତ୍ସବରେ ଜିଲାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି…
ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ
ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳ…
ଅନାହାରରେ ଆଖି ବୁଜିଲେ ମହିଳା
ନିଶ୍ଚିନ୍ତକୋଇଲି, ୨୮।୯(ଅଶୋକ କୁମାର ମହାପାତ୍ର):ଅନାହାରରେ ଜଣେ ବିଧବା ମହିଳା ଆଖିବୁଜିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗଁାରେ ଶୁକ୍ରବାର ଘଟିଛି ଏହି ଅକାଳ ମୃତ୍ୟୁ। ମୃତକ ହେଲେ ଜଗତ୍ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…
ଜଳାତଙ୍କ କ’ଣ, ଏହା କିପରି ବ୍ୟାପେ ଜାଣନ୍ତୁ…
‘ଓ୍ବାଲର୍ଡ ରାବିଜ୍ ଡେ’ ବା ବିଶ୍ୱ ଜଳାତଙ୍କ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖରେ ପାଳନ କରାଯାଇଥାଏ। ଏହି ଦିନ ଜଳାତଙ୍କର ପ୍ରତିଷେଧକ ଟିକା ଉଦ୍ଭାବନ କରିଥିବା ଲୁଇ ପାଶ୍ଚରଙ୍କ ପରଲୋକ ଘଟିଥିଲା। ଏହି ଦିବସରେ ବିଭିନ୍ନ ଗଣମାଧ୍ୟମ ଏବଂ ଅନୁଷ୍ଠାନ…
୬ ବର୍ଷ ପାଇଁ ୧୩ ନେତାଙ୍କୁ ଦଳରୁ ବହିଷ୍କାର କଲା କଂଗ୍ରେସ
ଚଣ୍ଡିଗଡ଼,୨୭।୯: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଉତ୍ତେଜନା ମଧ୍ୟରେ ରାଜ୍ୟ କଂଗ୍ରେସ କମିଟି ଶୁକ୍ରବାର ଏକ ବଡ ପଦକ୍ଷେପ ନେଇଛି। ଦଳ ୧୩ ଜଣ ନେତା ଏବଂ କର୍ମୀଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରି ଏକ ବିଜ୍ଞପ୍ତି ଜାରି…
କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ
ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ ଆଦେଶ…
ଯୁବତୀ-ମହିଳାଙ୍କୁ ଟାର୍ଗେଟ୍ କରି ଲୁଟୁଥିଲେ ସୁନା ଚେନ୍, ୪ ଜଣଙ୍କୁ ବାନ୍ଧିଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର,୨୭ା୯: ବାଇକ୍ରେ ଆସି କଟକ, ଭୁବନେଶ୍ୱରର ଯୁବତୀ ଏବଂ ମହିଳାଙ୍କୁ ଟାର୍ଗେଟ୍ କରି ସୁନା ଚେନ୍ ଲୁଟୁଥିଲେ। ଏହି ଲୁଟେରା ଗ୍ୟାଙ୍ଗର ମୁଖ୍ୟ ସହ ୪ ଜଣଙ୍କୁ ଧରିଛି କମିଶନରେଟ୍ ପୋଲିସ। ଗ୍ୟାଙ୍ଗ୍ ମୁଖ୍ୟଙ୍କ ନାଁରେ ସୁରଟରୁ ନେଇ ପୁରୀ ଚନ୍ଦନପୁରରେ…

