Home

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି ଥରେ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି ଟିକେଟ୍‌ ନ ପାଇ ଭାଜପାରୁ ଆଶାୟୀ ଥିବା ଯୁବନେତା ପୁଲିନ ପ୍ରକାଶ ପୁହାଣ ା…

ଇଂଲଣ୍ଡକୁ ହରାଇ କ୍ୱାର୍ଟରରେ ଭାରତ

ଚେଙ୍ଗଡୁ,୩୦ା୪(ପି.ଟି.): ଥୋମାସ୍‌ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡକୁ ଏକପାଖିଆ ୫-୦ରେ ପରାସ୍ତ କରିବା ସହ ଗ୍ରୁପ୍‌ ସି’ରେ ସ୍ଥାନ ପାଇଥିବା ଭାରତ କ୍ୱାର୍ଟରରେ ପ୍ରବେଶ କରିଛି। ପୂର୍ବରୁ ଭାରତ ଏହାର ପ୍ରଥମ…

୨୨ ଜଣିଆ ଓଡ଼ିଶା ମହିଳା ଦଳ ଘୋଷଣା

ଭୁବନେଶ୍ୱର,୩୦ା୪, (ସରୋଜ ଜେନା): ରାଜମାତା ଜିଜାବାଈ ଫୁଟବଲ ଟୁର୍ନାମେଣ୍ଟ ପାଇଁ ୨୨ ଜଣିଆ ଓଡ଼ିଶା ମହିଳା ଫୁଟବଲ ଦଳ ସୋମବାର ଘୋଷଣା କରାଯାଇଛି। ମେ ୧ରୁ ୧୫ ଯାଏ କୋଲକାତାରେ ଏହି ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଓଡ଼ିଶା ଦଳରେ ୩…

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ମୁମ୍ବାଇଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର…

ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ ଲଗାତର ଡାଲି ଦର ବଢ଼ୁଥିବା ହେତୁ କେନ୍ଦ୍ର ସରକାର ଏପରି ପଦକ୍ଷେପ ନେଇଛନ୍ତି। ସୋମବାର…

ଇଆଇପିଏଲ୍‌ ସହ ଏଚ୍‌ଡିଏଫ୍‌ସି କ୍ୟାପିଟାଲର ସହଭାଗିତା

ଭୁବନେଶ୍ୱର,୩୦।୪: ଏଚ୍‌ଡିଏଫ୍‌ସି କ୍ୟାପିଟାଲ ଆଡଭାଇଜର୍ସ ଲିମିଟେଡ ଏବଂ ଏଲଡେକୋ ଇନ୍‌ଫ୍ରାଷ୍ଟ୍ରକଚର ଆଣ୍ଡ ପ୍ରପର୍ଟିଜ ଲିମିଟେଡ (ଇଆଇପିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଛି। ଏପରିକି ସାରା ଭାରତରେ ଆବାସିକ ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ ଉଭୟ ସଂସ୍ଥା ଲକ୍ଷ୍ୟ ରଖିଥିବା ବେଳେ…

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା ପାଇଁ ଚିନ୍ତା କରିପାରିବେ ନାହିଁ ା କିନ୍ତୁ ଓଡ଼ିଶା ଭାଜପା ସଂସ୍କୃତିକୁ ପ୍ରଥମେ ବୁଝିବା…

ହିଣ୍ଡାଲ୍‌କୋର ପ୍ରୋଜେକ୍ଟ ‘ଜ୍ଞାନାର୍ଜନ’

ଭୁବନେଶ୍ୱର,୩୦।୪: ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ କମ୍ପାନୀ ହିଣ୍ଡାଲ୍‌କୋର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଜ୍ଞାନାର୍ଜନ’ ନିକଟରେ ହୀରାକୁଦଠାରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି। ବିଶେଷ କରି ପଞ୍ଚମ ଓ ଦଶମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଅଗ୍ରଣୀ ଶିକ୍ଷାନୁଷ୍ଠାନଗୁଡିକରେ ପ୍ରବେଶ କରାଇବା…

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି ନାହିଁ। ଗାଲୱେ ଡ୍ରାଇଭରେ ଥିବା ଏକ ବାସଭବନରେ ଏହି ଘଟଣା ଘଟିଛି। ଅଧିକାରୀଙ୍କ କହିବାନୁସାରେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri