ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟକା!
ନୂଆଦିଲ୍ଲୀ,୨୬।୯: ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଗୁଜରାଟ ସରକାରଙ୍କୁ ଏକ ବଡ ଝଟ୍କା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ଯେଉଁଥିରେ ବିଲକିସ ବାନୋ ମାମଲାରେ ଜଡିତ ଦୋଷୀଙ୍କୁ ମୁକ୍ତ କରିବାର ଆଦେଶର ସମିକ୍ଷା ପାଇଁ ଆବେଦନ…
କୃଷକଙ୍କ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ସରକାର
ରାଞ୍ଚି,୨୬।୯: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କରିଛନ୍ତି। ଗୁରୁବାର ରାଞ୍ଚିର ପ୍ରଭାତ ତାରା ଗ୍ରାଉଣ୍ଡରେ ଆୟୋଜିତ ହୋଇଥିବା ‘କିସାନ ସମ୍ମେଳନ’ ସମୟରେ…
ଏନଡିଏ ହିଁ ଏନଡିଏକୁ ହରାଇଛି, ଉପେନ୍ଦ୍ରଙ୍କ ଚମକାଇଭା ଭଳି ବୟାନ
ଔରଙ୍ଗାବାଦ,୨୬।୯: ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ରାଜ୍ୟ ସଭା ସଦସ୍ୟ ଉପେନ୍ଦ୍ର କୁଶୱାହ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କର୍ମୀମାନଙ୍କ ସହ ଲୋକ ସଭା ନିର୍ବାଚନର ଫଳାଫଳ ସମୀକ୍ଷା କରାଯାଇଛି। ସମୀକ୍ଷା ବୈଠକରୁ ଜଣାପଡିଛି ଯେ…
ୟୁ ଟ୍ୟୁବର ଏଲଭିଶ ଯାଦବ, ଫାଜିଲପୁରିଆଙ୍କ ଉପରେ ଇଡିର ଆକ୍ସନ
ନୂଆଦିଲ୍ଲୀ,୨୬।୯: ମନି ଲଣ୍ଡରିଂ ମାମଲାରେ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅନ୍ୟ କେତେକଙ୍କ ବିରୋଧରେ ଏକ ବଡ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ବହୁ ପରିମାଣର ସମ୍ପତ୍ତି ଜବତ କରିଛି। ସରକାରୀ ସୂତ୍ର ଗୁରୁବାର ସମ୍ବାଦ ଏଜେନ୍ସି ପିଟିଆଇକୁ ଏହି ସୂଚନା…
କମ୍ୟୁନିଟି ସପୋର୍ଟ ଷ୍ଟାଫ୍ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଦାବି ପୂରଣ ନ ହେଲେ…
ଛତ୍ରପୁର,୨୬ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ଙ୍କୁ ଗତ ୬ ମାସ ହେଲା ଦରମା ମିଳିନି। ଉକ୍ତ ବକେୟା ପାରିଶ୍ରମିକ ପ୍ରଦାନ ଦାବି ନେଇ ଏମାନେ କଲମ ଛାଡ଼ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ ହେବା…
ପ୍ରଶାସନିକ ସ୍ତରରେ ବଡ଼ ପରିବର୍ତ୍ତନ: ବଦଳିଲେ ଦାରିଙ୍ଗବାଡ଼ି ବିଡିଓ, ଆସିଲେ…
ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ରାଜ୍ୟରେ ଗତ ଦୁଇଦିନ ହେଲା ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଛି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବଦଳି ତାଲିକାରେ ଦାରିଙ୍ଗବାଡ଼ିକୁ ନୂତନ ବିଡିଓ ଭାବେ ପ୍ରୀତିରଞ୍ଜନ ରଥଙ୍କୁ ବଦଳି…
ମୋଦି ବହୁତ ଶକ୍ତିଶାଳୀ, ହେଲେ ଭାଗବାନ ନୁହେଁ: କେଜରିଓ୍ବାଲ
ନୂଆଦିଲ୍ଲୀ,୨୬।୯: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ୍ ବର୍ଷିଛନ୍ତି। ସେ ଦିଲ୍ଲୀର କାମ ବନ୍ଦ କରିଥିବା ଅଭିଯୋଗ କରିଛନ୍ତି। ଦିଲ୍ଲୀ ବିଧାନସଭାର ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ…
ରାହୁଲ ବାବାଙ୍କ ୩ ପିଢି ପର୍ଯ୍ୟନ୍ତ ଏତେ ଦମ୍ ନାହିଁ ଯେ ୩୭୦ ଫେରାଇ ଆଣିବେ: ଶାହା
ନୂଆଦିଲ୍ଲୀ,୨୬।୯: ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ତଥା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଉଧମପୁର, ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ କଡ଼ା ଟାର୍ଗେଟ…
ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ
ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ଭେଣ୍ଟିଲେଟରରେ ରଖାଯାଇଥିଲା। ରାତି ପ୍ରାୟ…
ଅଧାରୁ ଭାଷଣ ବନ୍ଦ କରି କାହିଁକି ହସିଲେ ମୋଦି
ଚଣ୍ଡିଗଡ଼,୨୬।୯: ହରିୟାଣାର ସୋନିପତ ଠାରେ ବୁଧବାର ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନତାଙ୍କୁ ସମ୍ବୋଧିତ କରୁଥିବା ବେଳେ ହଠାତ୍ ଅଧାରୁ ଅଟକି ଯାଇଥିଲେ। ସେ ତାଙ୍କ ଭାଷଣ ବନ୍ଦ କରି ଏକ ବାଳକ ବିଷୟରେ କହିବାକୁ ଲାଗିଲେ। ଘଟଣା…
ଫୁଲୁଛି ସୁବର୍ଣ୍ଣରେଖା: ପୁଣି ଏକ ବନ୍ୟା ଆଶଙ୍କା, ଲୋକେ ଭୟଭୀତ
ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉତ୍ତର ବାଲେଶ୍ୱର ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। ୩ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବାରୁ ଗ୍ରାମ, ବଜାର, ହାଟ ବର୍ଷା ପାଣିରେ ବୁଡ଼ିଯାଇ ବେହାଲ ହୋଇଛି। ଘନଘନ…
ହିଜାବରେ ନଜର ଆସିବେ ମହିଳା ସେନା, ମୁଣ୍ଡ ନୁହାଁଇଲେ ସରକାର
ଢାକା,୨୬।୯: ବାଂଲାଦେଶରେ ଶେଖ ହାସିନା ସରକାରଙ୍କ ପତନ ପରେ ସମଗ୍ର ଦେଶରେ ଇସଲାମୀକରଣ ତୀବ୍ର ହୋଇଛି। ସରକାରଙ୍କ କଥା ଛାଡନ୍ତୁ, ବର୍ତ୍ତମାନ ବାଂଲାଦେଶ ସେନା ମଧ୍ୟ ମୌଳିକବାଦୀଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡିଛି। ଏହା ପ୍ରଥମ ଥର ପାଇଁ ବାଂଲାଦେଶ ସେନା…

