Home

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି ବୋଲି ଅଭିଯୋଗ ହୋଇଆସୁଛି। ହୋଟେଲ, ଢ଼ାବା, ଜଳଖିଆ ଦୋକାନର ବାସି ଓ ଦୂଷିତ ଖାଦ୍ୟ…

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର ଥିଲେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ। ରାସ୍ତା, ପାନୀୟ ଜଳ, ବିଦ୍ୟୁତ,…

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା କାମ ସରୁନାହିଁ। ଫଳରେ ତେନ୍ତୁଳିଦା, ଦୁର୍ଗାଦେବୀ ଓ ପତ୍ରିପାଳ ପଞ୍ଚାୟତର ପାଖାପାଖି ୪୦ରୁ…

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ତୃଣମୂଳସ୍ତରରେ ଚାଷୀମାନେ ସୁଫଳ ପାଉନାହାନ୍ତି। ୧୫ ଦିନ…

ନୋଟା ହେଉ ପ୍ରାର୍ଥୀ

ଅଷ୍ଟାଦଶ ଲୋକ ସଭା ଲାଗି ଦେଶରେ ନିର୍ବାଚନ ଚାଲିଛି। ୭ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପରେ ଜୁନ୍‌ ୪ରେ ଗଣତି ହେବ ବୋଲି କାର୍ଯ୍ୟସୂଚୀ ସ୍ଥିର ହୋଇଛି। ହେଲେ ୨୨ ଏପ୍ରିଲରେ ଗୁଜରାଟର ସୁରଟ ଲୋକ ସଭା ଆସନରୁ ଭାରତୀୟ ଜନତା…

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ ପ୍ରାୟ ୮୩ ପ୍ରତିଶତ ଯୁବପିଢ଼ି ଅଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ମୁଦ୍ରାନୀତି କମିଟି (ଏମ୍‌ପିସି)…

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ ଭିକ୍ଷୁକମାନେ ବସୁ ନାହାନ୍ତି, ତଥାପି ଏବେ ବି ଅନେକ ସ୍ଥାନରେ ଭିକାରୀ ଭିକ୍ଷାବୃତ୍ତି କରୁଥିବା…

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା ସର୍କୁଲାରରେ ସେବା (ଅପ୍ଟ-ଆଉଟ କିମ୍ବା ଅପ୍ଟ-ଇନ) ଚୟନ କରିବାକୁ ଯାତ୍ରୀମାନଙ୍କୁ ସ୍ବାଧୀନତା ଦେବା ପାଇଁ…

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର ଉନ୍ମୋଚନ ସହ ବଜାର…

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାବେଳେ ଖାରବେଳନଗର ଥାନା ପୋଲିସ ୨ ଭାଇଙ୍କ ସମେତ ୩ ଜଣଙ୍କୁ…

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦ ଷ୍ଟାର୍ଟଅପ୍‌ ୟୁନିଟ୍‌ ସର୍ବଭାରତୀୟସ୍ତରରେ ଥିଲାବେଳେ ବର୍ତ୍ତମାନ ଏହି ସଂଖ୍ୟା ପ୍ରାୟ ୩୦୦ଗୁଣ ବଢିଛି ବୋଲି…

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌ ଭାବେ ତନିସ୍କ ଏହାକୁ ଗ୍ରାହକ ନିକଟରେ ଉପସ୍ଥାପନ କରିଛି। ରିଭା ନିଜର ବିବିଧ ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri