Home

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି ହେଉଛି। ଏହାସତ୍ତ୍ୱେ କୁକୁଡା ଚାଷୀଙ୍କୁ ଲାଭ ମିଳୁନି। ବାହାର ଓ ରାଜ୍ୟର କେତେଗୋଟି କମ୍ପାନୀ…

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା ପରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବାକୁ ଯାଉଥିବା ସ୍ପଷ୍ଟ ହୋଇଛି। ଏହି ନିର୍ବାଚନମଣ୍ଡଳୀ ପାଇଁ ଗଣେଶ୍ୱର…

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ମିସୁକୋ ଟୋଟୋରି ନିଯୁକ୍ତ ହୋଇଛନ୍ତି। ପ୍ରଥମ ମହିଳା ଭାବେ ଟୋଟୋରି ଏହି ଦାୟିତ୍ୱ…

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପର୍ଯ୍ୟନ୍ତ ଗୈରିକ ଦଳର ନେତାମାନେ ପ୍ରଚାର…

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ। ଏହି…

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌ କ୍ରିଷ୍ଣା ଉପସ୍ଥିତ ଥିଲେ। ତାଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଆହୁରି ଅନେକ ଅଧିକାରୀ ମଧ୍ୟ…

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର ପ୍ରଚାର କାର୍ଯ୍ୟରେ ପିଲାମାନଙ୍କୁ ସାମିଲ କରାଯାଉଥିବା ନେଇ ଅଭିଯୋଗ ପାଇବା ପରେ ଓଡ଼ିଶା ଅତିରିକ୍ତ…

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି। ଆଗାମୀ ଦିନରେ ଭାରତ ମହାସାଗରରେ ପାଖାପାଖି ସ୍ଥାୟୀ ଗ୍ରୀଷ୍ମ ଲହର ଅନୁଭୂତ ହେବାକୁ ଯାଉଥିବା…

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା ଶେଷ କରିପାରିନାହନ୍ତି। ଭାଜପା ୭ ବିଧାନସଭା ଆସନ ଘସିପୁରା, ବାରବାଟୀ-କଟକ, ବେଗୁନିଆ, ଭୋଗରାଇ, ନୀଳଗିରି,…

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର ପୁଣି ପ୍ରାର୍ଥୀ ବଦଳିବା ସମ୍ଭାବନା ରହିଛି। ଗତ ୪ଟି ବିଧାନସଭା ନିର୍ବାଚନରେ ଏଠାରେ ଜଣେ…

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହୁଥିବା ବେଳେ ଜନଜୀବନ…

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି ପ୍ରାର୍ଥୀମାନେ ସୋମବାରଠାରୁ ନାମାଙ୍କନ ଦାଖଲ କରିବେ। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri