Home

ଭାଜପାକୁ ଫସାଇଦେଲେ କଙ୍ଗନା: କଂଗ୍ରେସକୁ ମିଳିବ ଜବରଦସ୍ତ ଲାଭ

ନୂଆଦିଲ୍ଲୀ,୨୬।୯: ୨୦୨୧ରେ ମୋଦି ସରକାରଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ୩ କୃଷି ଆଇନକୁ ଫେରାଇ ଆଣିବା ଉଚିତ ବୋଲି ମଙ୍ଗଳବାର ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତ ବୟାନ ଦେଇଥିଲେ। ଯାହାକୁ ନେଇ ତୁମ୍‌ତତେବେ ବୁଧବାର ସେ ଏହି ବୟାନକୁ ନେଇ କ୍ଷମା…

କୁଟୀର ଶିଳ୍ପରେ ପରିଣତ ହେଲାଣି ମହୁଲି ମଦ, ବେପାରୀ-ଅବକାରୀ ବିଭାଗ ସଲାସୁତରା

ଅମରପାଲି,୨୬ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅବକାରୀ ଥାନା ଅଞ୍ଚଳରେ ମହୁଲି ମଦ ପ୍ରସ୍ତୁତି କୁଟୀର ଶିଳ୍ପରେ ପରିଣତ ହୋଇଛି। ବେଫିକର ଭାବେ ଗାଁ ଗାଁରେ ବେଆଇନ ଭାବେ ତିଆରି ହେଉଛି ନକଲି ମଦ। ଅବକାରୀ ବିଭାଗ ସବୁ ଜାଣି ମଧ୍ୟ…

କୃଷକଙ୍କ ପାଇଁ ଖୁସିଖବର: ଏହି ଦିନ ଖାତାକୁ ଆସିବ ଟଙ୍କା

ନୂଆଦିଲ୍ଲୀ,୨୬।୯: ଦେଶର କୋଟି କୋଟି ଚାଷୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୮ତମ କିସ୍ତିର ତାରିଖ ଘୋଷଣା କରାଯାଇଛି। ସରକାରୀ ୱେବସାଇଟ ଅନୁଯାୟୀ, ଅକ୍ଟୋବର ୫, ୨୦୨୪ରେ ୧୮ତମ କିସ୍ତିର ପରିମାଣ କୃଷକଙ୍କ…

ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍‌ସେଟ୍‌ ଲଗାଇ ପାଣି ନିଷ୍କାସନ…

ପ୍ରବଳ ବର୍ଷା ଯୋଗୁ ମୋଦିଙ୍କ ପୁଣେ ଗସ୍ତ ବର୍ଷା ବାତିଲ୍‌

ନୂଆଦିଲ୍ଲୀ,୨୬।୯: ମହାରାଷ୍ଟ୍ରରେ ପ୍ରବଳ ବର୍ଷା ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୁଣେ ଗସ୍ତ ବାତିଲ ହୋଇଛି। ମହାରାଷ୍ଟ୍ରର ଅନେକ ସହରରେ ପ୍ରବଳ ବର୍ଷା ହେତୁ ପରିସ୍ଥିତି ଚିନ୍ତାର କାରଣ ହୋଇଛି। ରାସ୍ତାରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ସାଧାରଣ ଜୀବନ…

ପ୍ରଜ୍ଞାନନ୍ଦ-ଇରିଗାସିଙ୍କ ମ୍ୟାଚ ଦେଖି ମୋଦି ମୁଗ୍ଧ:ପ୍ରଶଂସାରେ ପୋତିପକାଇଲେ

ନୂଆଦିଲ୍ଲୀ, ୨୬।୯ (ପି.ଟି.):ବୁଦାପେଷ୍ଟରେ ଅନୁଷ୍ଠିତ ୪୫ତମ ଚେସ୍‌ ଅଲିମ୍ପିଆଡ୍‌ରେ ଐତିହାସିକ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳ (ମହିଳା ଓ ପୁରୁଷ)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ବୁଧବାର ଉଭୟ ମହିଳା ଓ ପୁରୁଷ ଦଳର ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ…

କାହିଁକି ପ୍ରେମିକାଙ୍କୁ ୫୯ ଖଣ୍ଡ କରି ଫ୍ରିଜ୍‌ରେ ରଖିଥିଲେ ମୁକ୍ତିରଞ୍ଜନ: ସୁଇସାଇଡ୍‌ ନୋଟ୍‌ରୁ ଖୋଲିଲା ଗୁମର

ବେଙ୍ଗାଲୁରୁ,୨୬।୯: ଅପରାଧୀ ଯେତେ ଚାଲାକ ଚତୁର ହେଲେ ମଧ୍ୟ ଦଣ୍ଡରୁ ବର୍ତ୍ତିପାରିବେ ନାହିଁ। ଆଇନ ଅଦାଲତରେ ଦଣ୍ଡିତ ହେବା ପୂର୍ବରୁ ସମ୍ଭବତଃ ଧରାପଡ଼ିବା ଭୟରେ ଆମତ୍ହତ୍ୟା କରିବା ଭଳି ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବେଙ୍ଗାଲୁରୁର ବହୁଚର୍ଚ୍ଚିତ ମହାଲକ୍ଷ୍ମୀ ହତ୍ୟା…

ପରମାଣୁ ବୋମା ପକାଇବ ରୁଷିଆ: ପୁଟିନ୍‌ଙ୍କ ଫାଇନାଲ ଚେତାବନୀ

ମସ୍କୋ,୨୬।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପଶ୍ଚିମ ଦେଶମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି। ତାଙ୍କ ବିବୃତ୍ତି ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ୟୁକ୍ରେନର ବର୍ଦ୍ଧିତ ଆକ୍ରମଣ ସମ୍ପର୍କରେ ପୁଟିନ ପାଶ୍ଚାତ୍ୟ ଦେଶମାନଙ୍କୁ ଚେତାବନୀ ଦେଇ କହିଛନ୍ତି, ଯଦି ରୁଷିଆକୁ…

ପ୍ରବଳ ବର୍ଷା: ଏହି ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ପୁରୀ,୨୬।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି…

ପ୍ରବଳ ବର୍ଷା: ସ୍କୁଲ-କଲେଜ ଛୁଟି ଘୋଷଣା

ମୁମ୍ବାଇ,୨୬।୯: ମୁମ୍ବାଇରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ଦେଖାଦେଇଛି। ଅନେକ ଲୋକ ବର୍ଷାରେ ଫସି ରହିଛନ୍ତି। ବର୍ଷା ଯୋଗୁ ଟ୍ରାଫିକ ମଧ୍ୟ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ ସ୍କୁଲ-କଲେଜ୍‌…

ଏସିଆର ତୃତୀୟ ଶକ୍ତିଶାଳୀ ଦେଶ ହେଲା ଭାରତ, ସୁପର ପାଓ୍ବାର ଋଷିଆ-ଜାପାନକୁ ପଛରେ ପକାଇଲା

ନୂଆଦିଲ୍ଲୀ,୨୬।୯: ଜାପାନକୁ ପଛରେ ପକାଇଲା ଭାରତ। ଏସିଆରେ ତୃତୀୟ ଶକ୍ତିଶାଳୀ ଦେଶ ଭାବେ ପରିଗଣିତ ହେଲା ଭାରତ। ଏସିଆ ପାୱାର ଇଣ୍ଡେକ୍ସ ଅନୁସାରେ ଭାରତ ଏସିଆର ତୃତୀୟ ସ୍ଥାନରେ ପହଞ୍ଚିଛି। ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି।…

ମାତ୍ର ୩୫ ରନ୍‌ କରିବା ମାତ୍ରେ ଇତିହାସ ରଚିବେ କୋହଲି: ଭାଙ୍ଗିବେ ‘ବିରାଟ’ ରେକର୍ଡ

ନୂଆଦିଲ୍ଲୀ,୨୬।୯:ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ନଜର ଏକ ବଡ଼ ରେକର୍ଡ ଉପରେ ରହିଛି। କାନପୁର ଟେଷ୍ଟରେ ସେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। କିଙ୍ଗ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ୨୭ ହଜାର ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?