ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର
ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଏନ୍ଡିଏ ପ୍ରାର୍ଥୀ ରେଭନ୍ନା କେତେଜଣ ମହିଳାଙ୍କ ସହ ଆପତ୍ତିଜନକ ଅବସ୍ଥାରେ…
ଗୁଜରାଟକୁ ଶକ୍ତ ଧକ୍କା: ଆର୍ସିବିର ଦମ୍ଦାର ବିଜୟ
ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ ମ୍ୟାଚରେ ଦମ୍ଦାର ବିଜୟ ହାସଲ କରିଛି। ଜ୍ୟାକ୍ସ ଓ କୋହଲିଙ୍କ ବ୍ୟାଟିଂ ଆଗରେ…
ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ ଦଳ…
ଆପ୍ର ପ୍ରଚାର ଗୀତକୁ ବ୍ୟାନ୍ କଲା ଇସି
ନୂଆଦିଲ୍ଲୀ,୨୮ା୪:ଆମ୍ ଆଦ୍ମୀ ପାର୍ଟି (ଆପ୍)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍ ଗୀତ ‘ଜେଲ କେ ଜବାବ ମେ ହମ୍ ଭୋଟ ଦେଙ୍ଗେ’ ଶାସକ ଭାଜପା ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିରୋଧରେ…
ନାଭାଲ୍ନି ଗ୍ରୁପ୍ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ
ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍ ସରକାର ଗିରଫ କରି ଜେଲ ପଠାଇଛନ୍ତି। ସେମାନଙ୍କ ବିରୋଧରେ ଉଗ୍ରବାଦ ଅଭିଯୋଗ ଅଣାଯାଇଛି। ରୁଷୀୟ…
ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ
କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା…
ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ ସାକ୍ଷାତକାର…
୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍
ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। କଟକରୁ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋସ, ଜଗତସିଂହପୁରରୁ ପ୍ରତିମା…
୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା
ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ ଠାରେ…
ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା
ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି। ସକାଳ ୮ଟାରୁ ବି ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୪୦ ପାଖାପାଖି ହୋଇଯାଉଛି। ଆଉ…
ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା
ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା…
ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍…
ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା…
Archives


