Home

ରକ୍ତମୁଖା ହେଲା ଦନ୍ତା: ଶୋଇଥିବାବେଳେ ଘରୁ ଘୋଷାଡି ଆଣି ମହିଳାଙ୍କୁ ଦଳିଦେଲା

ବାରିପଦା,୨୬।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ଦନ୍ତା ଆକ୍ରମଣରେ ପୁଣି ଜଣକଙ୍କ ଜୀବନ ନେଇଛି। ରାତିରେ ଘରେ ପଶି ଶୋଇଥିବା ଜଣେ ମହିଳାଙ୍କୁ ଘୋଷାଡି ଆଣି ଘର ବାହାରେ କଚାଡି ମାରିଛି। ମୃତା ମହିଳା…

ତୁରନ୍ତ ଲେବାନନ୍‌ ଛାଡନ୍ତୁ ଭାରତୀୟ: ଦୂତାବସ ପକ୍ଷରୁ ନିର୍ଦ୍ଦେଶ ଜାରି

ନୂଆଦିଲ୍ଲୀ,୨୬।୯: ଇସ୍ରାଏଲ ଲେବାନନରେ ଏୟାର ଷ୍ଟ୍ରାଇକକୁ ତୀବ୍ର କରିଛି। ହେଜ୍‌ବୋଲ୍ଲା ମଧ୍ୟ କ୍ରମାଗତ ଭାବରେ ଇସ୍ରାଏଲ ଉପରେ ଆକ୍ରମଣ କରୁଛି। ଏହି କାରଣରୁ ସେଠାରେ ଅବସ୍ଥା କ୍ରମାଗତ ଭାବେ ଖରାପ ହେଉଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଦୂତାବାସ ସେଠାରେ ରହୁଥିବା…

ଏରେଣ୍ଡେଇ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା

ପାଟଣା,୨୬ା୯(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ପଞ୍ଚାୟତର ମୋଟ ୧୧ ଜଣ ୱାର୍ଡ ସଦସ୍ୟଙ୍କ ମଧ୍ୟରୁ ୯ ଜଣ ଗତ ଅଗଷ୍ଟ ୨୭ରେ ଉପ ଜିଲାପାଳ ଉମାଶଙ୍କର ଦଳେଇଙ୍କୁ…

ଟ୍ରୁଡୋଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଓଟାଓ୍ବା, ୨୬।୯:କାନାଡା ପାର୍ଲାମେଣ୍ଟରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ବିରୋଧରେ ମୁଖ୍ୟ ବିରୋଧୀ ଦଳ କଞ୍ଜରଭେଟିଭ ପାର୍ଟି ଅଫ୍‌ କାନାଡାର ନେତା ପିୟରେ ପୋଲେଭ୍ରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି। ଫଳରେ ବୁଧବାର କାନାଡା ପାର୍ଲାମେଣ୍ଟରେ ବିଭିନ୍ନ ପ୍ରସଙ୍ଗରେ ବିତର୍କ କରାଯାଇଛି।…

ଇରାନ ରଚୁଛି ଟ୍ରମ୍ପ୍‌ଙ୍କ ହତ୍ୟା ଷଡ଼ଯନ୍ତ୍ର:ଆମେରିକୀୟ ଗୋଇନ୍ଦା ଅଧିକାରୀଙ୍କ ଚେତାବନୀ

ଓ୍ବାଶିଂଟନ, ୨୬।୯:ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଇରାନ ଷଡ଼ଯନ୍ତ୍ର ରଚୁଛି ବୋଲି ଆମେରିକୀୟ ଗୋଇନ୍ଦା ଏଜେନ୍ସି ‘ନ୍ୟାଶନାଲ ଇଣ୍ଟେଲିଜେନ୍ସ’ ପ୍ରକାଶ କରିଛି। ଆମେରିକାରେ ଅରାଜକତା ଏବଂ ଅସ୍ଥିରତା ବିସ୍ତାର…

ବିଜ୍ଞାନର ମୂଲ୍ୟାୟନ

ଅଧିକାଂଶ ଧାର୍ମିକ ବ୍ୟକ୍ତି ବିଜ୍ଞାନ ପ୍ରତି ଈର୍ଷା ଭାବ ପ୍ରକାଶ କରନ୍ତି। ହେଲେ ବିଜ୍ଞାନ ସିଦ୍ଧାନ୍ତ ଉପସ୍ଥାପନ କରି ଧର୍ମକୁ ଟପିଯାଇଛି। ଯାଦୁ ଶକ୍ତି ବଦଳରେ ତୁମ ପାଖରେ ଟେକ୍ନୋଲୋଜି (ପ୍ରଯୁକ୍ତି),ଏକ ଶିଳ୍ପଭିତ୍ତିକ ଜୀବନଶୈଳୀ ଓ ଅଧିକ ଉତ୍ପାଦନ, ଆଣ୍ଟିବାୟୋଟିକ୍‌ ଓ…

ଛେଚିବ ବର୍ଷା: ୨ ଜିଲାକୁ ଅରେଞ୍ଜ, ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୬।୯ (ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି…

ବାହାହେବାକୁ ଅଡିବସିଛନ୍ତି ପ୍ରେମିକା: ପ୍ରେମିକ ଘର ବାରଣ୍ଡାରେ ଧାରଣା

ବାଳକାଟୀ,୨୬/୯(ମନୋଜ ମଣ୍ଡଳ):ବାଲିଅନ୍ତା ଥାନା ଅଧୀନ ସରକଣା ଗ୍ରାମର ଜଣେ ଯୁବକଙ୍କୁ ବିବାହ କରିବା ଜିଦ୍‌ରେ ତାଙ୍କ ଘର ବାରଣ୍ଡାରେ ବୁଧବାର ଜଣେ ଯୁବତୀ ଧାରଣା ଦେଇଛନ୍ତି। ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କ ପ୍ରେମିକା ବୋଲି ଦାବି କରିଥିବାବେଳେ କିଛିଦିନ ତଳେ ଉଭୟଙ୍କ…

ସଜଡା ହେବାକୁ ଗଲା ‘ମୋ ସାଇକେଲ’

ଭୁବନେଶ୍ୱର, ୨୬/୯ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରର ସାଇକେଲ୍‌ ଟ୍ରାକ୍‌ରେ ପୁଣି ଗଡ଼ିବ ‘ମୋ ସାଇକେଲ’। ବର୍ଷାଦିନ ପରେ ପୁଣିଥରେ ମୋ ସାଇକେଲକୁ ନେଇ ଆଗ୍ରହ ଦେଖାଇବେ ସହରବାସୀ। ଏହି ଆଶା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଯୋଜନା ପ୍ରସ୍ତୁତ…

ନଭେମ୍ବର ୧୬ରେ ସରକାରୀ ଛୁଟି ଘୋଷଣା: ଜାଣନ୍ତୁ କାହିଁକି

କଟକ,୨୬/୯ (କାର୍ତ୍ତିକ ସାହୁ):କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ନଭେମ୍ବର ୧୬କୁ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ମୟୂରଭଞ୍ଜ ଜିଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ଏହି ଜିଲା ନିମନ୍ତେ ନଭେମ୍ବର ୧କୁ ଦୀପାବଳି/ କାଳୀପୂଜା ପରଦିନ ପାଇଁ…

କ୍ୱିକ୍‌ କମର୍ସ ଗ୍ରୋସେରି: ୩୧% ସହରୀ ବ୍ୟବହାରକାରୀ

ନୂଆଦିଲ୍ଲୀ,୨୬ା୯:ଗ୍ରୋସେରି କିଣାକିଣି କ୍ଷେତ୍ରରେ ବର୍ତ୍ତମାନ କ୍ୱିକ୍‌ କମର୍ସ ଅଭିବୃଦ୍ଧିର ଏକ ଗୁରୁତ୍ୱପୂର୍ଣ୍ଣ ଜରିଆ ପାଲଟିଛି। ୩୧% ଅନ୍‌ଲାଇନ୍‌ କ୍ରେତା ଇନ୍‌ଷ୍ଟାଣ୍ଟ ଡେଲିଭରି ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ ନିର୍ଭର କରୁଥିବାବେଳେ ୩୯% ସେମାନଙ୍କ ଟପ୍‌-ଅପ୍‌ ପର୍ଚେଜ୍‌ ପାଇଁ ବ୍ୟବହାର କରୁଛନ୍ତି। ଡେଟା ଆନାଲିଟିକ୍‌ ଫାର୍ମ…

ଅବଧି ଶେଷ ହେଲାଣି, ଜାହାଜ ଯେଉଁଠି ସେଇଠି

ପାରାଦୀପ,୨୬ା୯(ଶରତ ରାଉତ):ପାରାଦୀପ ବନ୍ଦରରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌.ଭି. ଦେବୀ ଜାହାଜ ଏବେ ବି ସମୁଦ୍ରର ଆଙ୍କରେଜ ଏରିଆରେ ରହିଛି। ସମ୍ପୃକ୍ତ ଜାହାଜକୁ ଓଡ଼ିଶା ହାଇକୋର୍ଟ ବିକ୍ରି କରିବାକୁ ଅଗଷ୍ଟ ୨୦ରେ ନିର୍ଦ୍ଦେଶ ଦେଇଥିଲେ। ଏହି ଜାହାଜର ମୂଲ୍ୟାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?