Home

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା। ତାଙ୍କ ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ ପ୍ରଥମେ ବଚସା ଏବଂ ପରେ ହାତାହାତି…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ ହୋଇଯାଇଛି । ତାଙ୍କ ପରଲୋକ ଖବର ଶୁଣି କଳାହାଣ୍ଡି ଜିଲାରେ ଶୋକର ଲହରୀ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର ବିଷୟ ପାଲଟିଛି ।ଏହି ଘଟଣାକୁ ନେଇ ଦାରିଙ୍ଗବାଡି ପୋଲିସ ପକ୍ଷରୁ ତଦନ୍ତ ତ୍ବରାନ୍ୱିତ…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ ଧୋଇବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପୂର୍ବରୁ ମଧ୍ୟ ସେ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି। ଯାହାର ସିସିଟିଭି ଫୁଟେଜ ଭାଇରଲ ହେବାରେ ଲାଗିଛି। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ ଆକ୍ରମଣର ଶିକାର ହୋଇ ଜଣେ ୪୫ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଛି। ପାରାପୁର…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର ଫୁଡ୍ ଡେଲିଭରି ସେବା ଆରମ୍ଭ କରିପାରେ। ଏଥିପାଇଁ କମ୍ପାନୀ ସହରର ଅନେକ ରେଷ୍ଟୁରାଣ୍ଟକୁ…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ ନିଖୋଜ ଥିବାର ସୂଚନା ମିଳିଛି। ନିଆଁ ଲାଗିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ୪୮ ଘଣ୍ଟା ନ ପୂରୁଣୁ ରବିବାର ଗିରଫ କରିଛନ୍ତି। ଅଭିଯୁକ୍ତ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା ଦେଖାଦେଇଛି। ଏହି ଲ୍ୟାମ୍ପସରେ ଏବେ କେହି ପରିଚାଳନା ନିର୍ଦ୍ଦେଶକ ନ ଥିବାରୁ କର୍ମଚାରୀମାନେ…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି । NEET UG ୨୦୨୬ ପରୀକ୍ଷାକୁ ନେଇ ଦେଖାଯାଇଥିବା ବିବାଦ ମଧ୍ୟରେ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ଜନସଚେତନତା ଓ ସକାରାତ୍ମକ ପଦକ୍ଷେପର ଆବଶ୍ୟକତା ରହିଛି ବୋଲି ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?