ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା
ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ
ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହା କହିଛନ୍ତି। ସେ ଅହମ୍ମଦାବାଦରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ…
ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ
ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ ଗିରଫ କରିଛି। ଜବତ ଡ୍ରଗ୍ସର ମୂଲ୍ୟ ୬୦୦ କୋଟି ଟଙ୍କା। ଏଟିଏସ ଏବଂ ନାର୍କୋଟିକ୍ସ…
ଭାଜପାରେ ଚାଲେ ଆରଏସ୍ଏସ୍ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ
ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ସାଂସଦ ସଞ୍ଜୟ ସିଂ ପୁଣି ଥରେ ସଂରକ୍ଷଣ ଏବଂ ସମ୍ବିଧାନର ବାହାନା କରି…
ଟି୨୦ ବିଶ୍ୱକପ୍ ଲାଗି ଟିମ୍ ଇଣ୍ଡିଆ ଚୟନ ପୂର୍ବରୁ ବଡ଼ ଖବର: ଈଶାନଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ; ଜାଣନ୍ତୁ ମାମଲା…
ନୂଆଦିଲ୍ଲୀ,୨୮।୪: ଟି୨୦ ବିଶ୍ୱକପ୍ ୨୦୨୪ ଲାଗି ଟିମ୍ ଇଣ୍ଡିଆ ଚୟନ କେବେ ବି ହୋଇପାରେ। ଓ୍ବେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ଏହି ଆଇସିସି ଟୁର୍ନାମେଣ୍ଟ ଲାଗି ଈଶାନ କିଶନ ବଡ଼ ଦାବିଦାର ବୋଲି କୁହାଯାଉଛି। ଏବେ ତାଙ୍କ ଚୟନ ହେବ…
ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ
କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳନ କରାଯିବା ସହ ସଂଘର ବରିଷ୍ଠ ସଦସ୍ୟ ନାରାୟଣ ପ୍ରଧାନ ଓ…
ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ
ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି (ଏଏପି) ସହ ମିଳିତ ମଞ୍ଚ ତଥା ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ…
ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ ସିଧାସଳଖ…
ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି
ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ସ୍ବାଧୀନତାର ଦ୍ୱିତୀୟ ଦିନରେ ପ୍ରଭୁ ରାମଙ୍କ…
ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…
ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍ ଭାବେ ପାଳନ କଲେ ସଫଳ ହେବାଠାରୁ କେହି ବି ରୋକି ପାରିବେ ନାହିଁ। ଚାଣକ୍ୟ କହିଛନ୍ତି ବିପଦ…
ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ
ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି, ଯାହା ସୁଚିନ୍ତିତ ଭାବରେ ସୁନ୍ଦର ହୋଇନାହିଁ। ଏହାର ସ୍ବତନ୍ତ୍ରତା ଏହାକୁ ସୁନ୍ଦର କରିଛି। ସାକ୍ରୋ…
ଟି-୨୦ରେ ଇତିହାସ ରଚିଲେ ଏହି କ୍ରିକେଟର୍: ପ୍ରଥମ ବୋଲର୍ ଭାବେ ହାସଲ କଲେ ବଡ଼ କାରନାମା
ଇସଲାମାବାଦ୍,୨୮।୪:ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ଟି-୨୦ ମ୍ୟାଚରେ ପାକିସ୍ତାନ ପେସ୍ ଶାହିନ ଆଫ୍ରିଦି ଏକ ଚମତ୍କାର ରେକର୍ଡ ସୃଷ୍ଟି କରି ଟି -୨୦ କ୍ରିକେଟ ରେ ଇତିହାସ ସୃଷ୍ଟି କରିଛନ୍ତି। ଟି-୨୦ରେ ଶାହିନ ପ୍ରଥମ ଓଭରରେ ସର୍ବାଧିକ ଉଇକେଟ ନେଇ ବୋଲର ହୋଇଛନ୍ତି।…
Archives


