Home

ଆଜି ଆସୁଛନ୍ତି ନଡ୍ଡା

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର…

ଗୁଣବତ୍ତା ଯାଞ୍ଚରେ ୫୩ ଔଷଧ ଫେଲ୍‌: ପାରାସିଟାମୋଲ, କ୍ଲାଭମ୍‌ ୬୨୫, ପାନ୍‌ ଡି’କୁ ନେଇ ବଢ଼ିଲା ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ,୨୬ା୯:ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ୍‌ (ସିଡିଏସ୍‌ସିଓ) ଏହାର ସଦ୍ୟତମ ମାସିକ ଡ୍ରଗ୍‌ ଆଲର୍ଟ ଲିଷ୍ଟରେ ପାରାସିଟାମୋଲ ସମେତ ୫୩ ଔଷଧକୁ ‘ନଟ୍‌ ଅଫ୍‌ ଷ୍ଟାଣ୍ଡାର୍ଡ କ୍ୱାଲିଟି(ଏନ୍‌ଏସ୍‌କ୍ୟୁ) ଆଲର୍ଟ’ ଭାବେ ବର୍ଗୀକୃତ କରିଛି। କାରଣ ଯାଞ୍ଚ ବେଳେ ଏହି ୫୩ ଔଷଧ…

ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରେ ଗର୍ଭନିରୋଧକ

ପ୍ରତିବର୍ଷ ୨୬ ସେପ୍ଟେମ୍ବରରେ ବିଶ୍ୱ ଗର୍ଭନିରୋଧକ ଦିବସ ପାଳନ କରାଯାଏ। ଗର୍ଭନିରୋଧକ ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ମହତ୍ତ୍ୱ ବୁଝିବା ପାଇଁ ଏହି ଦିନଟି ଉତ୍ସର୍ଗୀକୃତ। ଗର୍ଭନିରୋଧକ ବିଭିନ୍ନ ପଦ୍ଧତିରେ ବ୍ୟବହାର କରାଯାଇଥାଏ। ଯଥା ଗର୍ଭନିରୋଧକ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୫।୯(ଅନିଲଦାସ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍‌ସି)ର ଅତିରିକ୍ତ କମିଶନର…

ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍‌

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍‌ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ…

ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ

ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍‌ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ…

ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ…

ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍‌ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ। ଏଥିସହିତ ଶ୍ରୀମନ୍ଦିରରେ ବ୍ୟବହୃତ ଭୋଗ ସାମଗ୍ରୀ…

ମାଲକାନଗିରିକୁ ହରାଇଲା ସମ୍ବଲପୁର, ବରଗଡ଼-କେନ୍ଦୁଝର ମ୍ୟାଚ୍‌ ଅମୀମାଂସିତ

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମ୍‌ରେ ବୁଧବାର ୬୩ତମ ଆନ୍ତଃଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତା(ସାହାଣୀ କପ୍‌) ଉଦ୍‌ଘାଟିତ ହୋଇଯାଇଛି। ଫୁଟ୍‌ବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଉକ୍ତ…

୫୦ କେଜିରୁ ଊର୍ଦ୍ଧ୍ୱ ତମ୍ବା ତାର ଚୋରି: ୩ ଗିରଫ, ୭ ଫେରାର

ଛତ୍ରପୁର,୨୫ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ଇଣ୍ଡଷ୍ଟ୍ରିଆଲ୍‌ ପରିସରରେ ଥିବା ଦୀପ ଫର୍ଟିଲାଇଜର ଫ୍ଲାଟ୍‌ ପରିସରରୁ ଅଗଷ୍ଟ ୩୧ ରାତିରେ ୬୦ କି.ଗ୍ରା ତମ୍ବା ତାର ଚୋରି ଅଭିଯୋଗ ହୋଇଥିଲା। ଅପରପକ୍ଷରେ ଦୀର୍ଘ ୨୫ ଦିନ ପରେ…

ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ, ବିଡିଓଙ୍କୁ ଦେଲେ ଦାବିପତ୍ର

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ସିଆରପି,ଏମ୍‌ବିକେ, ବ୍ୟାଙ୍କମିତ୍ର, ପ୍ରାଣୀମିତ୍ର, କୃଷିମିତ୍ର ଓ ଏଲ୍‌ଏସ୍‌ପିଙ୍କୁ ଗତ ୬ ମାସ ହେଲା ଦରମା ମିଳିଥିବା ନ ଅଭିଯୋଗ ସାମ୍ନାକୁ ଆସିଛି। ଯାହାକୁ ନେଇ ସେମାନଙ୍କ ମଧ୍ୟରେ…

୧୦ ଦଫା ଦାବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ସମାଧାନ ନ ହେବା ଯାଏ…

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): ରାଜ୍ୟ ସଂଘର ଆହ୍ବାନ କ୍ରମେ ବୁଧବାର କଳାହାଣ୍ଡି ଜିଲାରେ ମଧ୍ୟ ଓଡ଼ିଶା ନର୍ସିଂ ଅଫିସରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି ଅବସରରେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଜିଲାର କାର୍ଯ୍ୟରତ ନର୍ସିଂ…

ବିଜୁ ଛାତ୍ର ଜନତା ଦଳରୁ ଇସ୍ତଫା ଦେଲେ କିରଣ, କହିଲେ ଏହି ବଡ଼ କାରଣ…

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଛାତ୍ର ଜନତା ଦଳ (ବିସିଜେ)ରୁ ବୁଧବାର ଇସ୍ତଫା ଦେଇଛନ୍ତି ଯୁବ ନେତା କିରଣ କୁମାର ପ୍ରଧାନୀ। ସେ ତାଙ୍କ ଇସ୍ତଫାପତ୍ରକୁ ଜିଲା ଛାତ୍ର ସଭାପତି ଅଜିତ କୁମାର ସାହୁଙ୍କୁ ପ୍ରେରଣ କରିଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?