ବିଜୁ ଛାତ୍ର ଜନତା ଦଳରୁ ଇସ୍ତଫା ଦେଲେ କିରଣ, କହିଲେ ଏହି ବଡ଼ କାରଣ…
ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଛାତ୍ର ଜନତା ଦଳ (ବିସିଜେ)ରୁ ବୁଧବାର ଇସ୍ତଫା ଦେଇଛନ୍ତି ଯୁବ ନେତା କିରଣ କୁମାର ପ୍ରଧାନୀ। ସେ ତାଙ୍କ ଇସ୍ତଫାପତ୍ରକୁ ଜିଲା ଛାତ୍ର ସଭାପତି ଅଜିତ କୁମାର ସାହୁଙ୍କୁ ପ୍ରେରଣ କରିଛନ୍ତି। ଗତ…
ଲୋକଙ୍କ ନିକଟତର ହୋଇ କାର୍ଯ୍ୟ କରିବାକୁ ବିଧାୟକ ଦେଲେ ଗୁରୁମନ୍ତ୍ର
ପୁରୁଷୋତ୍ତମପୁର,୨୫ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୂତସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଭାଜପାର ସାଂଗଠନିକ ବୈଠକ ଯୁବନେତା ସୀତାରାମ ପାଣିଗ୍ରାହୀଙ୍କ ସଂଯୋଜନାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ରହିଥିବା ପୁରୁଷୋତ୍ତମପୁର ବ୍ଲକର ୧୧ଟି ପଞ୍ଚାତର ଆଗଧାଡ଼ିର…
ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଆହତ, ଧାରଣାରେ ବସିଲେ ଅଭିଭାବକ
ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଝିଲିରୀବଣି ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ବୁଧବାର ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର ବିଡିଓ ଅଫିସ ଆଗରେ ବସିଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ,…
ଭାଇ ହତ୍ୟାକାରୀଙ୍କ ଗିରଫ ଦାବି କରି ମା-ବାପାଙ୍କ ସହ ଥାନା ସମ୍ମୁଖରେ ଧାରଣାରେ ବସିଲେ ଭଉଣୀ
ସାଲେପୁର,୨୫ା୯(ଅରବିନ୍ଦ ଭୂୟାଁ): ମୃତ ଭାଇଙ୍କ ହତ୍ୟାକାରୀମାନଙ୍କୁ ଗିରଫ କରି କଠୋରରୁ କଠୋର ଦଣ୍ଡ ବିଧାନ ଦାବି କରି କଟକ ଜିଲା ସାଲେପୁର ଥାନା ସମ୍ମୁଖରେ ମା’-ବାପାଙ୍କ ସହ ଭଉଣୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଇଛନ୍ତି। ଘଟଣାକୁ ୧୩ ଦିନ ବିତିଯାଇଥିଲେ…
ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ୍
ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍ ହେବ। ପଲିଗ୍ରାଫ୍ ଟେଷ୍ଟ୍ ପାଇଁ କ୍ରାଇମବ୍ରାଞ୍ଚକୁ ବୁଧବାର ଅନୁମତି ଦେଇଛନ୍ତି ଏସ୍ଡିଜେଏମ୍ କୋର୍ଟ। କ୍ରାଇମ୍ବ୍ରାଞ୍ଚ ଦୀନକୃଷ୍ଣଙ୍କୁ ଗୁଜରାଟ ଗାନ୍ଧିନଗରକୁ ନେବ। ପଲିଗ୍ରାଫ୍…
ସମ୍ବଲପୁରୀ ଗାୟିକା ରୁକ୍ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍-ପୋଲିସ
ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ ଭୁବନେଶ୍ୱରସ୍ଥିତ ଏମ୍ସରେ ମୃତ୍ୟୁ ହୋଇଥିଲା। ସ୍କ୍ରବ୍ ଟାଇଫସ୍ରେ ତାଙ୍କ ମୃତ୍ୟୁ ହେଇଥିବା ଡାକ୍ତର କହୁଥିବା…
ବ୍ୟାଙ୍କରେ କାମ କରୁଥିବାବେଳେ ଚେୟାରରୁ ଖସିପଡ଼ିଲେ ଅଧିକାରୀ, ଚାଲିଗଲା ଜୀବନ
ଲକ୍ଷ୍ନୌ,୨୫ା୯: ବ୍ୟାଙ୍କରେ କାମ କରୁଥିଲେ ଜଣେ ମହିଳା ଅଧିକାରୀ। ହଠାତ୍ ଚେୟାରରୁ ଖସିପଡ଼ିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଛି। ଲକ୍ଷ୍ନୌସ୍ଥିତ ଏଚ୍ଡିଏଫ୍ସି ବ୍ୟାଙ୍କର ଅତିରିକ୍ତ ଡେପୁଟି ଭିପି ବ୍ୟାଙ୍କରେ କାମ କରୁଥିଲେ। ହଠାତ୍ ସେ ଚେୟାରରୁ ଖସି ପଡ଼ି ପ୍ରାଣହାନି ଘଟିଛି।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହିଦିନ ଆକାଉଣ୍ଟକୁ ଯିବ ବଳକା ଟଙ୍କା…
ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। କିଛି ସମୟ ପୂର୍ବରୁ ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ…
ଏସ୍ସିବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ଦାବି ପୂରଣ ନ ହେଲେ…
କଟକ,୨୫ା୯(ଶିଳ୍ପା ପ୍ରିୟଦର୍ଶିନୀ): ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ୧୦ ଦଫା ଦାବିରେ କାର୍ଯ୍ୟବନ୍ଦ ଡାକରା ଦିଆଯାଇଛି। ସଂଘର ଏସ୍ସିବି ଶାଖା ପକ୍ଷରୁ ଏସ୍ସିବି ମେଡିକାଲର ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବୁଧବାର ନର୍ସିଂ ଅଫିସରମାନେ ଧାରଣା ଦେଇଛନ୍ତି। ଜରୁରୀ…
ବର୍ଷ ବର୍ଷ ଧରି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସରୁନି: ଯାତ୍ରୀ ଅସନ୍ତୋଷ
ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଠାରୁ ରାଇକିଆ ବ୍ଲକକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟ ସମ୍ପ୍ରସାରଣ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ।ରାସ୍ତା ସମ୍ପ୍ରସାରଣ ଆରମ୍ଭ ପୂର୍ବରୁ ରାସ୍ତାର ଅବସ୍ଥା ଯେଉଁ ଅବସ୍ଥାରେ…
ନବୀନଙ୍କୁ କଡ଼ା ସମାଲୋଚନା କରି ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୫।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଓଡ଼ିଆ କଷ୍ଟ ପାଇଲେ ସରକାର ବଦଳାଇବେ। ଭୋଟ ପାଇଁ ହୀନ ଚକ୍ରାନ୍ତରେ ନବୀନ ନିଜେ ଫସିଗଲେ। ନବୀନଙ୍କ ୨୪ ବର୍ଷର ଶାସନ ରାଜ୍ୟକୁ ବିକାଶ…
ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା
ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଦିନିକିଆ ଓଡ଼ିଆ ଗସ୍ତରେ ଆସି ପାର୍ଟି ଅଫିସରେ ପହଞ୍ଚିବେ। ଆସନ୍ତାକାଲି ପୂର୍ବାହ୍ମ ୧୧ଟାରୁ ଦିନ…

