Home

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର । ନ୍ୟୁଜ ଏଜେନ୍ସି ରଏଟର୍ସ, ଏହି ବିଷୟରେ ଜ୍ଞାନ ଥିବା ଦୁଇ ଜଣଙ୍କ ଉଦ୍ଧେଶ୍ୟରେ ଟେସଲା…

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍‌ ନଂ ଓ ଏକ ଅଜଣା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍‌ର…

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା ହେଲା। ବୈଜ୍ଞାନିକଙ୍କ ମତରେ କୃତ୍ରିମ ବର୍ଷା କରାଇବା ଲାଗି ସେଠାରେ କରାଯାଇଥିବା କ୍ଳାଉଡ ସିଡିଂରେ…

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ ଦେଶରେ ୧୦ବର୍ଷ ଶାସନ କରୁଥିବା ଏକଛତ୍ରବାଦୀ ଶାସନ…

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ନେତାମାନେ ସିଜନାଲ ପକ୍ଷୀ, ନିର୍ବାଚନ ଋତୁରେ ଆସିବେ ପୁଣି…

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି ଗଛକୁ ଘରେ ଲଗାଇଲେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ବନ୍ଧୁତାରେ ନିବିଡ଼ତା ଆସିଥାଏ ବୋଲି…

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି…

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଯୌନ ଦୁର୍ନୀତିରେ ହାସନରୁ ଜେଡିଏସ ଏମପି ପ୍ରଜ୍ୱଳ ରେଭାନ୍ନାଙ୍କ…

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ସାଲେପୁରରେ…

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା ମୁସ୍କିଲ ହୋଇଗଲାଣି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ…

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି। ଯେମିତିକି: * ବାସ୍ତୁଶାସ୍ତ୍ର ଅନୁଯାୟୀ, ନଟରାଜ ମୂର୍ତ୍ତି ହେଉ ଅବା ଫଟୋକୁ ଘରେ ରଖିବା…

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ ଗ୍ରାହକଙ୍କୁ ଆଶ୍ୱାସନା ଦେବାକୁ ଚେଷ୍ଟା କରିଛି ଅନ୍ୟତମ ପ୍ରମୁଖ ମସଲା ବ୍ରାଣ୍ଡ ଏମଡିଏଚ। ଏମଡିଏଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri