Home

ଅସ୍ପଷ୍ଟ କୂଟନୀତି

ସାମ୍ପ୍ରତିକ ପରିସ୍ଥିତିରେ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ୍‌-ପାଲେଷ୍ଟାଇନ୍‌ ଯୁଦ୍ଧ ଲାଗିରହିଥିବା ବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ ଦିନିଆ ଆମେରିକା ଗସ୍ତ ଉପରେ ରାଜନୈତିକ ବିଶେଷଜ୍ଞମାନଙ୍କର ନଜର ରହିଥିଲା। ସେପ୍ଟେମ୍ବର ୨୧ରେ ଡେଲାଓ୍ବେର୍‌ର ଓ୍ବିଲ୍‌ମିଂଟନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଦ୍ୱାରା…

ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଶିଶୁ ଜନ୍ମ

ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍‌ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ ଲକ୍‌ ଶିଶୁକୁ ଜନ୍ମ ଲାଭ କରାଇଛି। ବିଶେଷକରି ହସ୍ପିଟାଲର ପ୍ରସୂତି ତଥା ସ୍ତ୍ରୀରୋଗ…

ମହିଳା ଭଡ଼ାଟିଆଙ୍କ ପାଇଖାନା, ବେଡ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ମାଲିକଙ୍କ ପୁଅ: ଆଉ ତା’ପରେ…

ନୂଆଦିଲ୍ଲୀ,୨୫ା୯:ମହିଳା ଭଡ଼ାଟିଆଙ୍କ ଭିଡିଓ ପ୍ରସ୍ତୁତ କରିବାକୁ ତାଙ୍କ ବେଡ୍‌ରୁମ୍‌ ଓ ପାଇଖାନାରେ ଦିଲ୍ଲୀ ଶାକରପୁର ଅଞ୍ଚଳର ଜଣେ ୩୦ ବର୍ଷୀୟ ଯୁବକ ଗୋପନରେ ସ୍ପାଏ କ୍ୟାମେରା ଲଗାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ କହିବା ଅନୁଯାୟୀ ମହିଳା…

୧୦ ମାସର ଶିଶୁକୁ ବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର

ଭାରୁଚ,୨୫ା୯:ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜିଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁଙ୍କୁ ବଳାତ୍କାର କରାଯାଇଛି। ପିଲାଟି ଘର ଅଗଣାରେ ଖେଳୁଥିବାବେଳେ ଅଭିଯୁକ୍ତ ଦୀପକ କୁମାର ଲାଲବାବୁ ସିଂ ତାଙ୍କୁ ନିଜ ଘରକୁ ନେଇଯାଇ…

କଙ୍ଗନାଙ୍କ ୟୁ-ଟର୍ନ: ଚାପ ବଢିବାରୁ ବଦଳାଇଲେ ମତ

ନୂଆଦିଲ୍ଲୀ,୨୫।୯: ବଲିଉଡ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ‘କୃଷି ଆଇନ ଫେରାଇ ଆଣିବା’ ବିବୃତ୍ତିରୁ ଭାଜପା ନିଜକୁ ଦୂରେଇ ରଖିଛି। ଭାଜପା ମୁଖପାତ୍ର ଗୌରବ ଭାଟିଆ କଙ୍ଗନାଙ୍କ ମନ୍ତବ୍ୟକୁ ତାଙ୍କର ବ୍ୟକ୍ତିଗତ ବିବୃତ୍ତି ବୋଲି କହିଛନ୍ତି। ଗୌରବ କହିଛନ୍ତି, କଙ୍ଗନାଙ୍କୁ…

ହରିନୀ ଅମରସୂର୍ଯ୍ୟା ଶ୍ରୀଲଙ୍କାର ନୂତନ ପ୍ରଧାନମନ୍ତ୍ରୀ

କଲମ୍ବୋ, ୨୫।୯:ଶ୍ରୀଲଙ୍କାରେ ଅନୁରା କୁମାର ଦିସାନାୟକେ ରାଷ୍ଟ୍ରପତି ହେବା ପରେ ମଙ୍ଗଳବାର ନ୍ୟାଶନାଲ ପିପୁଲ୍ସ ପାଓ୍ବାର(ଏନ୍‌ପିପି) ନେତା ହରିନୀ ଅମରସୂର୍ଯ୍ୟା ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦିସାନାୟକେ ଶପଥପାଠ କରାଇଛନ୍ତି। ଅମରସୂର଼୍ୟାଙ୍କୁ ଆଇନ, ଶିକ୍ଷା, ଶ୍ରମ, ଉଦ୍ୟୋଗ,…

ପୋଲିସକୁ ନାକେଦମ କଲେଣି ଯୁବକ: କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ

ବଣାଇଁ,୨୫।୯: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ଗଁାରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ କରିଛନ୍ତି। ସେ ଧନୁତୀର ଧରି ଡରାଇବା ସହ ବେଳେବେଳେ ତୀର ବି ମାରୁଛନ୍ତି। ଯୁବକଙ୍କୁ କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ, ଅଗ୍ନିଶମ…

ଆଜିଠୁ ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ

ଭୁବନେଶ୍ୱର, ୨୫ା୯(ବନ୍ଦନା ସେଠୀ):ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ବୁଧବାର ଓ ଗୁରୁବାର ଜରୁରିକାଳୀନ ରୋଗୀ ସେବାରେ ବାଧା ନ ଦେଇ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ଦାବି ପୂରଣ ନ ହେଲେ ୨୭ ତାରିଖରୁ…

ଏଥର ଡିଜେ, ମଦ, ପ୍ଲାଷ୍ଟିକ୍‌ ମୁକ୍ତ ଦୁର୍ଗାପୂଜା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷ ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ କମିଶନରେଟ୍‌ ପୋଲିସ ଅଣ୍ଟା ଭିଡିଛି। ଏନେଇ କମିଶନରେଟ୍‌ ପୋଲିସ ମୁଖ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି। ବୈଠକରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା,…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ୨୧,୯୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ପ୍ରଥମ ଥର ବିଧାୟକ…

ପୂର୍ବ ସରକାରଙ୍କ ଯୋଜନାକୁ ଆଗେଇନେଲେ ପ୍ରଗତି ହେବ: ବିଜେଡି

ଭୁବନେଶ୍ୱର,୨୫।୯(ଅନିଲ ଦାସ):ନିକଟରେ ପ୍ରକାଶିତ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ରିପୋର୍ଟରେ ଦିଆଯାଇଛି ଯେ ଗତ ଦୁଇ ଦଶନ୍ଧିରେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି; ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ଏହି ରିପୋର୍ଟ ବିଜୁ ଜନତା…

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନକୁ ଅବାଧ ଓ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?